ସମଲେଶ୍ବରୀଙ୍କ ବ୍ରହ୍ମଚାରିଣୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶରୀ ମଙ୍ଗଳବାର ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଇଛନ୍ତି । ଏହି ବେଶରେ ଦେବୀଙ୍କ ଦର୍ଶନ ପାଇଁ ସ୍ଥାନୀୟ ସମଲେଶ୍ୱରୀ ମନ୍ଦିରରେ ଭକ୍ତଙ୍କ ଭିଡ଼ ହୋଇଛି । ଭକ୍ତମାନେ ଧୂପ, ଦୀପ, ଫୁଲ ଧରି ମନ୍ଦିରକୁ ଆସି ଦେବୀଙ୍କୁ ଦର୍ଶନ କରୁଛନ୍ତି । ଭକ୍ତମାନଙ୍କ ସମସ୍ତ ସୁବିଧା ପାଇଁ ମନ୍ଦିର କମିଟି ପକ୍ଷରୁ ସୁବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Budget 2026: ଶସ୍ତା ହେଲା ଜୋତା ମହଙ୍ଗା ହେଲା ମଦ, ଜାଣନ୍ତୁ ଏଥର ବଜେଟରେ କ’ଣ ହେଲା ଶସ୍ତା

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଉପସ୍ଥାପିତ କ୍ରମାଗତ ନବମ ବଜେଟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। ସାଧାରଣ ଜନତାଙ୍କ ପାଇଁ ସବୁଠାରୁ ବଡ଼ ଏବଂ…

ଏଣିକି ଟ୍ୟାକ୍ସ ଫାଙ୍କିଲେ କି ନ ଦେଲେ ହେବନି ଜେଲ୍‌…ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୨: ଯଦି ଆପଣ ମଧ୍ୟ କଠୋର ଆୟକର ନିୟମ ଏବଂ ଯାଞ୍ଚ ପ୍ରକ୍ରିୟାକୁ ଭୟ କରୁଥିଲେ, ତେବେ 2026-27 ଆର୍ଥିକ ବର୍ଷର ବଜେଟ ଏକ ବଡ଼ ଆଶ୍ୱସ୍ତି…

Union Budget 2026-27: ଆୟକର ଦାତାଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୨।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ସଂସଦରେ ତାଙ୍କର ନବମ ବଜେଟ ଉପସ୍ଥାପନ କରିଛନ୍ତି। ଆର୍ଥିକ ବର୍ଷ 2026-27 ପାଇଁ ବଜେଟ ଦେଶର ସଂସଦୀୟ ଇତିହାସରେ ଏକ…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ମହାବିଦ୍ୟାଳୟର ପଛ ପଟେ…

ଖୋର୍ଦ୍ଧା,୧ା୨(ପ୍ରଭାତ ପାଣିଗ୍ରାହୀ): ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ…

ଫେବୃଆରୀ ୬ରୁ ରାମଚଣ୍ଡୀ ମହୋତ୍ସବ: ଦର୍ଶକଙ୍କ ମନମୋହିବ…

ଗଞ୍ଜାମ,୧।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ନୀଳାଦ୍ରିପୁରସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀଙ୍କ ଶକ୍ତିପୀଠରେ ଫେବୃଆରୀ ୬, ୭ ଓ ୮ ତାରିଖ ୩ଦିନ ଧରି…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

Budget 2026: ବଜେଟରେ ବଡ଼ ଘୋଷଣା କଲେ ନିର୍ମଳା ସୀତାରାମନ୍‌, କ୍ୟାନସର-ଡାଇବେଟିସ ରୋଗୀଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୧।୨: ସଂସଦ ଆରମ୍ଭ ହୋଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଲୋକ ସଭାରେ ବଜେଟ ଉପସ୍ଥାପନ କରୁଛନ୍ତି। ଏହା ତାଙ୍କର ଲଗାତାର ନବମ ବଜେଟ। ବଜେଟର ଏକ କପି…

ପୋଲିସ ଗାଡି ଧକ୍କାରେ ଗଲା ଜୀବନ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ପେଟ୍ରୋଲ ପମ୍ପର ନିକଟ ବୁଲାଣି ରାସ୍ତାରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ମୋଟର ସାଇକେଲରେ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri