Advertisement

ବେଗୁନିଆପଡ଼ା ବିଜେଡି ସଭାପତି ହେଲେ ସୀମାଞ୍ଚଳ ସାମଲ

ବେଗୁନିଆପଡ଼ା,୨୩ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକରେ ନୂତନ ଭାବେ ବିଜୁ ଜନତା ଦଳର ବ୍ଲକ ସଭାପତି ଚୟନ କରାଯାଇଛି। ଗଞ୍ଜାମ ଜିଲା ସଭାପତି ରମେଶ ଚ୍ୟାଉପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବେଗୁନିଆପଡ଼ା ବ୍ଲକ ସଭାପତି ଭାବେ ସୀମାଞ୍ଚଳ ସାମଲଙ୍କୁ ଏହି ପଦବୀ ମିଳିଛି। ପୂର୍ବରୁ ମର୍ଦ୍ଦକୋଟ ପଞ୍ଚାୟତ ସରପଞ୍ଚ ଭାବେ ସୀମାଞ୍ଚଳ ୨୦୧୨ରୁ ୨୦୧୭ ପର୍ଯ୍ୟନ୍ତ ଦାୟିତ୍ୱ ନିର୍ବାହ କରିଛନ୍ତି। ପୂର୍ବରୁ ବିଜୟ କୁମାର ଦୋରା ବେଗୁନିଆପଡ଼ା ବ୍ଲକ ସଭାପତି ଭାବେ ପ୍ରାୟ ୧୦ ବର୍ଷ ଧରି ରହି ଆସିଛନ୍ତି। ତେବେ ବ୍ଲକ ସଭାପତି ପଦବୀ ପରିବର୍ତ୍ତନ ହେବ ବୋଲି ଚର୍ଚ୍ଚା ଚାଲିଥିବା ବେଳେ ଏବେ ସେହି ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗରୋଧ ଗୃହରେ ସନ୍ତାନ ଜନ୍ମ

ବେଗୁନିଆପଡ଼ା,୧୩ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ମର୍ଦ୍ଦକୋଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସଙ୍ଗରୋଧ ଗୃହରେ ରହିଥିବା ପ୍ରବାସୀ ଓଡ଼ିଆଙ୍କ ମଧ୍ୟରୁ ସନ୍ତୋଷିନୀ ପ୍ରଧାନଙ୍କର ମଙ୍ଗଳବାର...

ବାଲି, ପଥର ଚୋରିର ତଦନ୍ତ କରୁଛି ଟିମ୍‌

ଛତ୍ରପୁର,୧୯ା୧(ଡି.ଏନ.ଏ)-ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଥିବା ସଇରାତରୁ ବାଲି ଓ ପଥର ଚୋରି ହେବାରେ ଲାଗିଛି। ଅନ୍ୟପକ୍ଷରେ ଭୁବନେଶ୍ୱରରୁ ଏକ ଅଡିଟ୍‌ ଟିମ୍‌ ଆସି ଜିଲାରେ...

କୃଷି ଯନ୍ତ୍ରପାତିର ଅଗ୍ରଣୀ କ୍ଷେତ୍ର ପ୍ରଦର୍ଶନ

ଭଞ୍ଜନଗର/ସୋରଡ଼ା,୨।୨(ଡି.ଏନ୍‌.ଏ.)-ବଳଦଟଣା ଉନ୍ନତ କୃଷି ଯନ୍ତ୍ରପାତିର ଅଗ୍ରଣୀ କ୍ଷେତ୍ର ପ୍ରଦର୍ଶନ ସୋରଡ଼ା ବ୍ଲକ ଶୋରିଷବିଲ୍ଲୀ ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଧୀନସ୍ଥ...

ଅଧିକ ଯୌତୁକ ଦାବି କରି ହତ୍ୟା ଉଦ୍ୟମ: ଥାନାରେ ପହଞ୍ଚିଲେ ମହିଳା

ବ୍ରହ୍ମପୁର ଅଫିସ,୨୮।୮: ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀଙ୍କ ସହ ଶ୍ୱଶୁର ଘର ଲୋକେ ଯୌତୁକ ନିର୍ଯାତନା ଦେବା ସହ ହତ୍ୟା ଉଦ୍ୟମ କରିଥିଲେ। ଏନେଇ ଗୀତାଞ୍ଜଳି...

ମାଲିକ ନ କଲେ ଆଣ୍ଟିଜେନ ଟେଷ୍ଟ, ସିଲ୍‌ ହେବ ଦୋକାନ

ଗଞ୍ଜାମ,୧୧।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସ୍ଥିତି ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ଏ ନେଇ ଗଞ୍ଜାମ ସହରରେ ଥିବା ସମସ୍ତ ଦୋକାନ ମାଲିକମାନେ ଆଣ୍ଟିଜେନ ଟେଷ୍ଟ...

ପାଞ୍ଚଶହରୁ ଉର୍ଦ୍ଧ୍ୱ ଶବଦାହ କରି ଚର୍ଚ୍ଚାରେ ଶିବରାମ

ଗଞ୍ଜାମ,୧୯।୯(ଡି.ଏନ.ଏ.): ପେସାରେ ଜଣେ ବ୍ୟବସାୟୀ। ହେଲେ ସମସ୍ତେ ତାଙ୍କୁ ମଶାଣି ସାଥୀ ଭାବେ ଜାଣନ୍ତି l ଶବଦାହ ପାଇଁ କେହି ଡାକନ୍ତୁ ବା ନ ଡାକନ୍ତୁ...

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିପାରିବେ ପ୍ରବାସୀ ଗର୍ଭବତୀ: ଗଞ୍ଜାମ ଜିଲାପାଳ

ଛତ୍ରପୁର, ୬।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାକୁ ସୁରଟ, କେରଳରୁ ପ୍ରବାସୀମାନେ ଆସିବାରେ ଲାଗିଛନ୍ତି। ଏହି ପ୍ରବାସୀମାନଙ୍କ ମଧ୍ୟରେ କେତେକ ଗର୍ଭବତୀ ରହିଥିବା ଦେଖାଯାଇଛି। ଆବଶ୍ୟକ ହେଲେ କ୍ୱାରାଣ୍ଟାଇନ...

ଆଦିବାସୀଙ୍କ ଧାରଣା ପ୍ରତ୍ୟାହୃତ

ପାତ୍ରପୁର,୨୮ା୧୧(ଡି.ଏନ୍‌.ଏ.)-ପାତ୍ରପୁର ବ୍ଲକ ତୁମ୍ବା, ବୁରାତାଲ ଓ ଆଙ୍କୁଲି ପଞ୍ଚାୟତବାସୀ ତିତ୍‌ଲି ବାତ୍ୟା ପରବର୍ତ୍ତୀ ବିଭିନ୍ନ ସମସ୍ୟା ନେଇ ମଙ୍ଗଳବାର ଠାରୁ ତହସିଲ କାର୍ଯ୍ୟାଳୟ ଆଗରେ ଦେଇଥିବା...

Advertisement
Archives

Model This Week