ଇନ୍‌ଷ୍ଟାରେ ଗୋଟିଏ ଫୋଷ୍ଟ ପାଇଁ ଏତିକି ଟଙ୍କା ନିଅନ୍ତି ସାମନ୍ଥା

ସାଉଥ ସିନେମାର ଶ୍ରେଷ୍ଠ ଅଭିନେତ୍ରୀମାନଙ୍କ ମଧ୍ୟରେ ସାମନ୍ଥା ରୁଥ ପ୍ରଭୁ ଅନ୍ୟତମ। ପରଦାରେ ଚମତ୍କାର ଅଭିନୟ ଜରିଆରେ ସେ ପ୍ରଶଂସକଙ୍କ ହୃଦୟ ଜିତିଛନ୍ତି। ତାଙ୍କ ପ୍ରଶଂସକଙ୍କ ତାଲିକା ମଧ୍ୟ ବହୁତ ଲମ୍ବା। ସୋସିଆଲ ମିଡିଆରେ ସାମନ୍ଥା ବେଶ୍‌ ସକ୍ରିୟ। ପ୍ରାୟତଃ ସେ ନୂଆ ଫଟୋ ଏବଂ ଭିଡିଓ ଶେୟାର କରନ୍ତି। କିନ୍ତୁ ଆପଣ ଜାଣନ୍ତି କି ସାମନ୍ଥା ତାଙ୍କର ଏକ ଇନଷ୍ଟାଗ୍ରାମ ପୋଷ୍ଟରୁ କୋଟି କୋଟି ଟଙ୍କା ରୋଜଗାର କରନ୍ତି।
ସାମନ୍ଥା ଦକ୍ଷିଣ ସୁପରଷ୍ଟାର ନାଗାର୍ଜୁନଙ୍କ ବୋହୂ ଅର୍ଥାତ୍‌ ନାଗା ଚୈତନ୍ୟଙ୍କ ପୂର୍ବତନ ସ୍ତ୍ରୀ। ଗତ ବର୍ଷ ଦୁହେଁ କେବଳ ଅଲଗା ହୋଇଥିଲେ। ଏହି ଦୁହିଁଙ୍କ ଛାଡପତ୍ରକୁ ନେଇ ବେଶ୍‌ ଚର୍ଚ୍ଚା ମଧ୍ୟ ହୋଇଥିଲା। ଏହାପରେ ସାମନ୍ଥା କ୍ରମାଗତ ଭାବରେ ଚର୍ଚ୍ଚାରେ ରହିଆସିଛନ୍ତି। ଗତ କିଛି ବର୍ଷ ମଧ୍ୟରେ ସାମନ୍ଥାଙ୍କ ଲୋକପ୍ରିୟତା ବହୁତ ବୃଦ୍ଧି ପାଇଛି। ସେ ବର୍ତ୍ତମାନ କେବଳ ଦେଶରେ ନୁହେଁ, ବିଦେଶରେ ମଧ୍ୟ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।
ସାମନ୍ଥା ପ୍ରତିଦିନ ଇନଷ୍ଟାଗ୍ରାମରେ ନିଜର ନୂଆ ଫଟୋ ଭିଡିଓ ଶେୟାର କରନ୍ତି। ଏଥିରେ ସେ ଅଧିକାଂଶ ବ୍ରାଣ୍ଡର ପ୍ରମୋଶନ କରୁଥିବା ମଧ୍ୟ ଦେଖାଯାଏ। ନିକଟରେ ସାମନ୍ତ ଇନଷ୍ଟାଗ୍ରାମରେ ବିକିନି ପିନ୍ଧି ଏକ ଫଟୋ ଶେୟାର କରିଛନ୍ତି। ସାମନ୍ଥା ସୋସିଆଲ ମିଡିଆରେ ଏହି ବିକିନି ବ୍ରାଣ୍ଡର ପ୍ରଚାର ପାଇଁ କୋଟି କୋଟି ଟଙ୍କା ନିଅନ୍ତି।
ଇନଷ୍ଟାଗ୍ରାମରେ ଏହି ବ୍ରାଣ୍ଡଗୁଡିକ ପୋଷ୍ଟ କରିବା ଏବଂ ପ୍ରମୋଶନ କରିବା ପାଇଁ ସାମନ୍ଥା ପ୍ରାୟ ୨ ରୁ ୩ କୋଟି ଟଙ୍କା ନେଇଥାନ୍ତି। ଇନଷ୍ଟାଗ୍ରାମରେ ସାମନ୍ଥାଙ୍କର ୨୩.୯ ନିୟୁତ ଫଲୋଅର୍ସ ଅଛନ୍ତି। ସାମନ୍ଥା ଖୁବ ଶୀଘ୍ର ସାଉଥ ହରର ଫିକ୍ସନ ଫିଲ୍ମ ‘ଯଶୋଦା’ରେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri