ବୟଫ୍ରେଣ୍ଡ୍‌ଙ୍କ ସହ ରୋମାଣ୍ଟିକ୍‌ ହେଲେ ସାମନ୍ଥା: ଫଟୋ ଶେୟାର କରି କହିଲେ…

ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ତାଙ୍କର ବ୍ୟକ୍ତିଗତ ଜୀବନକୁ ନେଇ ପୁଣି ଚର୍ଚ୍ଚାରେ ଅଛନ୍ତି। ନାଗା ଚୈତନ୍ୟଙ୍କ ସହ ଛୁଡପତ୍ର ପରେ ତାଙ୍କୁ ପୁଣି ଏକ ନୂଆ ସାଥି ମିଳିଯାଇଛି। ସେ ଏବେ ଚଳଚ୍ଚିତ୍ର ନିର୍ମାତା ରାଜ ନିଦିମୋରୁଙ୍କୁ ଡେଟ କରୁଛନ୍ତି। ଯଦିଓ ସେ ଏହା ଘୋଷଣା କରିନାହାନ୍ତି, କିନ୍ତୁ ଉଭୟଙ୍କୁ ଅନେକଥର ଏକାଠି ଦେଖିବାକୁ ମିଳୁଛି।

ନିକଟରେ ସାମନ୍ଥା ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ କିଛି ଫଟୋ ଶେୟାର କରିଥିଲେ। ଏହି ଫଟୋଗୁଡ଼ିକ ମଧ୍ୟରୁ ଗୋଟିଏ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ଏହି ଫଟୋରେ ସାମନ୍ଥା ଏକ ସୁନ୍ଦର କଳା ଲେସ ଗାଉନ ପିନ୍ଧିଛନ୍ତି ଏବଂ ରାଜ ତାଙ୍କ ସହିତ ଏକ କଳା ସୁଟ ପିନ୍ଧିଥିବାର ଦେଖାଯାଇଛି। ଦୁହେଁ ପରସ୍ପରକୁ ଆଲିଙ୍ଗନ କରୁଥିବାର ଦେଖାଯାଇଛି।

ଏହି ଫଟୋ ସାମନ୍ଥାଙ୍କ ପରଫ୍ୟୁମ ଲଞ୍ଚ ଇଭେଣ୍ଟର। ଇଭେଣ୍ଟର ଫଟୋ ସେୟାର କରିବା ସମୟରେ, ସେ ଗତ କିଛି ବର୍ଷ ଧରି ଚ୍ୟାଲେଞ୍ଜର ସମ୍ମୁଖୀନ ହେବା ଏବଂ ଛୋଟ ଛୋଟ ସଫଳତା ବିଷୟରେ କହିଥିଲେ। ଏହି କାର୍ଯ୍ୟକ୍ରମରେ ଅଭିନେତ୍ରୀ ତମନ୍ନା ମଧ୍ୟ ଦେଖାଯାଇଥିଲେ।

ସାମନ୍ଥା ଏବଂ ରାଜ ‘ଦି ଫ୍ୟାମିଲି ମ୍ୟାନ ୨’ ଏବଂ ‘ସିଟାଡେଲ: ହନି ବନି’ରେ ଏକାଠି କାମ କରିଛନ୍ତି। ଉଭୟ ଗତ କିଛି ବର୍ଷ ଧରି ଡେଟିଂ କରୁଥିବାର ଖବର ଆସୁଛି। କୁହାଯାଏ ଯେ, ରାଜ ତାଙ୍କ ସହ ଅସୁବିଧା ସମୟରେ ଠିଆ ହୋଇଥିଲେ।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri