ପୂର୍ବ ଶଶୁରଙ୍କ ଷ୍ଟୁଡିଓରେ କାମ କରୁଛନ୍ତି ସାମନ୍ଥା

ମୁମ୍ବାଇ : ସାଉଥ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ଗତ କିଛିଦିନ ଧରି ପର୍ସନାଲ ଲାଇଫକୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି । ନିକଟରେ ସେ ଓ ତାଙ୍କ ସ୍ବାମୀ ତଥା ଅଭିନେତା ନାଗା ଚୈତନ୍ୟ ପରସ୍ପର ଠାରୁ ଅଲଗା ହୋଇଛନ୍ତି । ଦୁହିଁଙ୍କର ଛାଡପତ୍ର ହୋଇଛି । ତେବେ ଛାଡପତ୍ର ପରେ ପ୍ରଥମ ଥର ପାଇଁ ୨୬ ନଭେମ୍ବର ୨୦୨୧ରେ ଷ୍ଟୁଡିଓରେ ନଜର ଆସିଥିଲେ। ଯାହା ତାଙ୍କ ପୂର୍ବ ଶଶୁର ତଥା ସାଉଥ ସିନେମାର ମେଗାଷ୍ଟାର ନାଗାର୍ଜୁନଙ୍କର ଷ୍ଟୁଡିଓ।

ତେବେ ସାମନ୍ଥା ଡବିଂ ପାଇଁ ସେହି ଷ୍ଟୁଡିଓକୁ ଯାଇଥିଲେ । କୁହାଯାଉଛି କି ଯେଉଁଠାରେ ସେ ତାଙ୍କ ଫିଲ୍ମର ଡବିଂ ପାଇଁ ଯାଉଛନ୍ତି ତାହା ଶଶୁରଙ୍କ ଷ୍ଟୁଡିଓ । ଏବେ ସେ ‘ଶକୁନ୍ତଲାମରେ’ ମୁଖ୍ୟ ଭୂମିକାରେ ଅଭିନୟ କରୁଛନ୍ତି । ଯାହାକୁ ନିର୍ଦ୍ଦେଶନା ଦେଇଛନ୍ତି ଗୁନାସେଖର।

 

 


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ସାହୁ ଜଙ୍ଗଲ ରାସ୍ତାରୁ ହଟିଲା ବିପଦପୂର୍ଣ୍ଣ ଗଛ

ଥୁଆମୂଳ ରାମପୁର,୧୦।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ ପିଡବ୍ଲୁଡି ରାସ୍ତାର ସାହୁ ଜଙ୍ଗଲ ନିକଟରେ ଥିବା ବିପଦସଙ୍କୁଳ ଶୁଖିଲା ଗଛ ସମ୍ପର୍କରେ ‘ଧରିତ୍ରୀ’ରେ ଖବର…

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର…

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri