ଅଲଗା ହେଲେ ସାଉଥ୍‌ର ଲୋକପ୍ରିୟ ଯୋଡ଼ି

ମୁମ୍ବାଇ: ବେଶ୍‌ କିଛିଦିନ ହେବ ସାଉଥ୍‌ର ଲୋକପ୍ରିୟ ଯୋଡ଼ି ସମନ୍ଥା -ନାଗାଚୈତନ୍ୟଙ୍କ ବୈବାହିକ ସମ୍ପର୍କକୁ ନେଇ ଚର୍ଚ୍ଚା ଜୋର୍‌ ଧରିଥିଲା। ତେବେ ଆଜି ସମନ୍ଥା ପରସ୍ପରଠାରୁ ଅଲଗା ହେବା ନେଇ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି। ଅଲଗା ହେଲା ପରେ ମଧ୍ୟ ସେମାନେ ଭଲ ବନ୍ଧୁ ହୋଇ ରହିବେ ବୋଲି ସେ ଇନ୍‌ଷ୍ଟାଗ୍ରାମରେ ଜଣାଇଛନ୍ତି। ତାଙ୍କ ମଧ୍ୟରେ ଭଲ ବନ୍ଧୁତା ରହିଛି, ଯାହାକି ଅଲଗା ହେଲା ପରେ ବି ସେମାନଙ୍କରୁ ପରସ୍ପର ସହ ଏକ ସ୍ବତନ୍ତ୍ର ସମ୍ପର୍କରେ ବାନ୍ଧି ରଖିବ।
ଏହି ଯୋଡ଼ି ୨୦୧୭ ମସିହାରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଉଭୟ ବୈବାହିକ ବନ୍ଧନରୁ ମୁକ୍ତ ହେବା ନେଇ ତାଙ୍କ ପ୍ରଶଂସକଙ୍କୁ ଜଣାଇବା ସହ ଏହି କଷ୍ଚ ସମୟରେ ସେମାନଙ୍କୁ ସମର୍ଥନ କରିବାକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କୁ ଭଗବାନଙ୍କ ଦୂତ କହିଲେ ଅମିତାଭ ବଚ୍ଚନ

ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ ଡାକ୍ତରଙ୍କୁ ଭଗବାନଙ୍କ ଦୂତ ବୋଲି କହିଛନ୍ତି। ଡାକ୍ତରମାନେ ଷ୍ଟେଥୋସ୍କୋପ୍‌ ପକାଇସାରିଲା ପରେ ସ୍ବର୍ଗରୁ ଆସିଥିବା ଦୂତ ଭଳି କାମ କରନ୍ତି।...

ବଲିଉଡ୍‌ରେ ଝିଅକୁ ଲଞ୍ଚ କରିବାକୁ ଚାହୁଁ ନାହାନ୍ତି କାଜଲ-ଅଜୟ!

ମୁମ୍ବାଇ: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁରଙ୍କ ଆତ୍ମହତ୍ୟା ପରେ ଏବେ ଏହି ମାୟା ନଗରୀରେ ନେପୋଟିଜିମ ବା ପ୍ରିୟାପ୍ରିତି ପୋଷଣକୁ ନେଇ ଖୁବ୍‌ ଆଲୋଚନା...

ପିତାଙ୍କୁ ହରାଇଲେ ବଲିଉଡ ଅଭିନେତା

ନୂଆଦିଲ୍ଲୀ,୩।୧୦: ବଲିଉଡ଼ ଅଭିନେତା ମନୋଜ ବାଜପେୟୀଙ୍କ ବାପା ରାଧାକାନ୍ତ ବାଜପେୟୀଙ୍କ ରବିବାର ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ୮୩ ବର୍ଷ...

‘ବିଦେଶରେ ଥାଇ ମୁମ୍ବାଇକୁ ଖୁବ୍‌ ମିସ୍‌ କରୁଥିଲି’

ମୁମ୍ବାଇ: ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ନିକଟରେ ଭାରତ ଫେରିଛନ୍ତି। ନିକ୍‌ ଜୋନାସଙ୍କୁ ବିବାହ କରିବା ପରେ ଲସ୍‌ ଏଞ୍ଜେଲସରେ ରହୁଥିବା ପ୍ରିୟଙ୍କା ୩ ବର୍ଷ...

କରିନାଙ୍କୁ ଡେଟ୍‌ କରିବା ସମୟରେ ରାଣୀ ଦେଇଥିଲେ କିଛି ଉପଦେଶ: ଶୈଫ

ମୁମ୍ବାଇ: ବଲିଉଡ୍‌ର ଆଇଡିଆଲ୍‌ କପୁଲ ଭାବେ ବେଶ୍‌ ଜଣାଶୁଣା କରିନା କପୁର ଖାଁ ଓ ଶୈଫ ଅଲ୍ଲି ଖାଁ। ଏମାନଙ୍କ ଯୋଡିକୁ ନେଇ ଅନେକ ସମୟରେ...

ବଲିଉଡ୍‌ରେ ଶ୍ୱେତାଙ୍କ ଝିଅ ପଲକଙ୍କ ଡେବ୍ୟୁ

ଫିଲ୍ମ ତଥା ଟିଭି ଅଭିନେତ୍ରୀ ଶ୍ୱେତା ତିଓ୍ବାରୀଙ୍କ ଝିଅ ପଲକ ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି। ବିଶାଲ ମିଶ୍ରଙ୍କ ଫିଲ୍ମ ‘ରୋଜି’ରେ ତାଙ୍କୁ ମୁଖ୍ୟ ଭୂମିକାରେ...

ଜଣେ ଝିଅ ପାଇଁ ଅଭିନେତା ହୋଇଥିଲେ କପିଲ ଶର୍ମା

କମେଡି କିଙ୍ଗ କପିଲ ଶର୍ମାଙ୍କ ପ୍ରସିଦ୍ଧ ଶୋ ‘ଦି କପିଲ ଶର୍ମା ଶୋ’ ଖୁବ ଶୀଘ୍ର ଆରମ୍ଭ ହେବାକୁ ଯାଉଛି। କପିଲ ଆଜି ଜଣେ ସଫଳ...

ଫିଲ୍ମ ହଲ୍ ଖୋଲିଲେ ପ୍ରଥମେ ରିଲିଜ୍ ହେବ ଅକ୍ଷୟଙ୍କ ‘ବେଲ୍ ବଟମ’

ମୁମ୍ବାଇ: କରୋନା ମହାମାରୀ ଯୋଗୁ ଦୀର୍ଘ ପ୍ରାୟ ୭ ମାସ ହେବ ବନ୍ଦ ରହିଛି ସାରା ଦେଶର ସିନେମା ହଲ୍ । ଏବେ କିନ୍ତୁ ଅନ୍‌ଲକ୍...

Advertisement
Archives

Model This Week