ପୂର୍ବତନ ସ୍ବାମୀଙ୍କ ପ୍ରତି ରହିଛି ଏଭଳି ଫିଲିଙ୍ଗସ୍‌, ଖୁଲାସା କଲେ ଅଭିନେତ୍ରୀ

ମୁମ୍ବାଇ: ସାଉଥ୍‌ର ଲୋକପ୍ରିୟ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ବ୍ୟକ୍ତଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହୁନ୍ତି। ନିକଟରେ ଅଭିନେତା ନାଗା ଚୈତନ୍ୟଙ୍କଠାରୁ ଅଲଗା ହେବ ଘଟଣା ତାଙ୍କ ଫ୍ୟାନ୍ସ ଫଲୋର୍ସଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ଇତି ମଧ୍ୟରେ ସାମନ୍ଥା ଅକ୍ଷୟ କୁମାରଙ୍କ ସହ ‘କଫି ୱିଥ୍‌ କରଣ’ର ତୃତୀୟ ଏପିସୋଡରେ ନଜର ଆସିଥିଲେ। ଏହି ସମୟରେ ଅଭିନେତ୍ରୀ ତାଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ କିଛି ଖୁଲାସା କରିଥିଲେ।

କରଣ ପଚାରିଥିଲେ କି ତୁମ ମାମଲାରେ, ମୁଁ ଭାବୁଛି କି ତୁମେ ପ୍ରଥମ ଥର ତୁମେ ଏବଂ ତୁମ ସ୍ବାମୀ ଅଲଗା ହେବାକୁ ନିଷ୍ପତ୍ତି ନେଇଥିଲ। ସେହି ସମୟରେ ବହୁତ ଟ୍ରୋଲିର ଶିକାର ମଧ୍ୟ ହୋଇଛ। ଏହାକୁ ନେଇ ଅଭିନେତ୍ରୀ କହିଛନ୍ତି- ହଁ, ମୁଁ ଏଥିରେ ଅଭିଯୋଗ କରିପାରିବି ନାହିଁ କାରଣ ମୁଁ ନିଜ ପାଇଁ ଯୋଉଟା ଠିକ୍‌ ସେହି ରାସ୍ତା ବାଛିଥିଲି । ଅଲଗା ହେବା ପରେବି, ମୁଁ ଅଧିକ ବିବ୍ରତ ହୋଇନି, ମୋତେ କେହି ହଇରାଣ କରିନାହାନ୍ତି। ହଁ ଏହା ମୋ ପାଇଁ ସାମାନ୍ୟ କଷ୍ଟ ହୋଇଛି, କିନ୍ତୁ ବର୍ତ୍ତମାନ ଏହା ମୋ ପାଇଁ ଭଲ। ଏବେ ମୁଁ ଅଧିକ ଶକ୍ତିଶାଳୀ ହୋଇପାରିଛି । ଯେତେବେଳେ କରଣ ତାଙ୍କୁ ପଚାରିଲେ, ତୁମର ତାଙ୍କ ପ୍ରତି ହାର୍ଡ ଫିଲିଙ୍ଗସ୍‌ ଅଛି କି? ସାମନ୍ତ ଉତ୍ତର କାହିଥିଲେ କି ହଁ , ଯଦି ବର୍ତ୍ତମାନ ସମୟ ଅନୁସାରେ ସମ୍ପର୍କ ଭଲ ନାହିଁ ହେଲେ ଭବିଷ୍ୟତରେ ହୋଇପାରେ ବୋଲି ସାମନ୍ଥା କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri