ସାମନ୍ଥା ରୁଥ ପ୍ରଭୁଙ୍କ ’ଶାକୁଂତଳମ’ର ଫାଷ୍ଟ ରିଭ୍ୟୁ ଆଉଟ

ମୁମ୍ବାଇ: ସାମନ୍ଥା ରୁଥ ପ୍ରଭୁଙ୍କ ’ଶାକୁଂତଳମ’କୁ ଦର୍ଶକେ ବଡ ଉତ୍ସୁକତାର ସହ ଅପେକ୍ଷା ରଖିଛନ୍ତି। ଏହି ଫିଲ୍ମ କାଳିଦାସଙ୍କ କବିତା ‘ଅଭିଜ୍ଞାନ ଶାକୁଂତଳମ’ ଉପରେ ବେସ୍ଡ ଏକ ମାଇଥୋଲଜିକାଲ ଡ୍ରାମା। ସାମନ୍ଥାଙ୍କ ଏହି ମୋଷ୍ଟ ଆଓ୍ବେଟେଡ ମୁଭି ୧୪ ଏପ୍ରିଲ ଅର୍ଥାତ୍‌ ଶୁକ୍ରବାର ରିଲିଜ ହେବ। ନିକଟରେ ମେକର୍ସ କ୍ରିଟିକ୍ସ, କେତେଜଣ ପ୍ରଶଂସକ କେତେଜଣ ସିଲେକ୍ଟେଡ ଅଡିଅନ୍ସଙ୍କ ପାଇଁ ସ୍ପେଶାଲ ପ୍ରିମିୟର ଆରେଞ୍ଜ କରିଥିଲେ। ଏହାପରେ ଫିଲ୍ମର ଫାଷ୍ଟ ରିଭ୍ୟୁ ସାମ୍ନାକୁ ଆସିଛି।

ଅନେକେ ଏହି ମୁଭିକୁ ପସନ୍ଦ କରିଥିବା ବେଳେ କହିଛନ୍ତି, ସାମନ୍ଥାଙ୍କ ‘ଶାକୁଂତଳମ’ ଭଲ ଫ୍ୟାମିଲି ଏଣ୍ଟରଟେନମେଣ୍ଟ ମୁଭି। ଆଉ କିଛି ଟୁଇଟରେ ଏହା ବି ଦାବି କରାଯାଇଛି କି ଫିଲ୍ମ ଦୁର୍ବଳ ଓ ଏଥିରେ ଭିଏଫଏକ୍ସ କମ ରହିଛି। କେତେଜଣ ଏହାକୁ ସାମନ୍ଥାଙ୍କ କ୍ୟାରିୟରର ବେଷ୍ଟ ମୁଭି କହିଥିବା ବେଳେ ଆଉ କେହି କହିଛନ୍ତି ଇଫେକ୍ଟସ ସୁପର୍ବ ହେଲେ ଟ୍ରେଲରରେ ଯାହା ଦେଖା ଯାଇଥିଲା ସେମିତି କିଛି ନାହିଁ। ହେଲେ ଫିଲ୍ମକୁ ନେଇ ପ୍ରକୃତ ଫିଡବ୍ୟାକ ୧୪ ଏପ୍ରିଲରେ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

Flood Wedding: କନ୍ୟା ଘରକୁ ଡଙ୍ଗାରେ ଗଲେ ବର, ଭିଡିଓ ଭାଇରାଲ

ଯାଜପୁର,୩୧।୭: ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବ ଯାଜପୁର ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ଜିଲାର ବଭିନ୍ନ…

ବାଜା ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ, ପ୍ରଶଂସାରେ ପୋତି ପକାଇଲେ…

କର୍ଲାମୁଣ୍ଡା,୩୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

ମନରେଗାର କାର୍ଯ୍ୟକାରିତା ବିଭାଗୀୟ ଅଧିକାରୀମାନଙ୍କୁ ପ୍ରଶ୍ନ

ଗଞ୍ଜାମ, ୩୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ୍‌ରେ ଶୁକ୍ରବାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ସମିତି ଅଧ୍ୟକ୍ଷା…

‘ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି’: ସଂସଦରେ ହଟ୍ଟଗୋଳ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଡାକିଲେ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ,୩୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଶୁକ୍ରବାର (ଜୁଲାଇ 31, 2026) ସଂସଦ ଭବନରେ ଅନୁଷ୍ଠିତ ହୋଇଥିଲା। ଲୋକ ସଭା ଏବଂ…

ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଘଟଣା: ୧୦୦ ଦିନ ପରେ ବି ଅଭିଯୁକ୍ତଙ୍କ ଟେର୍‌ ପାଉନି ପୋଲିସ, କାହା ଚାପରେ…

ଦେବଗଡ଼,୩୧ା୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁ ଗୃହ ସପୋର୍ଟର ଜଣେ ନାବାଳିକା ଆଇଟିଆଇର ପ୍ରିନ୍ସିପାଲ ରତିକାନ୍ତ ପରିଡ଼ାଙ୍କ ବିରୋଧରେ ଗତ ୧୭ ଏପ୍ରିଲରେ…

ଫିଟନେସ ପରୀକ୍ଷାରେ ପାସ କଲେ ଜସପ୍ରିତ ବୁମରାହ; ଜାଣନ୍ତୁ କେଉଁ ସିରିଜରେ ଖେଳିବେ

ନୂଆଦିଲ୍ଲୀ,୩୧।୭: ଭାରତର ପ୍ରସିଦ୍ଧ ଦ୍ରୁତ ବୋଲର ଜସପ୍ରିତ ବୁମରାହ ତାଙ୍କ ଫିଟନେସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହା ଭାରତୀୟ ଦଳ ଏବଂ ଏହାର ପ୍ରଶଂସକମାନଙ୍କ ପାଇଁ ଏକ…

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ପ୍ରଧାନଶିକ୍ଷକ ନିଲମ୍ବିତ

ଉମରକୋଟ/ନବରଙ୍ଗପୁର, ୩୧।୭(ସନ୍ତୋଷ ସତପଥୀ/ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ୍‌ର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri