ଲଗାତାର ଫ୍ଲପ୍‌ ଫିଲ୍ମ ପରେ ଆକ୍ଟିଙ୍ଗ୍‌ରେ ଲାଗିଲା ବ୍ରେକ୍‌! ପ୍ରଡ୍ୟୁସରଙ୍କୁ ଫେରାଇଲେ ଟଙ୍କା

ମୁମ୍ବାଇ: ଦକ୍ଷିଣ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ନିଜ ଫିଲ୍ମ କ୍ୟାରିୟରକୁ ନେଇ ର୍ଚ୍ଚାରେ ରୁହନ୍ତି। ନିକଟରେ ଫିଲ୍ମ ପୁଷ୍ପା ଆଇଟମ ଗୀତ ପରେ ସାମନ୍ତ ତାଙ୍କ ଭାବମୂର୍ତ୍ତିକୁ ବହୁତ ପରିବର୍ତ୍ତନ କରିଛନ୍ତ।ସେ ଅନେକ ଚଳଚ୍ଚିତ୍ରରେ କାମ କରିଛନ୍ତି, କିନ୍ତୁ କିଛି ସମୟ ପାଇଁ ତାଙ୍କର କୌଣସି ଚଳଚ୍ଚିତ୍ର ବକ୍ସ ଅଫିସରେ ଆଶ୍ଚର୍ଯ୍ୟଜନକ ପ୍ରଦର୍ଶନ କରୁନାହିଁ। ଯେଉଁଥିପାଇଁ ତାଙ୍କ ପ୍ରଶଂସକମାନେ ମଧ୍ୟ ଅସନ୍ତୋଷ ପ୍ରକାଶ କରିଛନ୍ତି। ବର୍ତ୍ତମାନ ସାମନ୍ଥା ଅଭିନୟରୁ ଦୀର୍ଘ ସମୟ ବିରତି ନେବାକୁ ନିଷ୍ପତ୍ତି ନେଇଛନ୍ତି। ତେବେ ବ୍ରେକ୍‌ ନେବା ପୂର୍ବରୁ ସୀଟାଡେଲ ଏବଂ ଖୁସି ତାଙ୍କର ଦୁଇଟି ଶେଷ ପ୍ରୋଜେକ୍ଟ।

ସାମନ୍ଥା ଗତ ଏକ ବର୍ଷ ଧରି ସ୍ବାସ୍ଥ୍ୟ ସମସ୍ୟା ସହ ସଂଘର୍ଷ କରିଆସୁଥିଲେ। ଏହି ସବୁ ଜିନିଷ ସହ ଲଢିବା ପରେ ମଧ୍ୟ ସାମନ୍ଥା ତାଙ୍କ କାମରୁ ପଛଘୁଞ୍ଚା ଦେଉନଥିଲେ। ସେ ତାଙ୍କର ସମସ୍ତ କାର୍ଯ୍ୟ ସମାପ୍ତ କରୁଥିଲେ। ପିଙ୍କଭିଲ୍ଲାଙ୍କ ରିପୋର୍ଟ ଅନୁଯାୟୀ ସାମନ୍ଥା ବର୍ତ୍ତମାନ ପ୍ରାୟ ଏକ ବର୍ଷ ବିରତି ନେବାକୁ ଯାଉଛନ୍ତି। ଯେଉଁଥିରେ ସେ ତାଙ୍କ ସ୍ବାସ୍ଥ୍ୟର ବିଶେଷ ଯତ୍ନ ନେବେ।

ରିପୋର୍ଟ ଅନୁଯାୟୀ, ସାମନ୍ତ କୌଣସି ବଲିଉଡ କିମ୍ବା ସାଉଥ ଫିଲ୍ମରେ ସାଇନ କରିବାକୁ ଯୋଜନା କରୁନାହାଁନ୍ତି। କେବଳ ଏତିକି ନୁହେଁ, ସେ ଖୁସି ପରେ କାମ କରୁଥିବା ପ୍ରୋଜେକ୍ଟ ପ୍ରଡ୍ୟୁସରଙ୍କୁ ମଧ୍ୟ ଆଡଭାନ୍ସ ଦେୟ ଫେରସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri