ଲଗାତାର ଫ୍ଲପ୍‌ ଫିଲ୍ମ ପରେ ଆକ୍ଟିଙ୍ଗ୍‌ରେ ଲାଗିଲା ବ୍ରେକ୍‌! ପ୍ରଡ୍ୟୁସରଙ୍କୁ ଫେରାଇଲେ ଟଙ୍କା

ମୁମ୍ବାଇ: ଦକ୍ଷିଣ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ନିଜ ଫିଲ୍ମ କ୍ୟାରିୟରକୁ ନେଇ ର୍ଚ୍ଚାରେ ରୁହନ୍ତି। ନିକଟରେ ଫିଲ୍ମ ପୁଷ୍ପା ଆଇଟମ ଗୀତ ପରେ ସାମନ୍ତ ତାଙ୍କ ଭାବମୂର୍ତ୍ତିକୁ ବହୁତ ପରିବର୍ତ୍ତନ କରିଛନ୍ତ।ସେ ଅନେକ ଚଳଚ୍ଚିତ୍ରରେ କାମ କରିଛନ୍ତି, କିନ୍ତୁ କିଛି ସମୟ ପାଇଁ ତାଙ୍କର କୌଣସି ଚଳଚ୍ଚିତ୍ର ବକ୍ସ ଅଫିସରେ ଆଶ୍ଚର୍ଯ୍ୟଜନକ ପ୍ରଦର୍ଶନ କରୁନାହିଁ। ଯେଉଁଥିପାଇଁ ତାଙ୍କ ପ୍ରଶଂସକମାନେ ମଧ୍ୟ ଅସନ୍ତୋଷ ପ୍ରକାଶ କରିଛନ୍ତି। ବର୍ତ୍ତମାନ ସାମନ୍ଥା ଅଭିନୟରୁ ଦୀର୍ଘ ସମୟ ବିରତି ନେବାକୁ ନିଷ୍ପତ୍ତି ନେଇଛନ୍ତି। ତେବେ ବ୍ରେକ୍‌ ନେବା ପୂର୍ବରୁ ସୀଟାଡେଲ ଏବଂ ଖୁସି ତାଙ୍କର ଦୁଇଟି ଶେଷ ପ୍ରୋଜେକ୍ଟ।

ସାମନ୍ଥା ଗତ ଏକ ବର୍ଷ ଧରି ସ୍ବାସ୍ଥ୍ୟ ସମସ୍ୟା ସହ ସଂଘର୍ଷ କରିଆସୁଥିଲେ। ଏହି ସବୁ ଜିନିଷ ସହ ଲଢିବା ପରେ ମଧ୍ୟ ସାମନ୍ଥା ତାଙ୍କ କାମରୁ ପଛଘୁଞ୍ଚା ଦେଉନଥିଲେ। ସେ ତାଙ୍କର ସମସ୍ତ କାର୍ଯ୍ୟ ସମାପ୍ତ କରୁଥିଲେ। ପିଙ୍କଭିଲ୍ଲାଙ୍କ ରିପୋର୍ଟ ଅନୁଯାୟୀ ସାମନ୍ଥା ବର୍ତ୍ତମାନ ପ୍ରାୟ ଏକ ବର୍ଷ ବିରତି ନେବାକୁ ଯାଉଛନ୍ତି। ଯେଉଁଥିରେ ସେ ତାଙ୍କ ସ୍ବାସ୍ଥ୍ୟର ବିଶେଷ ଯତ୍ନ ନେବେ।

ରିପୋର୍ଟ ଅନୁଯାୟୀ, ସାମନ୍ତ କୌଣସି ବଲିଉଡ କିମ୍ବା ସାଉଥ ଫିଲ୍ମରେ ସାଇନ କରିବାକୁ ଯୋଜନା କରୁନାହାଁନ୍ତି। କେବଳ ଏତିକି ନୁହେଁ, ସେ ଖୁସି ପରେ କାମ କରୁଥିବା ପ୍ରୋଜେକ୍ଟ ପ୍ରଡ୍ୟୁସରଙ୍କୁ ମଧ୍ୟ ଆଡଭାନ୍ସ ଦେୟ ଫେରସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକ ପରେ ସାବିତ୍ରୀ, ଜମୁଛି ଆମ୍ବ-ପଣସ ଆସର

ଗଞ୍ଜାମ,୧୪।୫(ବିଦ୍ୟାଧର ସାହୁ): ଦିନକ ପରେ ଅର୍ଥାତ ଶନିବାର ସମଗ୍ର ରାଜ୍ୟରେ ପାଳିତ ହେବ ସାବିତ୍ରୀ ଅମାବାସ୍ୟା l କେଉଁ ଆବାହନ କାଳରୁ ବାପାମା’ ଝିଅ ପାଇଁ ଭାର…

LPG-କ୍ଷୀର ପରେ ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା, ଏହି ଜିନିଷର ବଢିଗଲା ଦାମ୍‌…

ନୂଆଦିଲ୍ଲୀ,୧୪।୫: ଏଲପିଜି ଗ୍ୟାସ ସିଲିଣ୍ଡର, ଅମୂଲ ଏବଂ ମଦର ଡେରୀ କ୍ଷୀରର ମୂଲ୍ୟ ବୃଦ୍ଧି ପରେ, ସାଧାରଣ ଲୋକଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରକୃତରେ,…

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ: ନିଲମ କଲେଜ ଟପ୍ପର

ଲୋଇସିଂହା,୧୪।୫(ସୁଶାନ୍ତ ବାରୁକ): ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବଲାଙ୍ଗୀର ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମ ତଥା ବଲାଙ୍ଗୀର ଜେଆଇଟିମ କଲେଜ କଳା ବିଭାଗ…

ପେଟ୍ରୋଲ ଅଭାବ ଭିତରେ ଭୁବନେଶ୍ୱରରେ ବଦଳିଲା ତେଲଦର! ଜାଣନ୍ତୁ କ’ଣ ହୋଇଛି ପରିବର୍ତ୍ତନ

ନୂଆଦିଲ୍ଲୀ,୧୪।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି ।…

୨୦ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୪ା୫(ରବିନାରାୟଣ ଜେନା):ଓଡ଼ିଶାର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ମେ’ ୨୦ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ଅପରାହ୍ନ…

କେନ୍ଦୁପତ୍ର ବୋଝେଇ ପିକଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ରିଆମାଳ, ୧୪୫(ବଦ୍ରିନାରାୟଣ ଅଗ୍ରୱାଲା):ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା କରଲଗା ଜିରୋ ପଏଣ୍ଟଠାରେ ଏକ କେନ୍ଦୁପତ୍ର ବୋଝେଇ ପିକଅପ ଜବତ ହେବା ସହ ଦୁଇ ଜଣକୁ…

ମାସେ ହେଲା ଅଚଳ ଜଳ ଯୋଗାଣ ପ୍ରକଳ୍ପ: ଚୁବୁକାଦାଦର ଗାଁରେ ପାନୀୟ ଜଳ ସମସ୍ୟା

ଅମରପାଲି,୧୪ା୫(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଚୁବୁକାଦାଦର ଗଁାରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗ୍ରାମରେ ଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

ଏତିକି ଟଙ୍କା ଯାଏ କିଣିପାରିବେ ପେଟ୍ରୋଲ, ପେଟ୍ରୋଲ-ଡିଜେଲ ନିୟମରେ ସରକାର କଲେ ବଡ଼ ପରିବର୍ତ୍ତନ!

ନୂଆଦିଲ୍ଲୀ,୧୪।୫: କେରଳରେ ପେଟ୍ରୋଲ ଏବଂ ଡିଜେଲ କ୍ରୟ ସମ୍ୱନ୍ଧୀୟ ନୂତନ ନିୟମାବଳୀ ଜାରି କରାଯିବା ସମ୍ପର୍କରେ ଖବର ପ୍ରକାଶ ପାଇଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କେରଳର ଇନ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri