କାହାକୁ ପିଟିବାକୁ ଚାହୁଁଛନ୍ତି ସାମନ୍ଥା

ଦକ୍ଷିଣ ଫିଲ୍ମ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ନାଗା ଚୈତନ୍ୟଙ୍କଠାରୁ ଛାଡପତ୍ର ହେବା ପରେ ତାଙ୍କ ଜୀବନ ସଜାଡିବାକୁ ଆରମ୍ଭ କରିଛନ୍ତି। ନିକଟରେ ସେ ଦର୍ଶନ ପାଇଁ ବଦ୍ରିନାଥ ଏବଂ କେଦାରନାଥରେ ପହଞ୍ଚିଥିଲେ। ଦର୍ଶନ ପରେ ପରେ ସେ ନିଜ ସମାଲୋଚକଙ୍କୁ ପୁଣି କଡ଼ା ଜବାବ ଦେଇଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ସେ ମହିଳାଙ୍କୁ ଦୃଢ ରହିବାକୁ ଆହ୍ବାନ ଦେଇଛନ୍ତି। ଏହି ପୋଷ୍ଟ ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି।
ସାମନ୍ତ ତାଙ୍କ ଇନଷ୍ଟାଗ୍ରାମ ଷ୍ଟାଟସରେ ଏକ ପୋଷ୍ଟ ଶେୟାର କରିଥିଲେ। ସେ ଭାରତୀୟ ହକି ଦଳର ଖେଳାଳି ରାଣୀ ରାମପାଲଙ୍କ ପୋଷ୍ଟରୁ ଏହି ବାର୍ତ୍ତା ଶେୟାର କରିଛନ୍ତି। ଏହି ପୋଷ୍ଟରେ ଏହା ଲେଖା ଯାଇଥିଲା, ‘ତୁମ ଝିଅମାନଙ୍କୁ ଏତେ ଯୋଗ୍ୟ କର ତୁମେ କେବେ ଭାବିବ ନାହିଁ ଯେ ତାଙ୍କୁ କିଏ ବିବାହ କରିବ? ସେମାନଙ୍କ ପାଠପଢାରେ ଟଙ୍କା ଖର୍ଚ୍ଚ କର। ତାଙ୍କ ବିବାହ ପାଇଁ ଟଙ୍କା ସଂଗ୍ରହ କରାଯିବା ଉଚିତ ବୋଲି ଭାବିବା ପରିବର୍ତ୍ତେ ଏହା ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିବାହ ପାଇଁ ପ୍ରସ୍ତୁତ ହେବା ପୂର୍ବରୁ ତାଙ୍କୁ ନିଜ ପାଇଁ ପ୍ରସ୍ତୁତ କର। ନିଜକୁ ଭଲ ପାଇବାକୁ ଶିଖାଅ, ଆତ୍ମବିଶ୍ୱାସୀ କରାଅ ଏବଂ ଆବଶ୍ୟକ ପଡିଲେ ତାଙ୍କୁ ପିଟିବାକୁ ମଧ୍ୟ କୁହ ବୋଲି ସାମନ୍ଥା ପୋଷ୍ଟରେ କହିଛନ୍ତି। ତେବେ ତାଙ୍କର ଏହି ପୋଷ୍ଟ ଭାଇରାଲ ହୋଇଛି। ସାମନ୍ଥା କାହାକୁ ମାରିବାକୁ ଚାହୁଁଛନ୍ତି ବୋଲି କିଛି ପ୍ରଶଂସକ ପ୍ରଶ୍ନ କରିଛନ୍ତି।

Samantha Divorce: तलाक के बाद Samantha Ruth Prabhu ने क्यों लिखा ऐसा मैसेज? किसे मुक्का मारना चाहती हैं एक्ट्रेस?
ସାମନ୍ଥା ଏବଂ ନାଗା ଚୈତନ ୨୦୧୭ରେ ବିବାହ କରିଥିଲେ। ବିବାହର ଚାରି ବର୍ଷ ପରେ ଦୁହେଁ ଛାଡପତ୍ର ନେଇଥିଲେ। ଚଳିତ ମାସ ଆରମ୍ଭରେ ସେମାନେ ପରସ୍ପରଠାରୁ ଅଲଗା ହେବା ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri