ସାମନ୍ଥାଙ୍କ ବୋଲ୍ଡ ଦୃଶ୍ୟ, ଅନୁଷ୍କା କହିଲେ…

ସାଉଥ୍‌ ସୁନ୍ଦରୀ ସାମନ୍ଥା ରୁଥ ପ୍ରଭୁ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ପୁଷ୍ପାରେ ଆଇଟମ ଗୀତ ପରେ ସାମନ୍ଥାଙ୍କ କ୍ରେଜ୍‌ ବଢ଼ିଥିଲା। ହେଲେ ବର୍ତ୍ତମାନ ତାଙ୍କର ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ପ୍ରତ୍ୟେକ ଥର ଭଳି ଏଥର ସାମନ୍ଥା ଏକ ଭିନ୍ନ ଲୁକ୍‌ରେ ନଜର ଆସିଛନ୍ତି। ଯାହାକୁ ଦେଖି ତାଙ୍କ ପ୍ରଂଶସକ ଖୁବ୍‌ ପସନ୍ଦ କରିଛନ୍ତି। ନିକଟରେ ସାମନ୍ଥା କଳା-ହଳଦିଆ ପ୍ୟାଣ୍ଟ ସହିତ ଏକ କଳା ବିକିନି ଟପ୍‌ ପିନ୍ଧିଥିଛନ୍ତି। ସାମନ୍ଥାଙ୍କ ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଫଟୋଦେଖି ଅଭିନେତ୍ରୀ ଅନୁଷ୍କା ଶର୍ମା ‘ହଟ୍ଟି’ ଲେଖିବା ସହ ଏକ ହଟ୍‌ ଇମୋଜି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ସିଂହ ରାଶିକୁ ଯିବେ ବୃହସ୍ପତି: ଆଉ ୪ ଦିନ ପରେ ଏହି ରାଶିଙ୍କ ଭାଗ୍ୟ ନେବ ନୂଆ ମୋଡ଼, ଲାଗିବ ଲଟେରୀ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬, ଶନିବାର ଦ୍ୱିପ୍ରହର ୧୨ଟା ୫୦ ମିନିଟରେ କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ଗୁରୁଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?