ନାଗା ଚୈତନ୍ୟଙ୍କ ନିର୍ବନ୍ଧ ପରେ ସାମନ୍ଥାଙ୍କ ପ୍ରଥମ ପୋଷ୍ଟ, ହାର୍ଟବ୍ରେକ୍‌ ଇମୋଜି ସହ ଲେଖିଦେଲେ ଏମିତି…

ମୁମ୍ବାଇ: ନାଗା ଚୈତନ୍ୟ ଓ ଅଭିନେତ୍ରୀ ଶୋଭିତା ଧୁଲିପାଲାଙ୍କର ଗୁରୁବାର ସକାଳେ ନିର୍ବନ୍ଧ ଅନୁଷ୍ଠିତ ହୋଇଯାଇଛି। ନାଗା ଚୈତନ୍ୟଙ୍କ ବାପା ତଥା ସୁପରଷ୍ଟାର ନାଗାର୍ଜୁନ କିଛି ଘଣ୍ଟା ମଧ୍ୟରେ ସୋସିଆଲ ମିଡିଆରେ ସେମାନଙ୍କ ଫଟୋ ଶେୟାର କରିଛନ୍ତି। ତେବେ ଏହାର ପରବର୍ତ୍ତୀ କିଛି ମିନିଟ ମଧ୍ୟରେ ନାଗା ଚୈତନ୍ୟଙ୍କର ଏକ୍ସ ପତ୍ନୀ ତଥା ଅଭିନେତ୍ରୀ ସାମନ୍ଥା ଋଥ୍‌ ପ୍ରଭୁ ଏକ ପୋଷ୍ଟ କରିଛନ୍ତି। ହାର୍ଟବ୍ରେକ୍‌ ଇମୋଜି ଦେଇ ସେ କରିଥିବା ପୋଷ୍ଟ ଏବେ ଖୁବ୍‌ ଭାଇରାଲ ହେବାରେ ଲାଗିଛି।

ତେବେି ସାମନ୍ଥା କରିଥିବା ଏହି ପୋଷ୍ଟ ପୋଷ୍ଟ ନାଗା-ଶୋଭିତାଙ୍କ ଉପରେ ସିଧାସଳଖ ନ ଥିଲା । ସେ ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଭାରତୀୟ ହକି ଦଳର ସଫଳତା ଓ ରେସଲର୍‌ ଭିନେଶ ଫୋଗଟଙ୍କୁ ନେଇ ପୋଷ୍ଟ କରିଥିଲେ । ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ସ୍ପେନକୁ ୨-୧ ରେ ପରାସ୍ତ କରି ଭାରତ ବ୍ରୋଞ୍ଜ ପଦକ ଜିତିଛି। ଯାହାକୁ ଅଭିନେତ୍ରୀ ହାର୍ଟ ଇମୋଜି ଦେଇ ଚକ୍‌ ଦେ ଇର୍ଡିଆ ବୋଲି ଲେଖିଛନ୍ତି। କିନ୍ତୁ ଆଉ ଏକ ପୋଷ୍ଟରେ ସାମନ୍ଥା ବ୍ରୋକନ ହାର୍ଟ ଇମୋଜି ସହିତ ରେସଲର ଭିନେଶ ଫୋଗଟଙ୍କ ଅବସର ଘୋଷଣା ବିଷୟରେ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଶେୟାର କରିଛନ୍ତି।

କହିରଖୁଛୁ କି, ନାଗା ଚୈତନ୍ୟ ଏବଂ ଶୋଭିତା ଧୂଲିପାଲା ଏକ ବର୍ଷରୁ ଅଧିକ ସମୟ ଧରି ଡେଟିଂ କରୁଥିଲେ। ଯାହାପରେ ଗୁରୁବାର ଉଭୟଙ୍କ ନିର୍ବନ୍ଧ ଅତ୍ୟନ୍ତ ବ୍ୟକ୍ତିଗତ ଢଙ୍ଗରେ କରିଥିଲେ । ଦୁହେଁ ସେମାନଙ୍କର ଘନିଷ୍ଠ ବନ୍ଧୁ ଏବଂ ପରିବାର ସାମ୍ନାରେ ରିଙ୍ଗ ଅଦଳବଦଳ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍‌ମାର ଦେଇ ଅଣାଯାଇଥିଲା

ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫକୁ…

ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ

ମାହାଙ୍ଗା,୧୩ା୯ (ଅଜୟ କୁମାର ମହାନ୍ତି): ରାଜ୍ୟରେ ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ୱେଦନଶୀଳ…

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?