ସମ୍ପର୍କର ନୂଆ ନାମ ‘ମାନ୍‌’

ବମ୍ବେ: ଲୋକପ୍ରିୟ ଟେଲି ଧାରାବାହିକ ‘ଅନୁପମା’ରେ ନୂଆ ଟୁଇଷ୍ଟ ଦେଖିବାକୁ ମିଳୁଛି। ନିକଟରେ ଅନୁଜ କପାଡ଼ିଆ ଅନୁପମାଙ୍କୁ ଭଲ ପାଉଥିବା ସ୍ବୀକାର କରିଛନ୍ତି। ଦୀର୍ଘ ୨୬ ବର୍ଷ ପୂର୍ବେ ସେ ତାଙ୍କୁ ପସନ୍ଦ କରୁଥିଲେ, ଏବେ ମଧ୍ୟ ସେହି ଭାବନା ଥିବା କହିଛନ୍ତି। ଏହାପରେ ପରିବାରର ଅନ୍ୟ ସଦସ୍ୟ ଚକିତ ହୋଇଯାଇଛନ୍ତି।

ଶାଶୁଘର ଲୋକଙ୍କ ଆଗରେ ମନ କଥା କହୁଥିବା ବେଳେ ସବୁକିଛି ଶୁଣିନିଅନ୍ତି ଅନୁପମା। ପୁଅ ସମର କିନ୍ତୁ ଏହାଶୁଣି ଖୁସି ହୋଇଛନ୍ତି। ସମର ମା’ ଅନୁପମାଙ୍କୁ ବୁଝାଇବାକୁ ଚେଷ୍ଟା କରିଛନ୍ତି। ଅନୁଜ ତାଙ୍କ ପାଇଁ ଭଲ ଜୀବନସାଥୀ ହେବେ ବୋଲି କହିଛନ୍ତି। ଉଭୟଙ୍କ ସମ୍ପର୍କର ନୂଆ ନାମ #MAAN ବୋଲି ସେ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରିୟଙ୍କାଙ୍କ ଗୋଟିଏ ସ୍ବପ୍ନ ପୂରଣ ହେଲା, ବାକି ରହିଲା ଆଉ ଗୋଟିଏ

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏକ ସାକ୍ଷାତକାରରେ କହିଥିଲେ, ମୋର ଦୁଇଟି ସ୍ବପ୍ନ ରହିଛି। ତାହା ପୂରଣ ହେଲେ ମୁଁ ସମସ୍ତଙ୍କୁ ଜଣାଇଦେବି। ସେଥିରୁ ଗୋଟିଏ...

ମୋ ବିରୋଧରେ କୋର୍ଟ ଗଲେ, ମୁଁ ସୁପ୍ରିମକୋର୍ଟ ଯାଇ ହାହାକାର କରିବି: ଜାଣନ୍ତୁ ଏପରି କାହିଁକି କହିଲେ ଅର୍ନବ

ବମ୍ବେ: ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାର ଯାଞ୍ଚ ଦାୟିତ୍ୱ ଏବେ ସିବିଆଇ ହାତରେ। ଦିନକୁ ଦିନ ଘଟଣା ନୂଆ ମୋଡ ନେଉଥିବାରୁ ମିଡିଆଠାରୁ...

‘କ୍ରିସ୍‌-୪’ର ରିଲିଜ୍‌ କୁ ନେଇ ଜାଣନ୍ତୁ କ’ଣ କହିଲେ ଅଭିନେତା

ମୁମ୍ବାଇ: ବଲିଉଡର ହ୍ୟାଣ୍ଡସମ ହଙ୍କ୍‌ ହ୍ରିତିକ୍‌ ରୋଶନ ଆଜି ତାଙ୍କର ୪୯ତମ ଜନ୍ମଦିନ ପାଳନ କରୁଛନ୍ତି। ତେବେ ହ୍ରିତିକ୍‌ ତାଙ୍କର ଅପକମିଙ୍ଗ୍‌ ଫିଲ୍ମ ‘ଫାଇଟର’କୁ ନେଇ...

ପାକିସ୍ତାନ ରେସ୍ତୋରାଁରେ ଆଲିଆଙ୍କ ଭିଡିଓ କ୍ଲିପକୁ ନେଇ ଉଠିଲା ବିବାଦ

ମୁମ୍ବାଇ: ପାକିସ୍ତାନର ଏକ ରେସ୍ତୋରାଁରେ ବଲିଉଡ ମୁଭିର ଭିଡିଓ କ୍ଲିପକୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି । ଏହି ଘଟଣାକୁ ନେଇ ଉକ୍ତ ରେସ୍ତୋରାଁ...

ସୀତା ଗୁମ୍ଫାରେ କ୍ରିତି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କ୍ରିତି ସାନନ ନିକଟରେ ନାସିକର ପଞ୍ଚବଟୀର ସୀତା ଗୁମ୍ଫା ମନ୍ଦିରରେ ପହଞ୍ଚି ସୀତାଙ୍କ ଆଶୀର୍ବାଦ ନେଇଛନ୍ତି। ସେଠାରେ ସେ ସୀତା ମାତାଙ୍କୁ...

ଓ୍ବାଜିଦ୍‌‌ଙ୍କ ମା’ଙ୍କୁ କରୋନା

ବଲିଉଡ୍‌ର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଓ୍ବାଜିଦ୍‌ ଖାନ୍‌ଙ୍କ ପରଲୋକରେ ସ୍ତବ୍ଧ ହୋଇଯାଇଛି ବଲିଉଡ୍‌ ସଙ୍ଗୀତ ଜଗତ। ମାତ୍ର ୪୨ ବର୍ଷ ବୟସରେ ଓ୍ବାଜିଦ୍‌ଙ୍କ ମୃତ୍ୟୁକୁ ସହଜରେ...

ଡାକ୍ତରଖାନାରେ ଲୋକପ୍ରିୟ କମେଡିଆନ୍‌ ସୁନିଲ୍‌; ଦୀର୍ଘ ଜୀବନର କାମନା କରୁଛନ୍ତି ପ୍ରଶଂସକ

ବମ୍ବେ: ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ଲୋକପ୍ରିୟ କମେଡିଆନ୍‌ ସୁନିଲ ଗ୍ରୋଭର। ଡା. ମଶହୁର ଗୁଲାଟି ଏବଂ ଗୁତ୍ଥି ଭଳି ଚରିତ୍ରରେ ଅଭିନୟ କରି ଲକ୍ଷ ଲକ୍ଷ...

ଯାତ୍ରା ଏମାନଙ୍କ ପ୍ରଥମ ପ୍ରେମ

ଯାତ୍ରାକୁ ସମସ୍ତେ ଭଲପାଆନ୍ତି। ମାତ୍ର ଏମାନଙ୍କ ପରି ଯାତ୍ରାକୁ କେହି ଭଲ ପାଇ ପାରିବେ ନାହିଁ। ଏମାନେ ବର୍ଷସାରା ଯାତ୍ରା ଦେଖନ୍ତି। ରିହର୍ସାଲ ଠାରୁ ଆରମ୍ଭ...

Advertisement
Archives

Model This Week