ଶାମ୍ବ ଦଶମୀ: ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁଙ୍କ ଭିଡ଼

ଭୁବନେଶ୍ୱର,୨୦।୧: ଶନିବାର ପବିତ୍ର ଶାମ୍ବ ଦଶମୀ । ଏହି ଅବସରରେ ଅର୍କକ୍ଷେତ୍ର ଚଳଚଞ୍ଚଳ ହୋଇ ଉଠିଛି। କୋଣାର୍କ ଚନ୍ଦ୍ରଭାଗା ବେଳାମାର୍ଗରେ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି। ସୂର୍ଯ୍ୟ ଉପାସକମାନେ ଭୋରୁଭୋରୁ ଚନ୍ଦ୍ରଭାଗାଠାରେ ପ୍ରଭୁ ସୂର୍ଯ୍ୟ ନାରାୟଣଙ୍କୁ ଦୀପ ଦାନ ଦେବା ସହ ସହ ହଜାର ହଜାର ଶ୍ରଦ୍ଧାଳୁ ପୂଜାର୍ଚ୍ଚନା କରିଛନ୍ତି ।
ଖବର ଅନୁଯାୟୀ, ପରମ୍ପରା ଓ କିମ୍ବଦନ୍ତୀ ଅନୁସାରେ ଶାମ୍ବଦଶମୀ ଦିନ ଚନ୍ଦ୍ରଭାଗା ଠାରେ ସ୍ନାନ କରି ପ୍ରଭୁ ସୂର୍ଯ୍ୟ ନାରାୟଣଙ୍କ ଦର୍ଶନ କରାଯାଏ ।
ଏହାଦ୍ୱାର ପରିବାର ସଦସ୍ୟଙ୍କ ଶରୀରରେ ଥିବା ରୋଗ ମୁକ୍ତ ହେବା ସହ ମନକାମନା ପୂରଣ ଓ ପରିବାରର ମଙ୍ଗଳ ହୋଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri