ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ

ସମ୍ବଲପୁର,୨୬।୧୦(ବ୍ୟୁରୋ): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାର ସିବିଆଇ ତଦନ୍ତ ସହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ମଙ୍ଗଳବାର ଭାଜପା ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି।

ଏହି ବନ୍ଦ ସକାଳ ୬ଟାରୁ ସଂଧ୍ୟା ୬ଟା ଯାଏ ଚାଲିବ। ସକାଳୁ ସକାଳୁ ସମ୍ବଲପୁର ସହରର ବିଭିନ୍ନ ସ୍ଥାନରେ ବିକ୍ଷୋପ ପ୍ରଦର୍ଶନ କରିଛନ୍ତି ଭାଜପା କର୍ମୀ। ଏହାର ପ୍ରଭାବରେ ଅତ୍ୟାବଶ୍ୟକ ସେବାକୁ ବାଦ ଦେଲେ ଦୋକାନ ବଜାର ବନ୍ଦ ରହିବା ସହ ଗାଡି ଚଳାଚଳ ମଧ୍ୟ ବନ୍ଦ ରହିଛି। ସେହିପରି ସରକାରୀ କାର୍ଯ୍ୟାଳୟ ଓ ବେସରକାରୀ କାର୍ଯ୍ୟାଳୟକୁ ବନ୍ଦ କରିବା ପାଇଁ ପିକେଟିଂ କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଉତରାପୁର ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ମାମଲା: ଫଳାଫଳ ଘୋଷଣା ୨୦କୁ ସ୍ଥଗିତ

ରସୁଲପୁର,୧୯।୩(ଡିଏନଏ): ରସୁଲପୁର ବ୍ଲକ ରାଉତରାପୁର ସରପଞ୍ଚ ରେଣୁ ସେଠୀଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ମାମଲା ରୋଚକ ମୋଡ଼ ନେଇଛି। ଫଳାଫଳ ଘୋଷଣା ପାଇଁ ବୁଧବାରକୁ ଧାର୍ଯ୍ୟ...

୨୦୧୪ର ଦାଦା ବଟୀ ମାମଲା: ଅଭିଯୁକ୍ତଙ୍କୁ ଦଣ୍ଡାଦେଶ

ଆସିକା,୨୦ା୮ (ଡି.ଏନ୍‌.ଏ.)- ୨୦୧୪ରେ ଘଟିଥିବା ଏକ ଦାଦାବଟୀ ମାମଲାର ବିଚାର କରି ମଙ୍ଗଳବାର ଆସିକାର ଦ୍ୱିତୀୟ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ସ୍ବର୍ଣ୍ଣପ୍ରଭା ସ୍ବାଇଁ ଅଭିଯୁକ୍ତଙ୍କୁ...

ବାହାର ରାଜ୍ୟକୁ କାମ କରିବାକୁ ଯାଇ ଗାଁକୁ ଫେରିଲେ ୩୨୨ ଜଣ: ୧୪ ଦିନ ଆଇସୋଲେଶନରେ ରହିବାକୁ ନିର୍ଦ୍ଦେଶ

ପାଟଣା,୨୭।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ୩୨୨ ଜଣ ଗୁରୁବାର ସନ୍ଧ୍ୟାରେ ଗାଁକୁ ଫେରିଛନ୍ତି। ସେମାନେ ପଡ଼ୋଶୀ ରାଜ୍ୟ ବାଙ୍ଗାଲୋର ଓ ଚେନ୍ନାଇରେ ଶ୍ରମିକ ଭାବେ...

ଅଦିନିଆ ବର୍ଷା: ଫସଲ ପରିଚାଳନା ପାଇଁ ଓୟୁଏଟି ପକ୍ଷରୁ କୃଷି ପରାମର୍ଶ

ଭୁବନେଶ୍ୱର,୪।୧(ବ୍ୟୁରୋ): ଦକ୍ଷିଣ କୋଙ୍କଣ ଓ ଗୋଆ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲାରେ ୩ରୁ ୭ ତାରିଖ ପର୍ଯ୍ୟନ୍ତ ସ୍ବଳ୍ପରୁ ମଧ୍ୟମଧରଣର...

ରାଜ୍ୟ ମାନବାଧିକାର ଆୟୁକ୍ତ ପଦ ଖାଲି ପ୍ରସଙ୍ଗ: ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ

କଟକ ଅଫିସ,୧୯ା୧୧: ରାଜ୍ୟ ମାନବାଧିକାର ଆୟୁକ୍ତଙ୍କ ବିଭିନ୍ନ ପଦବୀ ପୂରଣ ନେଇ ହାଇକୋର୍ଟରେ ହୋଇଥିବା ମାମଲାର ଅନ୍ତ ଘଟିଛି। ରାଜ୍ୟ ସରକାର ମାନବାଧିକାର ଆୟୁକ୍ତ ପଦବୀ...

ଖାଁ ଖାଁ ଅଲାରନାଥ ପୀଠ, ଶୁଭୁନି ଭକ୍ତଙ୍କ ଗହଳି

ବ୍ରହ୍ମଗିରି, ୬।୬(ଡି.ଏନ୍‌.ଏ): ସ୍ନାନ ପୂର୍ଣ୍ଣିମାରେ କାଳିଆ ସାନ୍ତ ଭାଇ ଭଉଣୀଙ୍କ ସହିତ ମହାସ୍ନାନ କରି ଜ୍ବରରେ ପଡି ଅଣସର ପିଣ୍ଡିରେ ଗୁପ୍ତ ସେବା ପାଉଛନ୍ତି। ଏହି...

ଗୋଲ୍ଡେନ୍‌ ବାବାଙ୍କ ଦାମୀ କାର୍‌ ଜବତ କଲା ଇଡି

ଭୁବନେଶ୍ୱର,୨୭।୪ (ବ୍ୟୁରୋ): ବିଭିନ୍ନ ଠକେଇ ମାମଲାରେ ଫେରାର ଥିବା ଗୋଲ୍ଡେନ ବାବା ଓରଫ ଜ୍ୟୋତିରଞ୍ଜନ ବେଉରାଙ୍କ ଏକ ଦାମୀ କାର୍‌କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବୁଧବାର...

ଟ୍ରକ ପଛକୁ ଧକ୍କା ଦେଲା ଆମ୍ବୁଲାନ୍ସ: ଜଣେ ମୃତ, ୫ ଗୁରୁତର

ବାଲେଶ୍ୱର ଅଫିସ:୨୭।୧୨: ବାଲେଶ୍ୱର ଜିଲା ୧୬ ନମ୍ବର ଜାତୀୟ ରାଜପଥ ଆମ୍ବଳିଅଠା ନିକଟରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ ପଛକୁ ଏକ ଆମ୍ବୁଲାନ୍ସ...

Advertisement
Archives

Model This Week