ଜେଲ ଭିତରୁ କଏଦୀଙ୍କ ଝୁଲନ୍ତା ମୃତଦେହ ଜବତ ଘଟଣା, ତଦନ୍ତ ଆରମ୍ଭ କଲେ ଜେଲ ଡିଆଇଜି

ବଲାଙ୍ଗୀର,୧୫।୩(ସୁନିଲ କୁମାର ମହାନ୍ତି ): ଶନିବାର ବଲାଙ୍ଗୀର ଜେଲ ଭିତରେ ଜଣେ କଏଦୀଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଥିଲା। ଏହି ମାମଲାର ତଦନ୍ତ ଆରମ୍ଭ କରିଛନ୍ତି ଜେଲ ଡିଆଇଜି ଗରିବ ସାହୁ । ରବିବାର ପୂର୍ବାହ୍ନରେ ସେ ବଲାଙ୍ଗୀର ଜିଲା କାରାଗାରରେ ପହଞ୍ଚି ତଦନ୍ତ କରିଛନ୍ତି ।

ଜେଲ ଭିତରେ କିଭଳି ପରିସ୍ଥିତିରେ କଏଦୀଙ୍କ ମୃତ୍ୟୁ ହେଲା, କୌଣସି ପ୍ରକାର ଅସୁବିଧା ରହିଥିଲା କି ସେନେଇ ତଦନ୍ତ କରିଛନ୍ତି। ତଦନ୍ତ ରିପୋର୍ଟ ଜେଲ ଉପରିସ୍ଥ ଅଧିକାରୀଙ୍କୁ ଦେବେ ବୋଲି କହିଛନ୍ତି। ଶନିବାର ଭୋର ସକାଳେ ବଲାଙ୍ଗୀର କାରାଗାର ଭିତରେ ସଜା କାଟୁଥିବା କୁଶଙ୍ଗ ଗାଁର ଭୀଷ୍ମଦେବ ସାହୁଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଥିଲା। ପରିବାର ଲୋକେ ତାଙ୍କୁ ହତ୍ୟା କରିଥିବା ଅଭିଯୋଗ ଆଣି ତଦନ୍ତ ଦାବି କରିଥିଲେ। ଏହାରି ଭିତରେ ଆଜି ଡିଆଇଜି ଜେଲକୁ ଆସି ତଦନ୍ତ କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅମଳ ଖର୍ଚ୍ଚ ବି ଉଠାଇ ପାରୁନାହାନ୍ତି ଚାଷୀ, ଗଞ୍ଜାମରେ ଟମାଟୋ କିଲୋ ରହିଛି…

ଗଞ୍ଜାମ,୧୫ା୩(ବିଦ୍ୟାଧର ସାହୁ): ଚାଷୀ ମୁଣ୍ଡରେ ଚଡ଼କ ପଡ଼ିଛି। ମାଟିରେ ମିଶୁଛି ଝାଳ ବୁହାଇ ଅମଳ କରିଥିବା ଟମାଟୋ। ବର୍ତ୍ତମାନ ବଜାରରେ ଟମାଟୋ ଦର ଏଭଳି ସ୍ତରକୁ ଖସି…

ଓଲା ଗାଡିରେ ଯାଉଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ତାପରେ….

ଛତ୍ରପୁର,୧୫ା୩(ଦିଲ୍ଲୀପ ସାମଲ): ଚଳନ୍ତା ଓଲା ଗାଡିରେ ଲାଗିଗଲା ନିଆଁ । ଅଗ୍ନିକାଣ୍ଡରେ ଗାଡିଟି ନଷ୍ଟ ହୋଇଯାଇଥିବା ବେଳେ ଅଳ୍ପକେ ବର୍ତ୍ତିଗଲେ ଚାଳକ । ଏପରି ଦୃଶ୍ୟ ଦେଖିବାକୁ…

୧୫ ଜିଲାକୁ ୩ ଘଣ୍ଟିଆ ଓ୍ବାର୍ନିଂ, ଘଡ଼ଘଡ଼ି ସହ ହୋଇପାରେ ପ୍ରବଳ ବର୍ଷା

ଭୁବନେଶ୍ବର,୧୫ା୩: ୧୫ ଜିଲାକୁ ୩ ଘଣ୍ଟିଆ ଓ୍ବାର୍ନିଂ ଜାରି କଲା ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଘଡ଼ଘଡ଼ି ସହ ବର୍ଷା ଓ ୩୦ରୁ ୪୦ କିମି ପବନ…

ସେ ସ୍ବାମୀ ଚାହାଁନ୍ତି ନାହିଁ, ହେଲେ ତାଙ୍କ ଶୁକ୍ରାଣୁ ବ୍ୟବହାର କରି ଏକ ସନ୍ତାନ ଚାହାଁନ୍ତି – ଏହି ମାମଲା ଶୁଣି ବିସ୍ମିତ ହେଲେ ହାଇକୋର୍ଟ

ମୁମ୍ବାଇ,୧୫।୩: ମୁମ୍ବାଇର ଜଣେ ମହିଳାଙ୍କ ସହିତ ଜଡିତ ଏକ ଅନନ୍ୟ ଆଇନଗତ ବିବାଦ ଏବେ ଦିଲ୍ଲୀ ହାଇକୋର୍ଟରେ ପହଞ୍ଚିଛି। ୪୬ ବର୍ଷୀୟ ମହିଳା ତାଙ୍କ ସ୍ବାମୀଙ୍କଠାରୁ ଅଲଗା…

କୁମ୍ଭ ରାଶିରେ ସୃଷ୍ଟି ହେବ ଚତୁର୍ଗ୍ରହୀ ଯୋଗ, ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ପ୍ରଚୁର ଟଙ୍କା!

୧୬ ମାର୍ଚ୍ଚ ସନ୍ଧ୍ୟାରେ କୁମ୍ଭ ରାଶିରେ ଚତୁର୍ଗ୍ରହୀ ଯୋଗ ସୃଷ୍ଟି ହେବ । ରାହୁ, ମଙ୍ଗଳ ଏବଂ ବୁଧ ଗ୍ରହ କୁମ୍ଭ ରାଶିରେ ପୂର୍ବରୁ ଅବସ୍ଥିତ ରହିଛନ୍ତି…

ବାଜିଲା ନିର୍ବାଚନି ବିଗୁଲ, ୪ମେ’ରେ ହେବ ଭୋଟ ଗଣତି

ନୂଆଦିଲ୍ଲୀ,୧୫।୩: ନିର୍ବାଚନ କମିଶନ ଆଜି ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ, କେରଳ ଏବଂ ପୁଡୁଚେରୀ ପାଇଁ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି – ମାର୍ଚ୍ଚ ୧୫। ପଶ୍ଚିମବଙ୍ଗରେ ଭୋଟ…

ମଝି ପଡ଼ିଆରେ ସଲମାନ ଆଗାଙ୍କ ସହ ‘ଖେଳ’ ହୋଇଗଲା! ରନ-ଆଉଟକୁ ନେଇ ହାସ୍ୟାସ୍ପଦ ପୋଷ୍ଟ ଭାଇରାଲ

ରାଓ୍ବଲପିଣ୍ଡି,୧୫।୩: ବର୍ତ୍ତମାନ ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳାଯାଉଛି। ସିରିଜର ଦ୍ୱିତୀୟ ମ୍ୟାଚରେ, ପାକିସ୍ତାନୀ ବ୍ୟାଟ୍ସମ୍ୟାନ ସଲମାନ ଅଲି…

ପତ୍ନୀଙ୍କୁ ତଣ୍ଟି ଚିପି ହତ୍ୟା କରିବା ପରେ ସ୍ବାମୀଙ୍କ ଆତ୍ମହତ୍ୟା, ଅନାଥ ହୋଇଗଲା ୨ ବର୍ଷର ଶିଶୁକନ୍ୟା 

ବାହାନଗା,୧୫।୩(ଅରୂପ କୁମାର ଦାସ):  ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତ ମହାରୁଦ୍ରପୁର ଗ୍ରାମରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ସନ୍ଦେହ ଯୋଗୁ ଗୋଟିଏ ହସଖୁସିର ସଂସାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri