ପ୍ରସ୍ତୁତି ଚୂଡ଼ାନ୍ତ: ୪ରୁ ସମ୍ବଲପୁର ଲୋକ ମହୋତ୍ସବ

ସମ୍ବଲପୁର,୨ା୧(ବି.ଶଙ୍କର): ଓଡ଼ିଶା ସରକାରଙ୍କ ଭଷା, ସାହିତ୍ୟ, ସଂସ୍କୃତି ବିଭାଗ ଓ ଜିଲା ସଂସ୍କୃତି ପରିଷଦ ସମ୍ବଲପୁରର ମିଳିତ ଆନୁକୂଲ୍ୟରେ ଲୋକ ମହୋତ୍ସବ-୨୦୨୬ ଚଳିତ ମାସ ୪ରୁ ୬ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ଅଇଁଠାପାଲି ପିଏଚ୍‌ଡି ପଡିଆରେ ହେବ। ମହୋତ୍ସବ ସକାଶେ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ା ଏହା ଜାତୀୟ, ରାଜ୍ୟ ଓ ସ୍ଥାନୀୟ କଳାକାରଙ୍କ ମହାକୁମ୍ଭ।

ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର କଳାକାରମାନେ ନିଜ ଅଞ୍ଚଳର କଳାନୈପୁଣ୍ୟ ପ୍ରଦର୍ଶନ କରିବେ। ଏଥିସହ ନୃତ୍ୟ, ଗୀତ ଓ ବାଦ୍ୟକୁ ନେଇ ଆଲୋଚନ ମାଧ୍ୟମରେ ଭାବ ଆଦାନ ପ୍ରଦାନ କରିପାରିବେ ା ଯୁବପିଢ଼ିଙ୍କୁ ଦୃଷ୍ଟିରେ ରଖି ଜାନୁୟାରୀ ୭ ଓ ୮ ତାରିଖ ୟୁଥ ଫେଷ୍ଟିଭାଲ ଆୟୋଜିତ ହେବ। ଏଥିରେ ବିଶିଷ୍ଟ ଚଳଚ୍ଚିତ୍ର ଗାୟକ ସୁଖବିନ୍ଦର ସିଂ ଓ ଦଳ ସଙ୍ଗୀତ ପରିବେଷଣ କରି ଯୁବକଙ୍କୁ ଆକୃଷ୍ଟ କରିବାର କାର୍ଯ୍ୟକ୍ରମ ରହିଛି ।

ସମ୍ବଲପୁର ମହୋତ୍ସବ ସକାଶେ ପ୍ରାୟ ୧କୋଟି ୫୦ ଲକ୍ଷ ଟଙ୍କା ବ୍ୟୟ ଅଟକଳ ସ୍ଥିର ହୋଇଛି। ଏଥିରେ ୨ଶହଟି ଷ୍ଟଲ ରହିବ ବୋଲି ସମ୍ବଲପୁର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଅତିରିକ୍ତ ଜିଲାପାଳ ଅଶୋକ ଭୋଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri