ସମ୍ବଲପୁରରେ ବହୁ ପଛରେ ପ୍ରଣବ,ଜାଣନ୍ତୁ କେତେ ଭୋଟ୍‌ରେ ଧର୍ମେନ୍ଦ୍ର ଆଗୁଆ…

ସମ୍ବଲପୁର,୪।୬: ଓଡ଼ିଶାରେ ଭାଜପା ଲୋକ ସଭା ପ୍ରାର୍ଥୀଙ୍କ ଦବ୍‌ଦବା। ମୋଟ ୧୯ ଆସନରେ ଦଳ ଆଗୁଆ ଚାଲିଥିବା ବେଳେ କଂଗ୍ରେସ ଏବଂ ବିଜେଡି ମାତ୍ର ଗୋଟିଏ ଲେଖାଏ ଆସନରେ ଲିଡ୍‌ କରୁଛନ୍ତି। ବର୍ତ୍ତମାନର ଟ୍ରେଣ୍ଡ ଅନୁଯାୟୀ ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ୩୩୬୧୧୧ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାଶ ୨୬୩୨୯୧ ଖଣ୍ଡ ଭୋଟ ପାଇଛନ୍ତି। ଏଣୁ ଧର୍ମେନ୍ଦ୍ର ୭୨୮୨୦ ଭୋଟରେ ଆଗୁଆ ଅଛନ୍ତି। ସେହିଭଳି ଏହି ଆସନରେ କଂଗ୍ରେସ ନଗେନ୍ଦ୍ର କୁମାର ପ୍ରଧାନ ମାତ୍ର ୫୨୪୪୯ ଖଣ୍ଡ ଭୋଟ ପାଇଥିବା ନିର୍ବାଚନ କମିଶନଙ୍କ ଓ୍ବେବ୍‌ସାଇଟ୍‌ରେ ପ୍ରଦତ୍ତ ତଥ୍ୟରୁ ସ୍ପଷ୍ଟ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା…

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ ମଧ୍ୟ ମ୍ୟାଟରନିଟି ଲିଭ୍ ପାଇବା ହକଦାର

ନୂଆଦିଲ୍ଲୀ,୧୭।୩: ସୁପ୍ରିମକୋର୍ଟ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ରାୟ ଦେଇଛନ୍ତି ଯେ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା…

ଶୀଘ୍ର କରନ୍ତୁ ଏହି କାମ: ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ସରକାରଙ୍କ ଘୋଷଣା, ବାଧ୍ୟତାମୂଳକ ହେଲା…

ନୂଆଦିଲ୍ଲୀ,୧୭।୩: ସରକାର ସମସ୍ତ ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ବାୟୋମେଟ୍ରିକ ଆଧାର ପ୍ରମାଣୀକରଣ ବା eKYCକୁ ବାଧ୍ୟତାମୂଳକ କରିଛନ୍ତି। ସବସିଡି ଲାଭ ସଠିକ ହିତାଧିକାରୀଙ୍କ ପାଖରେ ପହଞ୍ଚିବା…

ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୧୭।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମାର୍ଚ୍ଚ ୧୯ ରୁ ୨୧ ପର୍ଯ୍ୟନ୍ତ ତିନି ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ରହିବେ। ଏହି ସମୟ ମଧ୍ୟରେ ସେ ଅଯୋଧ୍ୟା,…

ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ କାହିଁକି ଫାଇଟର ଜେଟ ବ୍ୟବହାର କରୁନାହିଁ ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ତେହରାନ୍‌,୧୭।୩: ଏବେବି ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି, ଯାହା ଏହାର ୧୮ ତମ ଦିନ ପୂରଣ କରୁଛି। ‘ଅପରେଶନ ଏପିକ ଫ୍ୟୁରି’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri