ସମ୍ବଲପୁର ବିଶ୍ୱବିଦ୍ୟାଳୟ କର୍ମଚାରୀଙ୍କ ଆତ୍ମାହୁତି ଘଟଣା: କୁଳପତିଙ୍କ ସମେତ ୩ ଜଣଙ୍କୁ ଆଗୁଆ ଜାମିନ

କଟକ ଅଫିସ, ୩ା୭: ସମ୍ବଲପୁର ବିଶ୍ୱବିଦ୍ୟାଳୟର ଠିକା କର୍ମଚାରୀ ଦୀନବନ୍ଧୁ ମିଶ୍ରଙ୍କ ଆତ୍ମାହୁତି ଘଟଣାରେ ଶୁକ୍ରବାର କୁଳପତି ପ୍ରଫେସର ସଞ୍ଜୀବ ମିତଲ, ୱାର୍ଡନ ବିଶ୍ୱଜିତ୍‌ ଶତପଥୀ ଓ ସହକାରୀ ନିର୍ଦ୍ଦେଶକ(କ୍ରୀଡା) ଅବିନାଶ କରଙ୍କୁ ହାଇକୋର୍ଟ ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ଗତ ଏପ୍ରିଲ ୧୫ରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ପ୍ରଶାସନିକ କୋଠା ନିକଟ ଗଛଗୁଡିକୁ କାଟି ପୋଡ଼ି ଦିଆଯିବାନେଇ ମିତଲ ଓ ଦୀନବନ୍ଧୁଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏହି ଘଟଣାକୁ ନେଇ ଏପ୍ରିଲ ୨୦ରେ କୁଳପତିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦୀନବନ୍ଧୁ କିରୋସିନ ଢାଳି ଆତ୍ମାହୁତି ଦେଇଥିଲେ। ସେଠାରୁ ତାଙ୍କୁ ଏସ୍‌ସିବି ମେଡିକାଲ ନେବାବେଳେ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା। କୁଳପତିଙ୍କ ଯୋଗୁ ଏପରି ଘଟିଥିବା ଦୀନବନ୍ଧୁଙ୍କ ପରିବାର ଲୋକେ ଅଭିଯୋଗ କରିଥିଲେ। ସେହିପରି କୁଳପତି ତାଙ୍କୁ ଗାଳିଗୁଲଜ କରିଥିବା ନେଇ ଦୀନବନ୍ଧୁ ମୃତ୍ୟୁ ପୂର୍ବରୁ ସୁଇସାଇଡ୍‌ ନୋଟରେ ଉଲ୍ଲେଖ କରିଥିଲେ। ପରବର୍ତ୍ତୀ ସମୟରେ ତାହାକୁ ପୋଲିସ ଜବତ କରିଥିଲା। ତେବେ ଏହି ଘଟଣାରେ ୩ଜଣଙ୍କ ସମ୍ପୃକ୍ତି ରହିଥିବା ନେଇ ଉକ୍ତ ସୁଇସାଇଡ୍‌ ନୋଟରେ ଉଲ୍ଲେଖ ରହିଥିବା ପୋଲିସ ଜାଣିବାକୁ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri