ଦେବାଶିଷଙ୍କ ମନ୍ତବ୍ୟକୁ ନେଇ ବଡ଼ ପ୍ରତିକ୍ରିୟା ଦେଲେ ଦାମଙ୍କ ପୁଅ ସମ୍ବିତ, କହିଲେ…

ଭୁବନେଶ୍ୱର,୯।୭: ବିଜେଡି ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟଙ୍କ ପ୍ରତ୍ୟାଖ୍ୟାନ ମନ୍ତବ୍ୟ ପରେ ଦାମୋଦର ରାଉତଙ୍କ ପୁଅ ତଥା ପୂର୍ବତନ ବିଧାୟକ ସମ୍ବିତ ରାଉତରାୟ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ୨୦୧୯ରେ ୭୦ ହଜାର ଭୋଟ ପାଇଥିଲି, ଏଥର ପତ୍ନୀ ୭୦ ହଜାର ପାଇଲେ। ଯେତିକି ଭୋଟ ପାଇଥିଲି, ସେତିକି ପାଇଲୁ, ପ୍ରତ୍ୟାଖ୍ୟାନ ହେଲୁ କେମିତି। କଟକ ବିଜେଡିର ଗଡ଼। ହେଲେ ୨୦୧୯ରେ ଦେବାଶିଷ ବାବୁ ସେଠୁ ହାରିଲେ। ମାଟିଗୋଡ଼ି ଜିତିଲେ, କିନ୍ତୁ ଦେବାଶିଷ ବାବୁ ହାରିଗଲେ। ଆମ ପରିବାର ନୁହେଁ, ଲୋକ ତାଙ୍କୁ ପ୍ରତ୍ୟାଖ୍ୟାନ କରିଥିବା ସମ୍ବିତ କହିଛନ୍ତି। ପାରାଦୀପରୁ ପ୍ରତିନିଧିତ୍ୱ କରିବା ଆଶା ସଫଳ ହେଉନଥିବାରୁ ଦେବାଶିଷ ଅସନ୍ତୋଷ ଅଛନ୍ତି।

ପାରାଦୀପ ବିଧାନସଭା ଆସନ ଲାଗି ବିଜେଡି ପକ୍ଷରୁ ବିଧାୟକ ସମ୍ବିତ ରାଉତରାୟଙ୍କ ପତ୍ନୀ ଗୀତାଞ୍ଜଳିଙ୍କୁ ବିଜେଡି ପ୍ରାର୍ଥୀ କରାଯାଇଥିଲା। ହେଲେ ଭାଜପା ପ୍ରାର୍ଥୀ ସମ୍ପଦ ଚନ୍ଦ୍ର ସ୍ବାଇଁ ସେହି ବିଧାନସଭା ଆସନରୁ ବାଜି ମାରିନେଇଥିଲେ। ଯାହାକୁ ନେଇ ଦେବାଶିଷ ସମ୍ବିତଙ୍କୁ ସମାଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ…

ରୋହିତ ଯୋଗୁ ଏହି ଧୁରନ୍ଧରଙ୍କ କଟିବ ପତ୍ତା! ୨୭ରେ ପ୍ରଥମ ODI ପାଇଁ ଜାଣନ୍ତୁ ସମ୍ଭାବ୍ୟ ପ୍ଲେଇଂ-୧୧

ନୂଆଦିଲ୍ଲୀ,୨୫।୯: ଶ୍ରେୟସ ଅୟର ବର୍ତ୍ତମାନ ଜାପାନରେ ଏସିଆନ ଗେମ୍ସ ଦଳ ସହ ରହିଛନ୍ତି। ତେଣୁ ଭାରତୀୟ ଦଳରେ ନମ୍ବର-୪ ସ୍ଥାନ ଖାଲି ରହିଛି। ଏହି ସ୍ଥାନରେ ମ୍ୟାନେଜମେଣ୍ଟ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ଏସିଆନ ଗେମ୍ସରେ ଭାରତୀୟ ଖେଳାଳିଙ୍କ ସହ ଧୋକା! ଦେଶକୁ ଫେରି କହିଲେ- ମୋଠାରୁ ଛଡ଼ାଇ ନିଆଗଲା…

ନୂଆଦିଲ୍ଲୀ,୨୫।୯: ୨୦୨୬ ଏସିଆନ ଗେମ୍ସରେ ଭାରତୀୟ ମିକ୍ସଡ ମାର୍ଶାଲ ଆଟର୍‌ସ (MMA) ଖେଳାଳି ସୁଚିକା ତାରିୟାଲ ଇତିହାସ ରଚିଛନ୍ତି। ମହିଳା ଟ୍ରାଡିସନାଲ ୬୦ କେଜି ବର୍ଗରେ ବ୍ରୋଞ୍ଜ…

ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ

ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?