ନବୀନଙ୍କୁ ନେଇ ସାଂଘାତିକ କଥା କହିଦେଲେ ସମ୍ବିତ ପାତ୍ର: ବେଇମାନ…

ନୂଆପଡ଼ା,୭।୧୧: ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ରାଜ୍ୟ ରାଜନୀତିର ଅନେକ ନେତା ପ୍ରଚାର ପାଇଁ ସେଠାରେ ଡେରା ପକାଇଛନ୍ତି। ଶୁକ୍ରବାର ନୂଆପଡ଼ାରେ ଭାଜପା ଏମ୍‌ପି ସମ୍ବିତ ପାତ୍ର ଏକ ପ୍ରେସମିଟ କରିଛନ୍ତି। ଏଠାରେ ସେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ‘ବେଇମାନ’ ଓ ‘ପ୍ରାର୍ଥୀ ଚୋରି’ ମନ୍ତବ୍ୟକୁ କଡ଼ା ସମାଲୋଚନା କରିଛନ୍ତି।
ସମ୍ବିତ କହିଛନ୍ତି, ନବୀନଙ୍କ ଏଭଳି ମନ୍ତବ୍ୟ ପରିବାରକୁ ଆଘାତ ଦେଇଛି। ବିଜେଡି ରାଜୁ ଢୋଲକିଆଙ୍କ ପରିବାର ପ୍ରତି ଖରାପ ବ୍ୟବହାର କରିଛି। ଦଳ ରାଜୁ ଭାଇଙ୍କୁ ରାଜନୈତିକ ବସ୍ତୁ ଭାବେ ଦେଖୁଛି। ବସ୍ତୁର ଚୋରି ହୋଇପାରେ, କିନ୍ତୁ କୌଣସି ବ୍ୟକ୍ତିର ନୁହେଁ। ଗତ ଜୁନ୍‌ ମାସରୁ ରାଜୁ ଭାଇ ହସ୍ପିଟାଲରେ ଥିଲେ, ହାର୍ଟ ଓ କିଡନୀ ଖରାପ ଥିଲା। ଚେନ୍ନାଇରେ ହାର୍ଟ ଟ୍ରାନ୍ସପ୍ଲାଣ୍ଟ ହେଲା, କିଡନୀ ଦେବାକୁ ପୁଅ ଜୟ ରାଜିଥିଲେ। କିନ୍ତୁ ୩ ଦିନ ଭିତରେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଏହା ସମ୍ଭବ ହୋଇପାରିଲାନି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି: ଏହି ସବୁ ସମସ୍ୟାର ସମାଧାନ ପାଇଁ ଗୁହାରି କଲେ ଲୋକେ

ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଖମାରିଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା ।…

ଖୁସିରେ କହୁ କହୁ ଏମିତି କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଚାହିଁ ରହିଗଲେ ଶାହା-ନୀତିନ ନବୀନ

ନୂଆଦିଲ୍ଲୀ,୪।୫:ପଶ୍ଚିମବଙ୍ଗ ଏବଂ ଆସାମ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ବିସ୍ମୟକର ବିଜୟ ପରେ ଦିଲ୍ଲୀର ଦଳୀୟ ମୁଖ୍ୟାଳୟରେ ଉତ୍ସବର ପରିବେଶ ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଆଜି ମୋ ଝିଅକୁ ନ୍ୟାୟ ମିଳିଛି… ଆରଜି କର ପୀଡ଼ିତାଙ୍କ ମା’ଙ୍କ ବଡ଼ ମନ୍ତବ୍ୟ: ଆଗକୁ…

କୋଲକାତା,୪।୫: ଉତ୍ତର ୨୪ ପରଗଣାର ପାଣିହାଟି ବିଧାନସଭା ଆସନ ପଶ୍ଚିମବଙ୍ଗ ନିର୍ବାଚନ ୨୦୨୬ରେ ସବୁଠାରୁ ଅଧିକ ନଜର ରଖାଯାଇଥିବା ଆସନ ମଧ୍ୟରୁ ଗୋଟିଏ ଭାବରେ ଉଭା ହୋଇଛି।…

ଯୌତୁକ ନିର୍ଯାତନା: ସାବିତ୍ରୀ ଅମାବାସ୍ୟା ଦିନ ସ୍ତ୍ରୀଙ୍କୁ ପିଟିଥିଲେ ହାତୁଡିରେ, ଏବେ ଆସିଲା ରାୟ

ବ୍ରହ୍ମପୁର,୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଆସିଷ୍ଟାଣ୍ଟ ସେସନ ଜଜ୍‌ (ସ୍ବତନ୍ତ୍ର ଟ୍ରାକ କୋର୍ଟ) ସୌଦାମିନୀ ସିଂ ଏକ ଯୌତୁକ ନିର୍ଯାତନା ମାମଲାରେ ଅଭିଯୁକ୍ତ ସ୍ବାମୀଙ୍କୁ ଦୋଷୀ ସାବ୍ୟସ୍ତ…

ଫଳାଫଳ ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: ବଙ୍ଗଳାର ଲୋକଙ୍କ ଆଗରେ ମୁଣ୍ଡ ନୁଆଁଇ କହିଲେ…

ନୂଆଦିଲ୍ଲୀ,୪।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଉଛି। ସକାଳ ୮ଟାରୁ ଗଣନା ଆରମ୍ଭ ହୋଇଛି। ଆଜି ସବୁଠାରୁ ବଡ଼ ପ୍ରଶ୍ନ ହେଉଛି କି ତୃଣମୂଳ କଂଗ୍ରେସ…

ଭାଜପାର ପ୍ରଚଣ୍ଡ ବିଜୟକୁ ନେଇ ବଡ଼ କଥା କହିଦେଲେ ରାଘବ ଚଢା: ଏହି ୩ ଜଣଙ୍କ ନାଁ ନେଇ କହିଲେ…

ନୂଆଦିଲ୍ଲୀ,୪।୫: ନିକଟରେ AAP ଛାଡି ଭାଜପାରେ ଯୋଗ ଦେଇଥିବା ରାଜ୍ୟ ସଭା ଏମ୍‌ପି ରାଘବ ଚଢା ବିଧାନସଭା ନିର୍ବାଚନରେ ଭାଜପାକୁ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ସେ…

ରାହୁଲ ଗାନ୍ଧୀଙ୍କ ସହ ବିବାହ ଚର୍ଚ୍ଚାକୁ ନେଇ ମୁହଁ ଖୋଲିଲେ କଙ୍ଗନା: କହୁ କହୁ କହିଦେଲେ…

ଅଭିନେତ୍ରୀ କଙ୍ଗନା ରାଣାୱତ ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ନିକଟରେ କଙ୍ଗନା ଏବଂ ରାହୁଲ ଗାନ୍ଧୀଙ୍କ ସମ୍ପର୍କରେ ଏକ ରିପୋର୍ଟ ଭାଇରାଲ ହୋଇଛି। ଏହି ରିପୋର୍ଟ ପଢିବା ପରେ…

ବାହାଘର ଭୋଜି ଖାଇ ଫେରୁଥିଲେ:  ରାସ୍ତାରେ ହେଲା ଭୟଙ୍କର ଦୁର୍ଘଟଣା

ମୋହନା,୪।୫(ମନ୍ମଥ ମିଶ୍ର): ଗଜପତି ଜିଲା ଆର.ଉଦୟଗିରି ବ୍ଲକ ରାମଗିରିସ୍ଥିତ କୃଷି ଉଦ୍ୟାନ କାର୍ଯ୍ୟାଳୟ ସମ୍ମୁଖରେ ଦୁଇ ବାଇକ ମୁହାମୁହିଁ ଧକ୍କାହୋଇ  ଘଟଣାସ୍ଥଳରେ ଜଣେ ମୃତ, ଛଅ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri