ଭୁବନେଶ୍ୱର,୬।୪(ଅସମାପିକା ସାହୁ): ଓଡ଼ିଶାରେ ଭୋଟ କାଉଣ୍ଟିଂ ଚାଲିଥିବାବେଳେ ଭାଜପା ୭୬ ଓ ବିଜେଡି ୫୪ ସିଟ୍ରେ ଆଗୁଆ ଅଛନ୍ତି। ୫ମ ରାଉଣ୍ଡରେ ଚିଲିକାରୁ ପୁରୀ ଏମପି ପ୍ରାର୍ଥୀ ସମ୍ବିତ ପାତ୍ର ଆଗୁଆ ଅଛନ୍ତି। ସମ୍ବିତ ପାତ୍ରଙ୍କ ଠାରୁ ଅରୂପ ପଟ୍ଟନାୟକଙ୍କ ଠାରୁ ୪ହଜାର ଭୋଟ ବ୍ୟବଧାନରେ ଅଛନ୍ତି।
ଭୁବନେଶ୍ୱର,୬।୪(ଅସମାପିକା ସାହୁ): ଓଡ଼ିଶାରେ ଭୋଟ କାଉଣ୍ଟିଂ ଚାଲିଥିବାବେଳେ ଭାଜପା ୭୬ ଓ ବିଜେଡି ୫୪ ସିଟ୍ରେ ଆଗୁଆ ଅଛନ୍ତି। ୫ମ ରାଉଣ୍ଡରେ ଚିଲିକାରୁ ପୁରୀ ଏମପି ପ୍ରାର୍ଥୀ ସମ୍ବିତ ପାତ୍ର ଆଗୁଆ ଅଛନ୍ତି। ସମ୍ବିତ ପାତ୍ରଙ୍କ ଠାରୁ ଅରୂପ ପଟ୍ଟନାୟକଙ୍କ ଠାରୁ ୪ହଜାର ଭୋଟ ବ୍ୟବଧାନରେ ଅଛନ୍ତି।
ଲାଉସାନେ, ୬ା୧୦: ଅଲିମ୍ପିକ୍ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…
ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…
ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍ (ହାଲ୍)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍ ଇଞ୍ଜିନ ପ୍ରକଳ୍ପର…
ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…
ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…
ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…
କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…
ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…