ଥାଇଲାଣ୍ଡରେ ସମଲିଙ୍ଗୀ ବିବାହକୁ ମଞ୍ଜୁରୀ

ବ୍ୟାଙ୍କକ୍‌,୨୭ା୩:ଥାଇଲାଣ୍ଡ ପାର୍ଲାମେଣ୍ଟର ନିମ୍ନ ସଦନ ବୁଧବାର ସମଲିଙ୍ଗୀ ବିବାହ ସମ୍ପର୍କିତ ବିଲ୍‌କୁ ମଞ୍ଜୁରୀ ଦେଇଛି। ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍ସର ୪୧୫ ସଦସ୍ୟଙ୍କ ମଧ୍ୟରୁ ୪୦୦ ଜଣ ବିଧେୟକ ସପକ୍ଷରେ ଭୋଟ ଦେଇଥିବାବେଳେ ଅନ୍ୟ ୧୦ ସଦସ୍ୟ ବିଲ୍‌କୁ ବିରୋଧ କରିଥିଲେ। ୨ ଜଣ ଅନୁପସ୍ଥିତ ଥିବାବେଳେ ୩ ମତଦାନରୁ ବିରତ ରହିଥିଲେ। ଏହି ବିଲ୍‌ ସିନେଟର ଅନୁମୋଦନ ଲାଭ କରି ଆଇନରେ ପରିଣତ ହେଲେ ସମଲିଙ୍ଗୀ ବିବାହକୁ ସ୍ବୀକୃତି ଦେବାରେ ଥାଇଲାଣ୍ଡ ଦକ୍ଷିଣପୂର୍ବ ଏସୀୟ ରାଷ୍ଟ୍ର ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କ ରୂପାନ୍ତରଣକାରୀ ଭୂମିକା

‘ଶିକ୍ଷା’ କେବଳ ଜ୍ଞାନର ହସ୍ତାନ୍ତରଣ ନୁହେଁ। ଏହା ମନ, ମସ୍ତିଷ୍କକୁ ଗଢ଼ି ତୋଳେ। କୌଶଳ ଉଦ୍ଭାବନ କରେ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସମ୍ଭାବନା ଓ କ୍ଷମତାର ବିକାଶ…

ପରମାଣୁ ଶକ୍ତିର ମୋହ

ପ୍ରାୟତଃ ଦୀର୍ଘ ଦିନ ଧରି ମଧ୍ୟ ପ୍ରାଚ୍ୟରେ ଯେଉଁ ସମସ୍ୟା ସୃଷ୍ଟି ହୋଇଛି ତାହାର ପ୍ରମୁଖ କାରଣ ତୈଳ, ଉଗ୍ରବାଦ, ଧର୍ମ କିମ୍ବା ରାଜନୈତିକ ଆଭିମୁଖ୍ୟ ନୁହେଁ…

ପଶ୍ଚିମ ଏସିଆ ଯୁଦ୍ଧ, ଭାରତରେ ୨୦-୨୫% ମହଙ୍ଗା ହେବ କପଡ଼ା

ନୂଆଦିଲ୍ଲୀ,୭।୪: ପଶ୍ଚିମ ଏସିଆ ଯୁଦ୍ଧ ଏବେ ଭାରତର ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଖାଦ୍ୟ, ପେଟ୍ରୋଲ ଏବଂ ଗାଡ଼ି ମରାମତି ପରେ ଏବେ କପଡ଼ା…

ମାଷ୍ଟର ନାହାନ୍ତି

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍‌ଇ) ପକ୍ଷରୁ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନୂଆ ପାଠ୍ୟକ୍ରମ ଅଣାଯାଇଛି। ଛାତ୍ରୀଛାତ୍ରମାନେ ୩ଟି ଭାଷା ପଢ଼ିବାର ବ୍ୟବସ୍ଥା ହୋଇଥିବା ବେଳେ ସେଥିମଧ୍ୟରୁ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଇରାନର ତେଲ ଉପରେ ଟ୍ରମ୍ପଙ୍କ ନଜର!

ତେହରାନ,୭।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ଚାଲିଥିବା ସଂଘର୍ଷର ପରିଣାମ ସ୍ବରୂପ, ଆମେରିକା ଇରାନର ତୈଳ ସମ୍ପଦ ଉପରେ ନିୟନ୍ତ୍ରଣ ନେଇପାରେ। ସେ ଏହାକୁ…

ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭୁବନେଶ୍ୱର,୭।୪: ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ ଘଟିଛି। ସେ କିଛି ଦିନ ହେବ ଲିଭର ସିରୋସିସ୍‌ରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧିନ ଅବସ୍ଥାରେ…

ରେଳବାଇର ଅଣଦେଖା: ଉପଭୋକ୍ତା ସଂଘର ଆନ୍ଦୋଳନ ଚେତାବନୀ

ବରଗଡ଼,୬ା୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଓ ବଲାଙ୍ଗୀର ଜିଲା ରେଳ ଉପଭୋକ୍ତା ସଂଘର ମିଳିତ କାର୍ଯ୍ୟାନୁଷ୍ଠାନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାଋ ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ସଭାକକ୍ଷରେ…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ, କହିଲା ପରାଜୟ ଭୟରେ ଡରିଗଲେଣି ଟ୍ରମ୍ପ

ତେହରାନ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ତୀବ୍ରତର ହେଉଛି। ସୋମବାର (ଏପ୍ରିଲ ୬) ରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଏକ ଧମକ ଦେଇ କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri