Posted inଜାତୀୟ

ସମଲିଙ୍ଗୀ ବିବାହକୁ ୩୩ ଦେଶରେ ସ୍ବୀକୃତି

ନୂଆଦିଲ୍ଲୀ,୧୯।୪: ଭାରତରେ ସମଲିଙ୍ଗୀ ବିବାହକୁ ନେଇ ଆଇନଗତ ଲଢେଇ ଜାରି ରହିଥିବା ବେଳେ ବିଶ୍ୱରେ ଏମିତି ଅନେକ ଦେଶ ରହିଛି ଯେଉଁଠି ଏହାକୁ ମାନ୍ୟତା ମିଳିଛି। ସେହି ଦେଶଗୁଡିକ ହେଉଛି କ୍ୟୁବା, ଆଣ୍ଡୋରା, ସ୍ଳୋଭେନିଆ, ଚିଲି, ସୁଇଜରଲାଣ୍ଡ, କୋଷ୍ଟାରିକା, ଅଷ୍ଟ୍ରିଆ, ତାଇଓ୍ବାନ, ଇକ୍ୱେଡର, ବେଲଜିୟମ, ବ୍ରିଟେନ, ଡେନ୍‌ମାର୍କ, ଫିନ୍‌ଲାାଣ୍ଡ, ଫ୍ରାନ୍ସ, ଜର୍ମାନୀ, ଆଇସଲାଣ୍ଡ, ଆୟରଲାଣ୍ଡ, ଲକ୍ସେମ୍ବର୍ଶ, ମାଲଟା, ନରଓ୍ବେ, ପର୍ତ୍ତୁଗାଲ, ସ୍ପେନ, ସୁଇଡେନ, ମେକ୍ସିକୋ, ସାଉଥ ଆଫ୍ରିକା, ଆମେରିକା, କୋଲମ୍ବିଆ, ବ୍ରାଜିଲ୍‌, ଆର୍ଜେଣ୍ଟିନା, କାନାଡା, ନେଦରଲାଣ୍ଡ, ନ୍ୟୁଜିଲାଣ୍ଡ ଏବଂ ଉରୁଗୁଏ।
୨୦୦୧ରେ ନେଦରଲାଣ୍ଡ ପ୍ରଥମ ଦେଶ ହିସାବରେ ସମଲିଙ୍ଗୀ ବିବାହକୁ ସ୍ବୀକୃତି ପ୍ରଦାନ କରିଥିଲା। ଏସିଆର ପ୍ରଥମ ଦେଶ ଭାବେ ତାଇଓ୍ବାନ ଏହି ଶ୍ରେଣୀରେ ସାମିଲ ହୋଇଛି। ମୋଟ୍‌ ୩୩ରୁ ୨୩ ଦେଶର ସମ୍ବିଧାନ ଆଇନଗତ ଅଧିକାର ପ୍ରଦାନ କରିଥିବା ବେଳେ ଅବଶିଷ୍ଟ ୧୦ ଦେଶର ଅଦାଲତ ସମଲିଙ୍ଗୀ ବିବାହକୁ ସ୍ବୀକୃତି ପ୍ରଦାନ କରିଛନ୍ତି। ଚେକ୍‌ ରିପବ୍ଲିକ, ଜାପାନ, ଫିଲିପାଇନ୍ସ ଏବଂ ଥାଇଲାଣ୍ଡ ସହ ଭାରତ ପଞ୍ଚମ ଦେଶ ଭାବେ ଏହାର ସମୀକ୍ଷା କରୁଛି। ହ୍ୟୁମାନ ରାଇଟ୍‌ କ୍ୟାପେନିଂ ଫାଉଣ୍ଡେସନର ରିପୋର୍ଟ ‘ମ୍ୟାରେଜ ଇକ୍ୱାଲିଟି ଆରାଉଣ୍ଡ ଦ ଓ୍ବାଲର୍‌ଡ’ରୁ ଏହି ତଥ୍ୟ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri