Posted inଜାତୀୟ

ସମଲିଙ୍ଗୀ ବିବାହ ରାୟ ସମୀକ୍ଷା ଆବେଦନ ଶୁଣାଣି ୧୦ରେ

ନୂଆଦିଲ୍ଲୀ,୬ା୭: ସମଲିଙ୍ଗୀ ବିବାହକୁ ସ୍ବୀକୃତି ଦେବାକୁ ସୁପ୍ରିମକୋର୍ଟ ଗତବର୍ଷ ଅକ୍ଟୋବର ୧୭ରେ ମନା କରିଦେଇଥିଲେ। ଉକ୍ତ ରାୟର ସମୀକ୍ଷା ପାଇଁ ହୋଇଥିବା ଆବେଦନର ଶୁଣାଣି ଆସନ୍ତା ୧୦ରେ ହେବ। ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ୫ ଜଣିଆ ପୀଠ ଚାମ୍ବରରେ ପିଟିଶନ୍‌ର ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ଚେନ୍ନାଇ ସୁପର କିଙ୍ଗ୍ସର ବଡ଼ ବିଜୟ

ଚେନ୍ନାଇ,୧୦ା୫: ଉର୍ଭିଲ ପଟେଲଙ୍କ ଯୁଗ୍ମ ଦ୍ରୁତତମ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୫ ଉଇକେଟରେ ଲକ୍ଷ୍ନୌ…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ବାଲିଅନ୍ତା ଘଟଣାର ସମୀକ୍ଷା ପରେ ମୁହଁ ଖୋଲିଲେ ପୋଲିସ ଡିଜିପି, କହିଲେ…

ଭୁବନେଶ୍ୱର,୧୦।୫: ବାଲିଅନ୍ତା ଏବଂ ବାଲିପାଟଣା ଘଟଣାର ସମୀକ୍ଷା ପରେ ପୋଲିସ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ ବଡ଼ ବୟାନ ଦେଇଛନ୍ତି। ୩ରୁ ୪ ଦିନ ହେଲା…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri