Posted inଜାତୀୟ

ବିବାହ ପାଇଁ ଦୁଇଟି ଭିନ୍ନ ଲିଙ୍ଗ ହେବା ଜରୁରୀ କି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨୦।୪: ସମଲିଙ୍ଗୀ ବିବାହର ସ୍ବୀକୃତି ମାମଲାରେ ଗୁରୁବାର ସୁପ୍ରିମକୋର୍ଟରେ ଶୁଣାଣି ଚାଲିଛି। ଶୁଣାଣି ବେଳେ ମୁଖ୍ୟ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ଼ ପ୍ରଶ୍ନ କରିଛନ୍ତି ଯେ, ବିବାହ ପାଇଁ ଦୁଇଟି ଭିନ୍ନ ଲିଙ୍ଗ ହେବା ଜରୁରୀ କି? ନ୍ତେ ଆହୁରି କହିଛନ୍ତି, ଆମେ ଏହି ସମଲିଙ୍ଗୀ ସମ୍ପର୍କକୁ କେବଳ ଶାରିରୀକ ସମ୍ପର୍କ ଭାବେ ନୁହେଁ ବରଂ ଏର ସ୍ଥିର ଏବଂ ଭାବପ୍ରବଣ ଥିବା ସମ୍ପର୍କ ଭାବରେ ଦେଖୁ।
ଜଷ୍ଟିସ୍‌ ଚନ୍ଦ୍ରଚୂଡଙ୍କ ପାଞ୍ଚଜଣିଆ ସମ୍ବିଧାନ ଖଣ୍ଡପୀଠ ଏହି ମାମଲାର ଆଜି ତୃତୀୟ ଦିନରେ ଶୁଣାଣି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?