Posted inଜାତୀୟ

ପ୍ରତ୍ୟେକଙ୍କର ଜୀବନସାଥୀ ବାଛିବାର ଅଧିକାର ଅଛି, ସମଲିଙ୍ଗୀ ବିବାହକୁ ସମର୍ଥନ କରି ଏଭଳି କହିଲେ ଟିଏମ୍‌ସି ନେତା

କୋଲକାତା,୨୧।୪: ତୃଳମୂଳ କଂଗ୍ରେସ(ଟିଏମ୍‌ସି)ନେତା ଅଭିଷେକ ବାନାର୍ଜୀ ସମଲିଙ୍ଗୀ ବିବାହକୁ ସମର୍ଥନ କରିଛନ୍ତି। ଗୁରୁବାର ଏକ ବୟାନ ଦେଇ ଟିଏମ୍‌ସି ନେତା କହିଛନ୍ତି, ପ୍ରତ୍ୟେକଙ୍କର ନିଜ ଜୀବନସାଥୀ ବାଛିବାର ଅଧିକାର ଅଛି। ଏହା ସହିତ ସେ ଏହି ପ୍ରସଙ୍ଗରେ ବିଳମ୍ବ ପାଇଁ କେନ୍ଦ୍ର ସରକାରଙ୍କୁ ମଧ୍ୟ ସମାଲୋଚନା କରିଛନ୍ତି।

ଟିଏମ୍‌ସି ନେତା ଆହୁରି କହିଛନ୍ତି, ମାମଲା କୋର୍ଟରେ ଅଛି। ତେଣୁ ମୁଁ ଏହା ଉପରେ କୌଣସି ମନ୍ତବ୍ୟ ଦେବାକୁ ଚାହେଁ ନାହିଁ କିନ୍ତୁ ମୁଁ ଭାବୁଛି ପ୍ରେମର କୌଣସି ଧର୍ମ, ଜାତି ନାହିଁ। ଯଦି ଜଣେ ପୁରୁଷ ଏବଂ ଅନ୍ୟ ଜଣେ ପୁରୁଷ ଭଲ ପାଏ କିମ୍ବା ଜଣେ ମହିଳା ଅନ୍ୟ ଜଣେ ମହିଳାକୁ ଭଲପାଏ ତା’ହେଲେ କୌଣସି ଅସୁବିଧା ନାହିଁ। ସମସ୍ତଙ୍କର ପ୍ରେମ କରିବାର ଅଧିକାର ଅଛି। ପୁରୁଷ କିମ୍ବା ସ୍ତ୍ରୀ ହୁଅନ୍ତୁ ସମସ୍ତେ ନିଜ ଜୀବନ ସାଥୀ ବାଛିବା ପାଇଁ ଅଧିକାର ପାଇଛନ୍ତି।

ସମଲିଙ୍ଗୀ ବିବାହକୁ ଆଇନଗତ ସ୍ବୀକୃତି ପ୍ରଦାନ ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଚାଲିଛି। ଏହି ଆବେଦନକୁ ବିରୋଧ କରି କେନ୍ଦ୍ର ସରକାର ଏହାକୁ ସହରୀ ଧାରଣା ବୋଲି କହିଛନ୍ତି। ଏହା ଉପରେ ସଂସଦର ଅଧିକାର ଅଛି ବୋଲି କହିଛନ୍ତି। ବୁଧବାର ଶୁଣାଣି ସମୟରେ ସର୍ବୋଚ୍ଚ ନ୍ୟାୟାଳୟ ଗୁରୁତ୍ୱାରୋପ କରିଛନ୍ତ, ଜଣେ ବ୍ୟକ୍ତି ସେମାନଙ୍କ ଯୌନ ଗୁଣ ଆଧାରରେ ଭେଦଭାବ କରିପାରିବେ ନାହିଁ ଯାହା ଉପରେ ସେମାନଙ୍କର ନିୟନ୍ତ୍ରଣ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri