Posted inଖେଳ

ସମଦଶା ଭୋଗିଲା ଟିମ୍‌ ଇଣ୍ଡିଆ

ଦୁବାଇ,୩୧।୧୦: ପାକିସ୍ତାନ ଭଳି ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ ମଧ୍ୟ ବ୍ୟାଟିଂ ଭାରତୀୟ ଦଳର ବ୍ୟାଟିଂ ଲାଇନ୍‌ ପୂରା ଫେଲ ମାରିଛି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ମାତ୍ର ୭ ଉଇକେଟ ହରାଇ ୧୧୦ ରନ୍‌ କରିବାକୁ ସକ୍ଷମ ହୋଇଛି। ଏଥିଲାଗି ନ୍ୟୁଜିଲାଣ୍ଡର ବୋଲରଙ୍କୁ ଶ୍ରେୟ ଦେବାକୁ ପଡ଼ିବ। ଟ୍ରେଣ୍ଟ ବୋଲ୍ଟ ୩ ଉଇକେଟ ନେଇଥିବା ବେଳେ ଇଶ ଶୋଢ଼ି ୨ ଉଇକେଟ ହାତେଇଥିଲେ। ଅନ୍ୟ ବୋଲରମାନେ କଞ୍ଜୁସ ବୋଲିଂ କରି ଭାରତୀୟ ବ୍ୟାଟ୍ସମ୍ୟାନଙ୍କୁ ହାତ ଖୋଲିବାକୁ ଦେଇ ନ ଥିଲେ ସୁଯୋଗ। ପୂରା ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ମାତ୍ର ୨ ଛକା ଓ ୮ ଚୌକା ମାରିବାକୁ ସକ୍ଷମ ହୋଇଥିଲେ।

ଲୋକେଶ ରାହୁଲ (୧୮) ଓ ଇଶାନ କିଷନ(୪)ଙ୍କ ନୂଆ ଓପନିଂ ଯୋଡ଼ି କିଛି ଖାସ କରିପାରି ନ ଥିଲେ। ଏହାପରେ ଦଳ କ୍ରମାଗତ ବ୍ୟବଧାନରେ ଉପଅଧିନାୟକ ରୋହିତ ଶର୍ମା (୧୪), ଅଧିନାୟକ ବିରାଟ କୋହଲି (୯), ରିଷଭ ପନ୍ତ (୧୨) ଓ ହାର୍ଦ୍ଦିକ ପାଣ୍ଡ୍ୟା (୨୩)ଙ୍କ ଉଇକେଟ ହରାଇଥିଲା। ଶେଷ ଓଭରରେ ରବୀନ୍ଦ୍ର ଜାଡେଜା (୨୫*) ୧୧ ରନ୍‌ କରିବାରୁ ୧୧୦ରେ ପହଞ୍ଚି ପାରିଥିଲା ଟିମ୍‌ ଇଣ୍ଡିଆ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ଭାରତ ଚାମ୍ପିୟନ

ଭୁବନେଶ୍ୱର, ୧୫।୬(କ୍ରୀଡ଼ା ପ୍ରତିନିଧି)-କଳିଙ୍ଗ ଷ୍ଟାଡିୟମରେ ଶନିବାର ଶେଷ ହୋଇଥିବା ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ଭାରତ ଚାମ୍ପିୟନ ହୋଇଛି। ଶନିବାର ଅନୁଷ୍ଠିତ ଫାଇନାଲରେ ଭାରତ...

ଧୋନୀଙ୍କ ଲମ୍ବା କେଶର ପ୍ରଶଂସକ ଥିଲେ ଏହି ଦେଶର ରାଷ୍ଟ୍ରପତି

ରାଞ୍ଚି ଭଳି ଛୋଟ ସହରରୁ ଆସିଥିବା ଜଣେ ଯୁବକ ନିଜ ଦକ୍ଷତା ବଳରେ ଦିନେ କ୍ରିକେଟର ସବୁଠାରୁ ବଡ଼ ଆଇକନ୍‌ ହୋଇଯିବ ତାହା କେହି ଭାବି...

ବିରାଟ କୋହଲି ଇନଷ୍ଟାଗ୍ରାମରେ ଗୋଟିଏ ପୋଷ୍ଟ ପାଇଁ ନିଅନ୍ତି ଏତିକି ଟଙ୍କା

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି କ୍ରିକେଟରେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। କୋହଲି କେବଳ ଦେଶରେ ନୁହେଁ, ବିଦେଶରେ ମଧ୍ୟ...

ଭାରତୀୟ ଅଲିମ୍ପିକ ସଂଘର ଅଧ୍ୟକ୍ଷ ହେବେ ପିଟି ଉଷା

ନୂଆଦିଲ୍ଲୀ,୨୮ ।୧୧: ଭାରତର ମହାନ ଆଥଲେଟ ପିଟି ଉଷା ଖେଳରେ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇବାକୁ ଯାଉଛନ୍ତି । ସେ ଭାରତୀୟ ଅଲିମ୍ପିକ ସଂଘ(ଆଇଓଏ)ର ଅଧ୍ୟକ୍ଷ...

ପଞ୍ଚମ ସ୍ଥାନରେ ରାହୁଲ ସବୁଠୁ ସଫଳ

ମାଉଣ୍ଟ ମଙ୍ଗୁନୁଇ,୧୧।୨- ଭାରତୀୟ ଦଳର ଉଇକେଟକିପର ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ ବ୍ୟାଟିଂ କ୍ରମର ଯେକୌଣସି ସ୍ଥାନରେ ଭଲ ପ୍ରଦର୍ଶନ କରୁଛନ୍ତି। ଏପରି କି ଟିମ୍‌ ଇଣ୍ଡିଆରେ...

ଡଚ୍‌ ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ମୀର, ମାନସୀଙ୍କୁ ବ୍ରୋଞ୍ଜ ପଦକ

ନୂଆଦିଲ୍ଲୀ, ୨ା୩ (ପି.ଟି.)-ଭାରତୀୟ ବାଳିକା ବ୍ୟାଡ୍‌ମିଣ୍ଟନ ଖେଳାଳି ତସନିମ ମୀର ଏବଂ ମାନସୀ ସିଂ ନେଦରଲାଣ୍ଡ୍ସର ହାର୍ଲେମ୍‌ଠାରେ ଅନୁଷ୍ଠିତ ୟୋନେକ୍ସ ଡଚ୍‌ ଜୁନିୟର ଇଣ୍ଟରନ୍ୟାଶନାଲ ୨୦୨୦...

ଡି’ ଲିଟ୍‌ ଦାମୀ ଡିଫେଣ୍ଡର

ରୋମ୍‌, ୧୯|୭ (ଏଏଫ୍‌ପି)- ଡଚ୍‌ ସେଣ୍ଟ୍ରାଲ ଡିଫେଣ୍ଡର ମ୍ୟାଥିସ୍‌ ଡି’ ଲିଟ୍‌ ୭୫ ନିୟୁତ ୟୁରୋ (୮୪.୨ ନିୟୁତ ଡଲାର) ଫି ବିନିମୟରେ ଆଜାକ୍ସ ଫୁଟ୍‌ବଲ...

ରାହୁଲ, ଧୋନୀଙ୍କ ଶତକ: ବିଜୟ ସହ ଭାରତ ଓ୍ବାର୍ମଅପ୍‌

କାର୍ଡିଫ, ୨୯।୫- ଲୋକେଶ ରାହୁଲ ଓ ମହେନ୍ଦ୍ର ସିଂ ଧୋନୀଙ୍କ ଶତକ ପରେ ବୋଲରମାନଙ୍କ ଭଲ ପ୍ରଦର୍ଶନ ବଳରେ ଭାରତ ୯୫ ରନରେ ବାଂଲାଦେଶକୁ ହରାଇ...

Advertisement
Archives

Model This Week