Posted inଖେଳ

ସମୀର ବର୍ମା ଜିତିଲେ ସ୍ବର୍ଣ୍ଣ

ନୂଆଦିଲ୍ଲୀ, ୨୩ା୫(ପି.ଟି.): ସ୍ଲୋଭେନିଆର ମାରିବୋର୍‌ଠାରେ ଅନୁଷ୍ଠିତ ସ୍ଲୋଭେନିଆ ଓପନ୍‌ ପୁରୁଷ ସିଙ୍ଗଲ୍ସ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଭାରତୀୟ ଖେଳାଳି ସମୀର ବର୍ମା ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ସେ ତାଇଓ୍ବାନ୍‌ର ସୁ ଲି ୟାଙ୍ଗ୍‌ଙ୍କୁ ୨୧-୧୮, ୨୧-୧୪ ହରାଇ ଦେଇଛନ୍ତି। ମିକ୍ସଡ ଡବଲ୍ସ ଇଭେଣ୍ଟରେ ରୋହନ କାପୁର ଓ ସିକ୍କି ରେଡ୍ଡୀ ରନରଅପ୍‌ ସହ ରୌପ୍ୟ ଜିତିଛନ୍ତି। କାପୁର ଓ ରେଡ୍ଡୀ ସେମିଫାଇନାଲରେ ଡେନ୍‌ମାର୍କର ମ୍ୟାଡ୍ସ ଭେଷ୍ଟରଗାର୍ଡ ଓ ଖ୍ରୀଷ୍ଟିନି ବସ୍କଙ୍କୁ ପରାଜିତ କରିଥିଲେ। ଫାଇନାଲରେ କିନ୍ତୁ ସେମାନେ ଡେନ୍‌ମାର୍କର ଅନ୍ୟ ଏକ ଯୋଡ଼ି ସେପର ଟଫ୍ଟ ଓ କ୍ଲାରା ଗ୍ରାଭେସେନ୍‌ଙ୍କଠାରୁ ୧୨-୨୧, ୧୩-୨୧ରେ ହାରିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ-କୋରାପୁଟ ସ୍ପେସିଆଲ୍‌ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି

କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍‌ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ…

ସଞ୍ଜୁ ସାମସନଙ୍କୁ ଦଳରୁ ବାଦ୍‌ ଦେବା ଉପରେ BCCIର ବଡ଼ ବୟାନ, ସାମ୍ନାକୁ ଆସିଲା ଚମକାଇ ଦେଲା ଭଳି କାରଣ!

ନୂଆଦିଲ୍ଲୀ, ୭।୭: BCCI ନିକଟରେ ଜିମ୍ବାୱେ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ତେବେ ଏହି ଦଳରେ ସଞ୍ଜୁ ସାମସନଙ୍କ ନାମ ନଥିବାରୁ…

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…

PF ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର! ଖାତାକୁ ଆସିବ ୮.୨୫% ସୁଧ, ଘରେ ବସି ଏମିତି ଚେକ୍‌ କରନ୍ତୁ ବାଲାନ୍ସ

ନୂଆଦିଲ୍ଲୀ, ୭।୭: ଯଦି ଆପଣଙ୍କର ମଧ୍ୟ EPFରେ ପଇସା ଜମା ହେଉଛି, ତେବେ ଆପଣଙ୍କ ପାଇଁ ବଡ଼ ଖୁସି ଖବର। EPFO ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ…

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri