ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସମୀର ଦାଶଙ୍କୁ ମିଳିଲା ନିଯୁକ୍ତି

ଭୁବନେଶ୍ୱର, ୩।୭(ସୁନିତ୍‌ ମିଶ୍ର): ଓଏଏସ୍‌ ଅଫିସର ତଥା ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁବିକାଶ ବିଭାଗର ଅଣ୍ଡର ସେକ୍ଟ୍ରେଟାରି ସମୀର ଦାଶ ଯିଏ କି ପୂର୍ବରୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଫିସରରେ ନିଯୁକ୍ତି ପାଇଥିଲେ ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନୂଆ ଦାୟିତ୍ୱ ଦିଆଯାଇଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୃଷି ମନ୍ତ୍ରୀ କଲେ ବଡ଼ ଘୋଷଣା: ସବୁ ଜିଲାରେ ଖୋଲିବ…

ଭୁବନେଶ୍ୱର, ୧୬।୭(ସୁନିତ୍‌ ମିଶ୍ର):ପରିବା ଓ ଗ୍ରୋସରୀ ଦର ଜୁଲାଇରେ ଯେତିକି ରହିବା କଥା ତା’ଠାରୁ ଅଧିକ ରହିଛି। ଦରଦାମ କେମିତି ନିୟନ୍ତ୍ରଣକୁ ଆସିବ ସେନେଇ ବିଭିନ୍ନ...

ଯୁକ୍ତ୩ ନାମଲେଖା: ଆଜି ତୃତୀୟ ମେଧା ତାଲିକା

ଭୁବନେଶ୍ୱର,୧୬ା୭(ଅସମାପିକା ସାହୁ):୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ପାଇଁ ମଙ୍ଗଳବାର ଅପରାହ୍ନ ୪ଟାରେ ତୃତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ମନୋନୀତ ଛାତ୍ରୀଛାତ୍ର ଛୁଟିଦିନ...

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ୧୭ରୁ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୬ା୭(ଅସମାପିକା ସାହୁ):ଉତ୍ତର-ପଶ୍ଚିମ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ୭.୬ କି.ମି. ଯାଏ ବ୍ୟାପିବା ସହ ଦକ୍ଷିଣ-ପଶ୍ଚିମ...

ଏଏସ୍‌ଓ: ମାଡ଼ଖାଇ ବଦଳି

ଭୁବନେଶ୍ୱର,୧୬ା୭(ଅସମାପିକା ସାହୁ): ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ ଅଭିଯୋଗ କରିଥିବା ଏଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି। ସଂସଦୀୟ...

ବାହୁଡ଼ିଲେ ମହାପ୍ରଭୁ

ପୁରୀ,୧୬ା୭(ଅଜିତ୍‌ କୁମାର ମହାନ୍ତି): ଜନ୍ମବେଦିରେ ନବଦିନାତ୍ମକ ଲୀଳାଖେଳା ସାରି ପବିତ୍ର ଆଷାଢ ଶୁକ୍ଳପକ୍ଷ ଦଶମୀ ତିଥି ଅବସରରେ ବିଶ୍ୱନିୟନ୍ତା ମହାପ୍ରଭୁ ଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ...

ରାଜ୍ୟପାଳଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଥିବା ଏଏସଓ ଅଫିସରଙ୍କ ବଦଳି

ଭୁବନେଶ୍ୱର,୧୫।୭: ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ ଅଭିଯୋଗ ଆଣି ଚର୍ଚ୍ଚାରେ ଥିବା ଆସିଷ୍ଟାଂଟ ସେକ୍ସନ ଅଫିସର(ଏଏସଓ) ବୈକୁଣ୍ଠନାଥ ପ୍ରଧାନଙ୍କୁ ଆଜି ରାଜ୍ୟ...

ଅଭିଯୋଗ ଶୁଣାଣିକୁ ନେଇ ମନମୋହନ କହିଲେ, ପ୍ରତି ସୋମବାର…

ଭୁବନେଶ୍ୱର,୧୫।୭: ଅଭିଯୋଗ ପ୍ରକୋଷ୍ଠରେ ପ୍ରତି ସୋମବାର ମୁଖ୍ୟମନ୍ତ୍ରୀ ମୋହନ ମାଝି ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି। ତେବେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦଳୀୟ କାର୍ଯ୍ୟାଳୟରେ...

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଏବେ ଏହି ବିଭାଗରେ…

ଭୁବନେଶ୍ୱର,୧୫।୭: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ସୋମବାର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଆହୁଜାଙ୍କ ଓଡ଼ିଶା ଷ୍ଟେଟ୍‌ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ ଚେୟାରମ୍ୟାନର ଦାୟିତ୍ୱ ମିଳିଛି।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri