ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର କୁମାର ଜେନା ଦାୟିତ୍ୱ ଗ୍ରହଣ କରିଛନ୍ତି । ୨୦୨୨ ବ୍ୟାଚର ଆଇଏଏସ ସମୀର କୁମାର ଜେନା ଏହା ପୂର୍ବରୁ ଅନୁଗୋଳ ଜିଲାର ତାଳଚେର ଉପଜିଲାପାଳ ଭାବେ କାର୍ଯ୍ୟରତ ଥିଲେ ।

ଦାୟିତ୍ୱଗ୍ରହଣ ଅବସରରେ ଗଣ ମାଧ୍ୟମକୁ ସୌଜନ୍ୟ ମୂଳକ ସାକ୍ଷାତରେ କହିଛନ୍ତି ଯେ, ମୁଁ ପୂର୍ବରୁ ଗଞ୍ଜାମ ଜିଲାରେ ପ୍ରବୋସନାରୀ ଭାବେ କାର୍ଯ୍ୟ କରିଛି । ଏହାର ଅନୁଭୂତିରେ ବିଭିନ୍ନ ଉନ୍ନୟନ ଯୋଜନାର ସଫଳ କାର୍ଯ୍ୟ କାରିବାକୁ ଗୁରୁତ୍ୱ ଦିଆଯିବ । ଏଥିଲାଗି ସମସ୍ତ ପ୍ରୟାସ ଜାରି ରହିବ । ସେହିପରି ଜୀବନ ଜୀବିକା, ବିଭିନ୍ନ ବିଭାଗ ସମନ୍ୱୟରେ କାର୍ଯ୍ୟକାରି ହେଉଥିବା ଯୋଜନା ଉପରେ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ସେ କହିଥିଲେ । ଏହି ଅବସରରେ ନୂତନ ସିଡିଓଙ୍କୁ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ତାଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ୱାଗତ କରିଥିଲେ । ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଗଞ୍ଜାମ ଜିଲାପାଳଙ୍କୁ ଭେଟି ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

SCB ଅଗ୍ନିକାଣ୍ଡ: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ, ୪ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୧୮।୩(ସୁନିତ୍‌ ମିଶ୍ର): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଗତ ୧୬ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଜୀବନ ନଷ୍ଟ…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

ବାସନ୍ଦ, ଜରିମାନାକୁ ନେଇ ଗୋଷ୍ଠୀ ସଂଘର୍ଷ, ୫ ଆହତ

ହିଞ୍ଜିଳିକାଟୁ,୧୮ା୩(ଦ୍ୱିତୀକୃଷ୍ଣ ପଣ୍ଡା):ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ନନ୍ଦିତା ଗାଁରେ ମଙ୍ଗଳବାର ରାତିରେ କୁଳରୁ ବାସନ୍ଦ, ଜରିମାନା ଆଦାୟକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୫…

ସୋମନାଥ ରଥ ଶିକ୍ଷାର ବିକାଶ କରିଥିଲେ, ଜଟିଳ ଶିକ୍ଷା ପ୍ରକ୍ରିୟାରୁ ବାହାରି ଆଗକୁ ବଢ଼ିବାକୁ ପଡିବ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧକ୍ଷ…

ସରକାରଙ୍କ ବଡ଼ ଯୋଜନା, ବସରେ ଯାତ୍ରାବେଳେ ଦିବ୍ୟାଙ୍ଗଙ୍କୁ ଦେବାକୁ ହେବନି ଟଙ୍କା

ନୂଆଦିଲ୍ଲୀ,୧୮।୩: ଆନ୍ଧ୍ର ପ୍ରଦେଶରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ନେତୃତ୍ୱାଧୀନ ସରକାର ‘ଦିବ୍ୟାଙ୍ଗ ଶକ୍ତି ଯୋଜନା’ ଆରମ୍ଭ କରିଛନ୍ତି । ମହିଳାଙ୍କ ପାଇଁ ମାଗଣା ବସ୍ ଯାତ୍ରା ଯୋଜନାର…

ନିଆଁ କବଳରେ ମୂଲ୍ୟବାନ ଗଛ, ଜୀବଜନ୍ତୁ

ଛତ୍ରପୁର,୧୮ା୩(ଦିଲ୍ଲୀପ ସାମଲ): ଗ୍ରୀଷ୍ମଋତୁ ଆରମ୍ଭରୁ ହିଁ ଜଙ୍ଗଲରେ ନିଆଁର ପ୍ରକୋପ ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଲଣ୍ଡା ବାଉଁଶ ପାହାଡ଼ ଜଙ୍ଗଲରେ କୌଣସି କାରଣରୁ…

Video: କ୍ରିକେଟରରୁ ପାଇଲଟ ହେଲେ ଗ୍ଲେନ୍ ଫିଲିପ୍ସ, ଯଦି ଟଙ୍କା ଥା’ନ୍ତା….

ନୂଆଦିଲ୍ଲୀ,୧୮।୩: ନ୍ୟୁଜିଲାଣ୍ଡର ଷ୍ଟାର କ୍ରିକେଟର ଗ୍ଲେନ୍ ଫିଲିପ୍ସ କେବଳ କ୍ରିକେଟ୍ ପଡ଼ିଆରେ ଜଣେ ଅଲରାଉଣ୍ଡର ନୁହଁନ୍ତି, ବରଂ ଅନ୍ୟାନ୍ୟ କାର୍ଯ୍ୟରେ ମଧ୍ୟ ତାଙ୍କର ଅଲରାଉଣ୍ଡର କ୍ଷମତା ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri