ଲିଙ୍ଗ ପରିବର୍ତ୍ତନ କରି ପୁଅରୁ ଝିଅ ହେଲେ, ସମୀର ନାୟକରୁ ଏବେ ସମୀରା ମାଡାମ

ଖଲ୍ଲିକୋଟ,୩।୨ (ପ୍ରଶାନ୍ତ କୁମାର ମିଶ୍ର): ପୁଅ ଥିଲେ ଝିଅ ହୋଇଗଲେ। ସମୀର ନାୟକରୁ ବନିଗଲେ ସମୀରା ମାଡାମ । ଓଡିଶାର ପ୍ରଥମ ଟ୍ରାନ୍ସ ଓମେନ ଆର୍ଟିଷ୍ଟ ହେଲେ ସମୀରା ନାୟକ । ସମୀର ପୁଅ ଟିଏ ହୋଇ ଜନ୍ମ ହୋଇଥିଲେ ସତ କିନ୍ତୁ ପାଠ ପଢା ବୟସରେ ମନରେ ଅନେକ ପରିବର୍ତ୍ତନ ଆସିଥିଲା । ବୟସ ବଢିବା ସାଙ୍ଗକୁ ମନ ଓ ଚାଲିଚଳନରେରେ ପରିବର୍ତ୍ତନ ଆସିଥିଲା । ପୁଅ ସାଙ୍ଗଙ୍କ ଅପେକ୍ଷା ଝିଅମାନଙ୍କ ସହିତ ମିଳାମିଶା କରିବାକୁ ଭଲ ଲାଗିଥିଲା । ଆଉ ଯୁବକ ଅବସ୍ଥାରେ ମୁମ୍ବାଇ ଯାଇ ସେ ବ୍ୟୟ ବହୁଳ ଅସ୍ତ୍ରୋପଚାର କରି ନିଜର ଲିଙ୍ଗ ପରିବର୍ତ୍ତନ କରି ବର୍ତ୍ତମାନ ପୁଅରୁ ଝିଅ ହୋଇ ଯାଇଛନ୍ତି ସମୀର ।

ବର୍ତ୍ତମାନ ସେ ଓଡ଼ିଶାର ପ୍ରଥମ ଟ୍ରାନ୍ସ ଓମେନ୍ ଆର୍ଟିଷ୍ଟ ସମୀରା ନାୟକ । ସେ ଏବେ ଖଲ୍ଲିକୋଟ୍ ସରକାରୀ ଚାରୁ ଓ କାରୁକଳା ମହାବିଦ୍ୟାଳୟରେ ଅଧ୍ୟାପିକା ଭାବେ କାର୍ଯ୍ୟରତ ରହିଛନ୍ତି  ଖଲ୍ଲିକୋଟର ଗୋଟିଏ ଛୋଟିଆ ଗାଁରେ ଏକ ମଧ୍ୟବିତ୍ତ ପରିବାରରେ ଜନ୍ମ ହୋଇଥିଲେ ସମୀର ନାୟକ । ବୟସ ବଢିବା ସାଙ୍ଗକୁ ଆଉ ପୁଅ ସାଙ୍ଗଙ୍କ ସହ ମିଳାମିଶା ଭଲ ଲାଗିଲା ନାହିଁ । ଝିଅ ମାନଙ୍କ ସହିତ ମିଶିବା କଥା ହେବାରେ ରୁଚି ବୃଦ୍ଧି ପାଇଥିଲା । ପାଠ ପଢା ସାରିବା ପରେ ସେ ପୁଅ ଶରୀରରେ ନିଜକୁ ବୁଝାମଣା କରି ନପାରି ମୁମ୍ବାଇ ଯାଇ ଲିଙ୍ଗ ପରିବର୍ତ୍ତନ କରିଥିଲେ ।

ଏକଦା ସେହି ମହାବିଦ୍ୟାଳୟରେ ଛାତ୍ର ଭାବେ ପାଠ ପଢୁଥିବା ପୁଅଟିଏ ଆଜି ସେହି କଲେଜରେ ଅତିଥି ଅଧ୍ୟାପିକା ଭାବେ ନିଯୁକ୍ତି ହୋଇଥିବାରୁ ଛାତ୍ରଛାତ୍ରୀ, ଅଧ୍ୟାପକ ଓ ଅଧ୍ୟାପିକା ବେଶ୍ ଖୁସି ଓ ଗର୍ବ ଅନୁଭବ କରୁଛନ୍ତି। ଅପର ପକ୍ଷରେ ବର୍ତ୍ତମାନ ସମୀରା ଓଡ଼ିଶାର ପ୍ରଥମ ଟ୍ରାନ୍ସ ଓମେନ୍ ଆର୍ଟିଷ୍ଟ ଭାବରେ ନିଜକୁ ଗର୍ବ ଅନୁଭବ କରନ୍ତି । ଆଗକୁ ଯାଇ ଚିତ୍ର କଳା କ୍ଷେତ୍ରରେ ଓଡିଶାର ଟେକ ରଖିବାକୁ ଲକ୍ଷ ରଖିଛନ୍ତି ସମୀରା ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚିଚର୍ଲା ଉଦ୍ୟାନ ବିଭାଗରେ ନାହିଁ ପାଣି ସୁବିଧା: ଶ୍ରୀହୀନ ପଡ଼ିଛି ନର୍ସରି

କେସିଙ୍ଗା,୪।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବୋରିଆ ପଞ୍ଚାୟତ ଚିଚର୍ଲା ଗାଁ ନିକଟରେ ଥିବା ଜାତୀୟ ରାଜପଥ ୨୬ ନିକଟରେ ଥିବା ଉଦ୍ୟାନ ବିଭାଗର…

ଆସାମ ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର-ହତ୍ୟା ମାମଲାରେ ତିନି ନାବାଳକ ଗିରଫ

ଦିସପୁର,୪।୮: ଆସାମର ହାଇଲାକାଣ୍ଡି ଜିଲାରେ ଜଣେ ୧୫ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ଅପରାଧରେ ତିନି ଜଣ ଅଭିଯୁକ୍ତଙ୍କୁ ଅଭିଯୁକ୍ତ କରାଯାଇଛି, ସେମାନଙ୍କ…

କଦଳୀ ଚାଷୀଙ୍କୁ ମିଳୁନି ସରକାରୀ ପ୍ରୋତ୍ସାହନ: ଶୀତଳ ଭଣ୍ଡାର ନିର୍ମାଣ ଦାବି

କେସିଙ୍ଗା,୪।୮(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗାଁରେ ପ୍ରାୟତଃ ଅଧିକାଂଶ ଲୋକ ଚାଷ ଉପରେ ସବୁବେଳେ ନିର୍ଭର କରନ୍ତି l ଏହି ଅଞ୍ଚଳ ରେତ ନଦୀ…

ତାମିଲନାଡୁରେ ବଡ଼ ରାଜନୈତିକ ହଲଚଲ: ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଗିରଫ, ତ୍ରିଶାଙ୍କୁ ନେଇ କହିଥିଲେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁ ରାଜନୀତିରେ ମଙ୍ଗଳବାର ସକାଳେ ହଠାତ୍‌ ବଡ଼ ରାଜନୈତିକ ହଙ୍ଗାମା ଦେଖିବାକୁ ମିଳିଛି। ରାଜ୍ୟର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଏବଂ ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନଙ୍କୁ…

ବରଗଡରେ ଚାଞ୍ଚଲ୍ୟ: ନିରାମୟରେ ଦିଆଯାଉଛି ଏକ୍ସପାୟାରୀ ମେଡିସିନ୍‌, ଜଣେ ଆହତ ବାଳକଙ୍କୁ…

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରହିଥିବା ନିରାମୟରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଏଠାରେ ରୋଗୀଙ୍କୁ ଏକ୍ସପାୟାରୀ ମେଡିସିନ୍‌ ଦିଆଯାଇଥିବା ଅଭିଯୋଗ…

ଉପାନ୍ତ ଅଞ୍ଚଳରେ ନେଟ୍‌ଓ୍ବର୍କ ସମସ୍ୟା: ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଲୋକେ

ନୂଆପଡ଼ା,୪ା୮ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକର ଉପାନ୍ତ ଅଞ୍ଚଳ ଦେଓଦରା ପଞ୍ଚାୟତ ଓ ବୋଡେନ ବ୍ଲକ ନାଗପଡ଼ା ପଞ୍ଚାୟତର ଅଧିକାଂଶ ଗାଁର ଲୋକେ ମୌଳିକ ସୁବିଧାରୁ…

୬ଷ୍ଠ ନ୍ୟାସନାଲ ଆମେଚର କ୍ରୀଡା , ଓଡ଼ିଶାରୁ ମନୋନୀତ ହେଲେ ଦିଲ୍ଲୀପ

କଲ୍ୟାଣସିଂହପୁର,୪।୮(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସଲୀ ପଞ୍ଚାୟତର ନିୟମଗିରିର ଚାଟିକଣା ଗ୍ରାମରେ ଜନ୍ମ ହୋଇଥିବା ପ୍ରତିଭାବାନ୍ କବାଡି ଖେଳାଳି ଦିଲ୍ଲୀପ କୁମାର…

ମୁଖ୍ୟମନ୍ତ୍ରୀ ଥଲାପତି ବିଜୟଙ୍କୁ ସୁପ୍ରିମକୋର୍ଟଙ୍କ ଜୋରଦାର ଝଟ୍‌କା! ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ଏମ. କେ. ଷ୍ଟାଲିନ ସରକାରଙ୍କ ପରେ ମୁଖ୍ୟମନ୍ତ୍ରୀ ଥଲାପତି ବିଜୟ ଜୋସେଫ ସରକାର ମଧ୍ୟ ରାଜ୍ୟର ଥିରୁପରନକୁନ୍ଦ୍ରମ ପାହାଡ଼ରେ ପବିତ୍ର ଦୀପ ପ୍ରଜ୍ୱଳନ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri