Posted inଜାତୀୟ

ନବାବଙ୍କ ବିରୋଧରେ ମାନହାନୀ ମାମଲା ରୁଜୁ କଲେ ସମୀର

ମୁମ୍ବାଇ,୧୫।୮: ମୁମ୍ବାଇର ପୂର୍ବତନ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଅଧିକାରୀ ସମୀର ୱାଙ୍ଖେଡେ ଏନସିପି ନେତା ନବାବ ମଲିକଙ୍କ ବିରୋଧରେ ମାନହାନୀ ମୋକଦ୍ଦମା ଦାୟର କରିଛନ୍ତି। ମହାରାଷ୍ଟ୍ର ସାମାଜିକ ନ୍ୟାୟ ବିଭାଗର ମୁମ୍ବାଇ ଜିଲା ଜାତି ପ୍ରମାଣପତ୍ର ଯାଞ୍ଚ କମିଟିରୁ ଏକ କ୍ଲିନ୍‌ଚିଟ୍‌ ପାଇବା ପରେ ସେ ଏହି ମାମଲା ରୁଜୁ କରିଛନ୍ତି। ନବାବ ମଲିକଙ୍କ ବିରୋଧରେ ଏସସି-ଏସଟି ଆକ୍ଟ ଅନୁଯାୟୀ ମାମଲା ଦାୟର କରିଛନ୍ତି ସମୀର।
ନବାବ ମଲିକ ମହାରାଷ୍ଟ୍ରରେ ମନ୍ତ୍ରୀ ଥିବାବେଳେ ୱାଙ୍ଖେଡେଙ୍କୁ ଏସସି-ଏସଟିର ନକଲି ଡକ୍ୟୁମେଣ୍ଟ କରି ଚାକିରି ପାଇଥିବା ଅଭିଯୋଗ କରିଥିଲେ। ସେତେବେଳେ ସମୀର ଫିଲ୍ମ ଷ୍ଟାର ଶାହାରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନଙ୍କ ଡ୍ରଗ ମାମଲାର ତଦନ୍ତ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?