Posted inଜାତୀୟ

ଫସିଗଲେ ଶାହାରୁଖଙ୍କ ଟେନଶନ ବଢାଇଥିବା ସମିର ଓ୍ବାନଖେଡେ

ମୁମ୍ବାଇ,୧୦।୨: ଏକଦା ବଲିଉଡ ବାଦଶାହା ଶାହାରୁଖ ଖାନଙ୍କ ଟେନଶନ ବଢାଇଥିବା ମୁମ୍ବାଇର ଏନସିବି ଜୋନାଲ ନିର୍ଦ୍ଦେଶକ ସମୀର ୱାନଖେଡେ ବର୍ତ୍ତମାନ ଫସି ଯାଇଛନ୍ତି। ଆଇଆରଏସ ଅଧିକାରୀ ସମୀର ୱାନଖେଡେଙ୍କ ବିରୋଧରେ ଇଡି ଏକ ମାମଲା ରୁଜୁ କରିଛି। ଏନଏମଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ଏହି ମାମଲାକୁ ପିଏମଏଲଏ ଅଧିନିୟମ ଅନୁଯାୟୀ ପଞ୍ଜୀକୃତ କରିଛି। ଇଡି ମଧ୍ୟ କିଛି ଲୋକଙ୍କୁ ଡକାଇଛି।
ସିମର ୱାନଖେଡେଙ୍କ ବିରୋଧରେ ସିବିଆଇ ମଧ୍ୟ ଏକ ମାମଲା ରୁଜୁ କରିସାରିଛି। ସମୀର ଓ୍ବାନଖେଡେ ଏବଂ ଅନ୍ୟମାନଙ୍କ ବିରୋଧରେ ସିବିଆଇ ଦ୍ୱାରା ପଞ୍ଜୀକୃତ ହୋଇଥିବା ସମାନ ଏଫଆଇଆର ଆଧାରରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ପିଏମଏଲଏ ଅଧିନିୟମ ଅନୁଯାୟୀ ଏକ ମାମଲା ରୁଜୁ କରିଛି। ଇଡି ମଧ୍ୟ ଏହି ପ୍ରସଙ୍ଗରେ କିଛି ଲୋକଙ୍କୁ ପଚରାଉଚରା କରିଛି। କେବଳ ଏତିକି ନୁହେଁ, ଆସନ୍ତା ସପ୍ତାହରେ ପଚରାଉଚୁରାରେ ଯୋଗଦେବା ପାଇଁ ଇଡି ଏନସିବି ସହ ଜଡିତ କିଛି ଲୋକଙ୍କୁ ମୁମ୍ବାଇ କାର୍ଯ୍ୟାଳୟକୁ ଡାକିଛି।


Enter your email to get our daily news in your inbox.

All Right Reserved By Dharitri.Com

LPG ସିଲିଣ୍ଡର ପିଛା ଦାମ ବଢ଼ିବ ୩୭୦ ଟଙ୍କା; ଡିସେମ୍ବରରେ ହେବ ମୂଲ୍ୟ ବୃଦ୍ଧିି! କ୍ଷତିରେ ଚାଲୁଛନ୍ତି କମ୍ପାନୀ

ନୂଆଦିଲ୍ଲୀ,୧।୧୧: ଡିସେମ୍ବର ୨୦୨୬ରେ, ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଉପରେ ‘ଅଣ୍ଡର-ରିକଭରି’ (ଅର୍ଥାତ ଉତ୍ପାଦନ/କ୍ରୟ ମୂଲ୍ୟ ଏବଂ ବିକ୍ରୟ ମୂଲ୍ୟ ମଧ୍ୟରେ ଥିବା ପାର୍ଥକ୍ୟ) ପ୍ରାୟ ୧୩%…

CJP ଦୀପାବଳି ପାର୍ଟିରେ ଯୋଗ ଦେଲେ ବିରୋଧୀ ଦଳର ନେତା; ଅଭିଜିତ ଦୀପକେ, ସୌରଭ ଦାସଙ୍କୁ କ’ଣ କହିଲେ ସୁପ୍ରିୟା ସୁଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୧।୧୧: ‘କକରୋଚ ଜନତା ପାର୍ଟି’ (CJP) ଏବଂ କେତେଜଣ ବିରୋଧୀ ଦଳର ନେତାଙ୍କ ମଧ୍ୟରେ ନିକଟତର ହେବାର ସଙ୍କେତ ମିଳୁଛି। ଶନିବାର, ତୃଣମୂଳ କଂଗ୍ରେସ, ସିପିଆଇ(ଏମ) (CPI(M))…

ଏଇ ଭାରତରେ

ଜଙ୍ଗଲରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ହାତୀମାନେ ଜନବସତି ଆଡ଼କୁ ମୁହଁାଉଛନ୍ତି। ଫସଲ ଓ ଧନଜୀବନ ରକ୍ଷା କରିବା ପାଇଁ ମଣିଷ ସେମାନଙ୍କର ମୁକାବିଲା କରୁଛି।…

ବୈଶ୍ୱିକ କ୍ଷୁଧା ସୂଚକାଙ୍କରେ ଭାରତ

ଚଳିତ ୨୦୨୬ ମସିହାରେ ଗଣନା କରାଯାଇଥିବା ବୈଶ୍ୱିକ କ୍ଷୁଧା ସୂଚକାଙ୍କରେ ୧୨୨ଟି ଦେଶ ମଧ୍ୟରେ ଭାରତ ୧୦୩ତମ ସ୍ଥାନ ଅଧିକାର କରିଛି। ଏ କ୍ଷେତ୍ରରେ ଅର୍ଥନୈତିକ ଦୃଷ୍ଟିକୋଣରୁ…

ରହସ୍ୟଘେରରେ ନିଖୋଜ ଶିଶୁ

ସଭ୍ୟତାର କ୍ରମବିକାଶ ସହ ତାଳ ଦେଇ ଅନେକ ଅରୁଚିକର ଘଟଣା ପ୍ରତ୍ୟହ ସଂଘଟିତ ହୋଇ ଆମ ସଂସ୍କୃତି, ଐତିହ୍ୟ ଓ ଉଚ୍ଚ ପରମ୍ପରା ପ୍ରତି ଆହ୍ବାନ ସୃଷ୍ଟି…

କଥା ଓ କାମରେ ପ୍ରଭେଦ

ହିନ୍ଦୁତ୍ୱବାଦୀ ଚିନ୍ତାଧାରାରେ ଥିବା ଭାରତ ସମ୍ପୂର୍ଣ୍ଣ ଭାବେ ଏକ ସମ୍ପ୍ରଦାୟଭିତ୍ତିକ ରାଷ୍ଟ୍ର ନୁହେଁ ବୋଲି ମୁଁ ପୂର୍ବରୁ ଲେଖିଛି। ମୋ ଯୁକ୍ତି ହେଉଛି, ୨୦୦୮ ପୂର୍ବରୁ ନେପାଳ…

୧୦,୦୦୦ ସୁରକ୍ଷା କର୍ମୀ, ୨୫୦ କ୍ୟାମେରା, ରାସ୍ତାରେ ବ୍ୟାରିକେଡ,ଦିଲ୍ଲୀରେ ‘ଇଣ୍ଡିଆ’ (INDIA) ମେଣ୍ଟର ରାଲି ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ,୧।୧୧: ବିରୋଧୀ ମେଣ୍ଟ ‘INDIA’ (ଇଣ୍ଡିଆ) ବ୍ଲକ ପକ୍ଷରୁ ରବିବାର ଦିଲ୍ଲୀର ରାମଲୀଳା ମୈଦାନରେ ଏକ ବିଶାଳ ରାଲି ଆୟୋଜିତ ହେବାକୁ ଯାଉଛି। ଏହି କାର୍ଯ୍ୟକ୍ରମରେ କଂଗ୍ରେସ…

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ: ବନ୍ୟା ଜଳରୁ ୧୦ କୃଷ୍ଣସାର ଉଦ୍ଧାର, ୨ ମୃତ

ଗଞ୍ଜାମ,୧।୧୧,(ଅନାଥ ତରାଇ ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୁଲ୍ୟା ନଦୀରେ ଆସିଥିବା ବନ୍ୟା ଯୋଗୁ ଗଞ୍ଜାମ ବ୍ଲକର ବିଭିନ୍ନ ଅଞ୍ଚଳରେ କେତେକ କୃଷ୍ଣସାର ମୃଗ ଭାସିଯାଉଥିବା ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?