Posted inଜାତୀୟ

‘ସଚ୍ଚୋଟ ଅଫିସର ୨ ଲକ୍ଷ ଟଙ୍କାର ଜୋତା ପିନ୍ଧନ୍ତି ନାହିଁ’

ମୁମ୍ବାଇ,୩।୧୧: ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ଜୋନାଲ ଡିରେକ୍ଟର ସମୀର ୱାଙ୍ଖଡେଙ୍କୁ ପୁଣି ଟାର୍ଗେଟ କରିଛନ୍ତି ମହାରାଷ୍ଟ୍ର ମନ୍ତ୍ରୀ ନୱାବ ମଲ୍ଲିକ। ୱାଙ୍ଖଡେ ଜଣେ ଦୁର୍ନୀତି ଖୋର ଅଫିସର। ସେ ବଟି ଆଦାୟ କରିବା ସହ ଅତି ଦାମୀ ପୋଷାକ ପିନ୍ଧନ୍ତି। ତାଙ୍କ ଟ୍ରାଉଜରର ମୂଲ୍ୟ ୧ ଲକ୍ଷ, ଗୋଟିଏ ଶାର୍ଟ ୭୦ ହଜାର, ୨ ଲକ୍ଷର ଜୋତା ଏବଂ ଘଣ୍ଟାର ଦାମ୍‌ ୨୫ରୁ ୫୦ ଲକ୍ଷ ଟଙ୍କା ହେବ ବୋଲି ନୱାବ ମଙ୍ଗଳବାର ଅଭିଯୋଗ କରିଛନ୍ତି। ଜଣେ ସଚ୍ଚୋଟ ଅଫିସର କିପରି ଏତେ ମହଙ୍ଗା ପୋଷାକ ପିନ୍ଧିପାରିବେ ବୋଲି ସେ ପ୍ରଶ୍ନ ଉଠାଇଛନ୍ତି। ୱାଙ୍ଖଡେ ମିଛରେ ଲୋକଙ୍କୁ ଫସାଇ ସେମାନଙ୍କଠାରୁ କୋଟି କୋଟି ଟଙ୍କା ଆଦାୟ କରିଛନ୍ତି। ଏଥିପାଇଁ ସେ ଏକ ପ୍ରାଇଭେଟ ଟିମ୍‌ ରଖିଥିବା ମହାରାଷ୍ଟ୍ର ମନ୍ତ୍ରୀ ସଙ୍ଗିନ ଅଭିଯୋଗ ଆଣିଛନ୍ତି। ଗତ ୧୫ ଦିନରେ ଜେଏନ୍‌ପିଟିରେ ୩ଟି କଣ୍ଟେନରରେ ଡ୍ରଗ୍ସ ଥିବା ଘଟଣା ଜଣାପଡ଼ିଥିବା ବେଳେ କାହିଁକି ଏ ମାମଲାରେ କୌଣସି ପଦକ୍ଷେପକ ନିଆଯାଇନାହିଁ ବୋଲି ନୱାବ ପଚାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ହାବୁଡ଼ରେ ପଡିଗଲେ ମନରେଗା ସହାୟିକା, ବିଲ୍‌ କରାଇ ଦେବା କହି ନେଉଥିଲେ ଏତେ ଟଙ୍କା ଲାଞ୍ଚ

ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜଳବିଭାଜିକା ବିଭାଗର କର୍ମଚାରୀ ତଥା ମନରେଗା ସହାୟିକା ପ୍ରିୟଙ୍କା ଜେନା। ଫାର୍ମ ପଣ୍ଡ କାମରେ ବିଲ୍‌ କରାଇ ଦେବା…

ରାଘବ ଚଢ଼ାଙ୍କୁ ମିଳିବ ଏହି ଦାୟିତ୍ୱ! ମୋଦି କ୍ୟାବିନେଟ୍‌ରେ ବଡ଼ ପଦବୀ ମିଳିବା ନେଇ ରାଜନୀତିରେ ହଇଚଇ, ହେବେ କି…

ନୂଆଦିଲ୍ଲୀ, ୮।୬: ଭାଜପା ପକ୍ଷରୁ କେନ୍ଦ୍ରମନ୍ତ୍ରୀ ରଭନୀତ ସିଂହ ବିଟ୍ଟୁ ଏବଂ ଜର୍ଜ କୁରିଏନ୍‌ଙ୍କୁ ରାଜ୍ୟ ସଭା ଟିକେଟ ନ ମିଳିବା ପରେ ସେମାନଙ୍କୁ ମୋଦି କ୍ୟାବିନେଟରୁ…

କଳାଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ: ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ୱର, ୮।୬: ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ପ୍ରଭାବ ଜାରି ରହିଥିବା ବେଳେ ସୋମବାର ଅପରାହ୍ନରେ ପୁଣିଥରେ ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱରକୁ କାଳବୈଶାଖୀ ମାଡ଼ି…

ଗୋଇସରରେ ଜଳକଷ୍ଟ:ପାଣି ପାଇଁ ଧାରଣା ଦେଲେ ମହିଳା

ବରଗଡ଼,୮।୬(ପ୍ରେମାନନ୍ଦ ଖମାରୀ): ତାତି ଥମିବାର ନାଁ ନେଉ ନାହିଁ। ଘରେ ହେଉ ଅବା ବାହାରେ ଯେଉଁଠି ରହିଲେ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଭଳି ସ୍ଥଳେ…

ହାତୀ ଛୁଆର ମିଳିଲା କଙ୍କାଳ: ତାରସିଂ ରେଞ୍ଜରେ ୩ ମାସରେ ୩ ହାତୀ ମୃତ୍ୟୁ

ଭଞ୍ଜନଗର,୮।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜ ଗାୟଗଣ୍ଡା ନିକଟସ୍ଥ ପାଇଛାଲିଆ ଘଞ୍ଚ ଜଙ୍ଗଲ ଭିତରୁ ସୋମବାର ଏକ ହାତୀ ଛୁଆର କଙ୍କାଳ…

ଧାନ ଉଠାଇବା ଦାବିରେ ସିଏସ୍‌ଓ ଅଫିସରେ ପଶିଲେ ଚାଷୀ, ସିଏସ୍‌ଓ କହିଲେ-ଖୁବ୍‌ଶୀଘ୍ର…

ବଲାଙ୍ଗୀର, ୮।୬ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ମଣ୍ଡି ଓ ନଅଗାଁ (ଖ) ମଣ୍ଡିରେ ଧାନକିଣା ଅଚଳାବସ୍ଥା ଏବଂ ମିଲର୍ସଙ୍କ ମନମୁଖୀ କାର୍ଯ୍ୟ ପ୍ରତିବାଦରେ…

ବଚସା ହେଲା କାଳ….ମଦ ନିଶାରେ ବାପାଙ୍କୁ ଶାବଳରେ ଭୁଷି ହତ୍ୟା କଲେ ପୁଅ

ପାଟଣା,୮ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦିଗ ପଶି ଗ୍ରାମରେ ଛାତିଥରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ରବିବାର ବିଳମ୍ୱିତ ରାତିରେ ପୁଅ ଉଦ୍ଧବ…

‘ତୁରନ୍ତ ବନ୍ଦ ହେଉ ଗୁଳିବିନିମୟ’, ଇରାନ-ଇସ୍ରାଏଲକୁ ଟ୍ରମ୍ପଙ୍କ କଡ଼ା ଚେତାବନୀ!

ନୂଆଦିଲ୍ଲୀ, ୮।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟପ୍ରାଚ୍ୟରେ ଶାନ୍ତି ପାଇଁ ଇସ୍ରାଏଲ ଏବଂ ଇରାନକୁ ଆକ୍ରମଣ ବନ୍ଦ କରିବାକୁ ଆହୱାନ କରିଛନ୍ତି। ଟ୍ରମ୍ପ ଟ୍ରୁଥ ସେସିଆଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri