Posted inଜାତୀୟ

କୃଷି ମନ୍ତ୍ରଣାଳୟ ଓ୍ବେବସାଇଟରୁ ସ୍ବାମୀନାଥନ କମିଶନ ରିପୋର୍ଟ ଅଦୃଶ୍ୟ: ଚାଷୀ ଆନ୍ଦୋଳନ ଦାବିରେ ରହିଛି ଏହି ରିପୋର୍ଟ…

ନୂଆଦିଲ୍ଲୀ,୧୫।୨ : ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାନ କୃଷି ବୈଜ୍ଞାନିକ ଡକ୍ଟର ଏମଏସ ସ୍ବାମୀନାଥନଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନୀତ କରିବାକୁ ଘୋଷଣା କରିଥିଲେ। ଏହି ସମୟରେ କୃଷକ ମନ୍ତ୍ରଣାଳୟର ଅଫିସିଆଲ ୱେବସାଇଟରୁ ତାଙ୍କ ଦ୍ୱାରା ଲିଖିତ ଏକ ରିପୋର୍ଟ ଅଦୃଶ୍ୟ ହୋଇଯାଇଛି।

ଏହାପୂର୍ବରୁ ସ୍ବାମୀନାଥନ କମିଶନ ରିପୋର୍ଟର ସମସ୍ତ ଅଂଶ ୱେବସାଇଟରେ ଉପଲବ୍ଧ ଥିଲା। ଜାତୀୟ କୃଷକ ଆୟୋଗର ଅଧ୍ୟକ୍ଷ ଥିବାବେଳେ ସେ ଏହି ରିପୋର୍ଟ ଲେଖିଥିଲେ। ଆନ୍ଦୋଳନ କରୁଥିବା ଚାଷୀଙ୍କ ଦାବି ମଧ୍ୟରୁ ଗୋଟିଏ ହେଉଛି ସ୍ବାମୀନାଥନ ଆୟୋଗ ରିପୋର୍ଟରେ ଦିଆଯାଇଥିବା ସୁପାରିଶକୁ କାର୍ଯ୍ୟକାରୀ କରାଯିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ରାଇପାହାଡ଼ରେ ଆନ୍ଧ୍ର ନେତା: ଆନ୍ଧ୍ର ଯୋଜନାରେ ସାମିଲ ପାଇଁ ପ୍ରଲୋଭନ

ନନ୍ଦପୁର/ପାଡୁଆ,୬ା୨(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ଗୋଲୁର ପଞ୍ଚାୟତ ରାଇପାହାଡ଼ ଗ୍ରାମରେ ଆନ୍ଧ୍ରପ୍ରଦେଶ ନେତାମାନେ ଗୁରୁବାର ବୈଠକ କରିଛନ୍ତି। ଆନ୍ଧ୍ରର…

ସରକାରଙ୍କ ବଡ଼ ନିଷ୍ପତ୍ତି: ଓଟଙ୍କୁ ମିଳିବ ପାସପୋର୍ଟ

ରିଆଦ୍‌,୬ା୨:ଓଟଙ୍କୁ ନେଇ ସାଉଦି ଆରବ ସରକାର ଏଭଳି ଏକ ନିଷ୍ପତ୍ତି ନେଇଛନ୍ତି, ଯାହାକି ସାରା ଙ୍କ ପକ୍ଷରୁ ପାସ୍‌ପୋର୍ଟ ଦିଆଯିବ। ପାରମ୍ପରିକ ଏବଂ ଅର୍ଥନୈତିକ ଦୃଷ୍ଟିରୁ ସାଉଦି…

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri