୨୦୨୪ ପର୍ଯ୍ୟନ୍ତ ସମୀର ରାଜ୍ୟ ଭାଜପା ସଭାପତି ରହିବେ: ପୃଥ୍ବୀରାଜ

ଭୁବନେଶ୍ବର,୧୮।୧(ବ୍ୟୁରୋ): ୨୦୨୪ ସାଧାରଣ ନିର୍ବାଚନ ପର୍ଯ୍ୟନ୍ତ ଭାଜପା ରାଜ୍ୟ ସଭାପତି ଭାବେ ସମୀର ମହାନ୍ତି କାର୍ଯ୍ୟ ଜାରି ରଖିବେ ବୋଲି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ କାର୍ଯ୍ୟକାଳ ବଢିଲେ ସେହି ଅନୁସାରେ ସବୁ ରାଜ୍ୟ ସଭାପତିଙ୍କ କାର୍ଯ୍ୟକାଳ ମଧ୍ୟ ବଢିଥାଏ। ସମୀରଙ୍କ ନେତୃତ୍ୱରେ ଦଳ ଏଠାରେ ଭଲ ପ୍ରଦର୍ଶନ କରୁଛି। ସେ ୨୦୨୪ ବିଧାନସଭା ନିର୍ବାଚନ ଶେଷ ପର୍ଯ୍ୟନ୍ତ ସଭାପତି ଭାବେ କାର୍ଯ୍ୟ କରିବା ନେଇ ଖୁବଶୀଘ୍ର ଘୋଷଣା ହୋଇଯିବ। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ୨୦୨୪ ଜୁନ୍‌ ପର୍ଯ୍ୟନ୍ତ ନିଜର ପଦ ବଜାୟ ରଖିବେ ବୋଲି ଦଳର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ନିଷ୍ପତ୍ତି ହୋଇଛି। ମୁଖ୍ୟତଃ ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଭାଜପା ନିଜର ସାଙ୍ଗଠନିକ ପରିବର୍ତ୍ତନ କରିବାକୁ ଚାହିଁ ନାହିଁ ବୋଲି ପୃଥ୍ବୀରାଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ କୋଟି ଟଙ୍କା କିଏ ଦେବ

ଭୁବନେଶ୍ୱର,୨୬।୭(ବ୍ୟୁରୋ):ରାଜ୍ୟ ସରକାର ଘରୋଇ କମ୍ପାନୀକୁ ୧୨୦ କୋଟି ଗଣିବେ। କମ୍ପାନୀର ବକେୟା ୨୦ କୋଟି ସହ ୨୦୦୪ରୁ ଆଜି ଯାଏ ୧୦୦ କୋଟି ଟଙ୍କା ପଇଠ...

ମହିଳା ମାଓବାଦୀଙ୍କ ଆମତ୍ସମର୍ପଣ

ମାଲକାନଗିରି, ୨୧।୧(ଡି.ଏନ.ଏ)-ମାଲକାନଗିରି ଜିଲା ପୋଲିସ କାର୍ଯ୍ୟାଳୟଠାରେ ଆରକ୍ଷୀ ଅଧୀକ୍ଷକ ରିଷିକେଶ ଡି. ଖିଲାରୀଙ୍କ ନିକଟରେ ମଙ୍ଗଳବାର ଜଣେ ମହିଳା ମାଓବାଦୀ ଆମତ୍ସମର୍ପଣ କରିଛି। ସେ ହେଲେ...

ପୁରୀରେ ନିରାମିଷ କାଫେଟେରିଆ

ପୁରୀ ଅଫିସ,୨।୪: ସ୍ବର୍ଗଦ୍ୱାର ପାଖରେ ଜିଲା ପ୍ରଶାସନ ସହଯୋଗରେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ପକ୍ଷରୁ ଏକ ଶୁଦ୍ଧ ନିରାମିଷ କାଫେଟେରିଆ ଖୋଲିଛି। ଓଡ଼ିଶା...

ରାଲିରେ ଅପରାଜିତାଙ୍କୁ ସହଯୋଗ କରିବୁ ନାହିଁ: ପୁରୀ ବିଧାୟକ

ପୁରୀ ଅଫିସ,୨୬।୪: ଗୋଟିଏ ପଟେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ପୁରୀ ଐତିହ୍ୟ କରିଡର ପ୍ରକଳ୍ପକୁ ବିରୋଧ କରୁଥିବା ବେଳେ ପୁରୀ ବିଧାୟକ ଜୟନ୍ତ କୁମାର...

ବଗିଚାରେ ଟଳିପଡ଼ିଲେ ନନ୍ଦନକାନନ କର୍ମଚାରୀ

ବାରଙ୍ଗ,୭।୧୦:(ଡି.ଏନ୍‌.ଏ.): ନନ୍ଦନକାନନ ଷ୍ଟୋର ରେଞ୍ଜର କାର୍ଯ୍ୟାଳୟ ସମ୍ମୁଖ ବଗିଚାରେ କାମ କରୁଥିବାବେଳେ ଜଣେ କର୍ମଚାରୀଙ୍କର ବୁଧବାର ମୃତ୍ୟୁ ଘଟିଛି। ସେ ହେଲେ ନନ୍ଦନକାନନ ଥାନା ରଘୁନାଥପୁରର...

ମକର ସଂକ୍ରାନ୍ତି: ଶ୍ରୀମନ୍ଦିରରେ ପ୍ରବଳ ଭିଡ

ପୁରୀ ଅଫିସ, ୧୫।୧: ବୁଧବାର ପବିତ୍ର ମକର ସଂକ୍ରାନ୍ତି। ଶ୍ରୀ ମନ୍ଦିରରେ ପାଳିତ ହେଉଛି ମହାପ୍ରଭୁଙ୍କ ମକର ନୀତି। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର...

ତଳିଆ ଅଞ୍ଚଳର ସ୍ଥିତି ସମୀକ୍ଷା କଲେ ବିଏମ୍‌ସି ମେୟର

ଭୁବନେଶ୍ବର,୧୧।୫(ବ୍ୟୁରୋ) : ଦୁର୍ବଳ ହେଲା ଭୀଷଣ ବାତ୍ୟା ‘ଅସାନି’। ଦୁର୍ବଳ ହୋଇ ବାତ୍ୟାରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜଧାନୀ ଭୁବନେଶ୍ବରରେ ମଙ୍ଗଳବାରରୁ ବର୍ଷା ଲାଗି...

ଲଘୁଚାପ ସୃଷ୍ଟି, ଅଧିକାଂଶ ଜିଲାରେ ବର୍ଷା

ଭୁବନେଶ୍ୱର,୪।୧୦(ବ୍ୟୁରୋ):ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା...

Advertisement
Archives

Model This Week