Posted inଖେଳ

ଜିତିବା ପାଇଁ ସାମିଙ୍କ ମା’ କଲେ ପ୍ରାର୍ଥନା

ଅହମ୍ମଦାବାଦ,୧୯ା୧୧: ଦିନିକିଆ କ୍ରିକେଟ ବିଶ୍ୱକପ୍‌ ୨୦୨୩ର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏହି ମହାନ ମ୍ୟାଚ୍‌ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି ଚାଲିଛି। ଟିମ୍‌ ଇଣ୍ଡିଆ ଶେଷଥର ପାଇଁ ୨୦୧୧ରେ ବିଶ୍ୱ ଟାଇଟଲ ଜିତିଥିଲା। ବର୍ତ୍ତମାନର ବିଶ୍ୱକପର ଭାରତୀୟ ଦଳ କ୍ରମାଗତ ୧୦ଟି ମ୍ୟାଚ୍‌ ଜିତି ଫାଇନାଲରେ ପ୍ରବେଶ କରିଛି। ପ୍ରଥମ ଦୁଇଟି ମ୍ୟାଚ୍‌ ହାରିବା ପରେ ଅଷ୍ଟ୍ରେଲିଆ କ୍ରମାଗତ ୮ଟି ବିଜୟ ଧାରା ଜାରି ରଖି ଭାରତ ସହ ଟାଇଟଲ ଯୁଦ୍ଧ ପାଇଁ ପ୍ରସ୍ତୁତ ରହିଛି। ୨୦୦୩ରେ ଭାରତ ଫାଇନାଲରେ ଅଷ୍ଟ୍ରେଲିଆ ଦ୍ୱାରା ୧୨୫ ରନ୍‌ରେ ପରାସ୍ତ ହୋଇଥିଲା। ବର୍ତ୍ତମାନ ସେହି ପରାଜୟର ପ୍ରତିଶୋଧ ନେବାକୁ ଭାରତର ଏକ ସୁବର୍ଣ୍ଣ ସୁଯୋଗ ଅପେକ୍ଷାରେ ରହିଛି।

Mohammed Shami | India cricket player profile

ଆଜି ଇତିହାସର ପୃଷ୍ଠାରେ ରୋହିତ ଶର୍ମାଙ୍କ ନାମ ରେକର୍ଡ କରାଯାଇପାରିବ। ରୋହିତ ବିଶ୍ୱକପ ଟ୍ରଫି ଜିତି କିମ୍ବଦନ୍ତୀ କପିଲ ଦେବ ଏବଂ ମହେନ୍ଦ୍ର ସିଂ ଧୋନିଙ୍କ ସ୍ବତନ୍ତ୍ର କ୍ଲବରେ ଯୋଗ ଦେଇ ପାରିବେ। ପେସର ମହମ୍ମଦ ଶାମିଙ୍କ ମା’ କହିଛନ୍ତି, ଦଳର ସମସ୍ତ ଖେଳାଳି ତାଙ୍କ ପୁଅଙ୍କ ପରି ଏବଂ ସେ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିବେ ଯେ, ଭାରତୀୟ ଦଳ ଚାମ୍ପିୟନ ହୁଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?