ନିର୍ଦ୍ୱନ୍ଦ୍ୱ ସମିତିସଭ୍ୟା ଅପହରଣ ପ୍ରସଙ୍ଗ: ସୁରକ୍ଷିତ ଥିବା ଭିଡିଓ ଭାଇରାଲ

ଗଞ୍ଜାମ,୧୨ା୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତର ନିର୍ଦ୍ୱନ୍ଦ୍ୱ ସମିତି ସଭ୍ୟା ମାମି ଦାସ ଗତ ତିନିଦିନ ହେବ ନିଖୋଜ ଅଛନ୍ତି। ତାଙ୍କୁ କେହି ଅପହରଣ କରିଥିବା ନେଇ ତାଙ୍କ ମା’ ରମ୍ଭା ଥାନାରେ ଏତଲା ଦେଇଛନ୍ତି। କିନ୍ତୁ ମାମି ଦାସ ନିଜେ ସୁରକ୍ଷିତ ଥିବା ଏବଂ ତାଙ୍କୁ କେହି ଅପହରଣ କରି ନ ଥିବା ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିସହ ଏକ କୋର୍ଟ ଆଫିଡାଫିଟ୍‌ ମଧ୍ୟ ଭାଇରାଲ ହେଉଛି। ଏଥିରେ ବିଭିନ୍ନ ରାଜନୈତିକ ଦଳ ବ୍ଲକ ଅଧ୍ୟକ୍ଷଙ୍କୁ ସମର୍ଥନ ପାଇଁ ଚାପ ପଡୁଥିବା ଉଲ୍ଲେଖ ଥିବା ଦେଖିବାକୁ ମିଳିଛି। ସେ ସ୍ବଇଚ୍ଛାରେ ତାଙ୍କ ସ୍ବାମୀ ଓ ପୁଅ ସହ ସୁରକ୍ଷିତ ଥିବା ଭିଡିଓରେ ଶୁଣିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରୁ ବଡ଼ ଧରଣର ଚୋରି: ହୁଣ୍ଡି ଭାଙ୍ଗି ନେଇଗଲେ ଲକ୍ଷାଧିକ ଟଙ୍କା ସହ ଅଳଙ୍କାର

ରାୟଗଡ଼ା,୧୨।୫: ରାୟଗଡ଼ା ସାଇଲେଶ୍ୱର ମନ୍ଦିରରୁ ଏକ ବଡ଼ ଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଇଛନ୍ତି। ମିଳିଥିବର…

ଶହୀଦ ମାଧୋ ସିଂଙ୍କ ଜୀବନୀରେ ଭୁଲ ତଥ୍ୟକୁ ନେଇ ବିଜେଡିର ପ୍ରତିବାଦ, ସରକାରଙ୍କୁ ଦାବିପତ୍ର

ବରଗଡ଼, ୧୨।୫ (ପ୍ରେମାନନ୍ଦ ଖମାରୀ): ଭାରତର ସ୍ୱାଧୀନତା ସଂଗ୍ରାମରେ ବରଗଡ଼ ମାଟିର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଏହି ପରିପ୍ରେକ୍ଷିତରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ…

ବିଜୟ ମୁଖ୍ୟମନ୍ତ୍ରୀ ହେବେ ବୋଲି ଭବିଷ୍ୟବାଣୀ କରିଥିଲେ ଜ୍ୟୋତିଷ, TVK ସରକାରରେ ମିଳିଲା ବଡ଼ ପଦବୀ

ଚେନ୍ନାଇ,୧୨।୫: ତାମିଲନାଡୁର ନୂତନ ମୁଖ୍ୟମନ୍ତ୍ରୀ ପ୍ରଥମେ ତିନି ବର୍ଷ ପୂର୍ୱେ ପ୍ରତିଷ୍ଠିତ ତାଙ୍କ ଦଳ ସହିତ ନିର୍ୱାଚନରେ ଏକ ବଡ଼ ବିଜୟ ହାସଲ କରି ହଇଚଇ ସୃଷ୍ଟି…

ଇଟାଲୀ, ୟୁଏଇ, ସ୍ୱିଡେନ…ମୋଦିଙ୍କ ଏହି ୫ଟି ଦେଶ ଗସ୍ତ ସ୍ଥାନରେ ୫୦୦ ଭାରତୀୟ ଟଙ୍କାର ମୂଲ୍ୟ କେତେ?

ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ ୧୫ ରୁ ମେ ୨୦ ମଧ୍ୟରେ ପାଞ୍ଚଟି ଦେଶ ଗସ୍ତରେ ଯିବେ। ଏହି ଗସ୍ତ ସଂଯୁକ୍ତ ଆରବ ଏମିରେଟ୍ସ (UAE)…

ଘୁମୁସର ବନଖଣ୍ଡରେ ବଣ୍ଟନ ହେବ ୩୫ ଲକ୍ଷ ଚାରା, ବନ୍ୟପ୍ରାଣୀଙ୍କ ଖାଦ୍ୟ ପାଇଁ ୪୦ ପ୍ରତିଶତ ଫଳନ୍ତି ଚାରା ଲାଗିବ

ଭଞ୍ଜନଗର,୧୨।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ରାଜ୍ୟର ଏକ ପୁରାତନ ବନଖଣ୍ଡ । ଏହି ବନଖଣ୍ଡ ୧୮୩୦ ମସିହାରେ ବ୍ରିଟିଶ ଶାସକମାନେ…

ଚାଷଙ୍କ ଇଚ୍ଛା ମୃତ୍ୟୁ ଆବେଦନ: ତଦନ୍ତ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ତାଲମେଣ୍ଡା ଗ୍ରାମର ଯୁବ ଚାଷୀ ରୋହିତ ଭୋଇଙ୍କ ଇଚ୍ଛାମୃତ୍ୟୁ ଆବେଦନ ଏବେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ସମବାୟ ମନ୍ତ୍ରୀ ପ୍ରଦୀପ…

ସୁନା କିଣିବାକୁ ମନାକଲେ ମୋଦି, କିଣିଲେ ମିଳିବ ଦଣ୍ଡ! ଜାଣନ୍ତୁ ନୂଆ ନିୟମ…

ନୂଆଦିଲ୍‌ଲୀ,୧୨।୫: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଭାରତର ବୈଦେଶିକ ମୁଦ୍ରା ଭଣ୍ଡାର ଉପରେ ବଢ଼ୁଥିବା ଚାପ ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ପ୍ରତି ନାଗରିକମାନଙ୍କୁ ଗୋଟିଏ ବର୍ଷ…

ଟ୍ରାକ୍ଟର-ଅଟୋ ମୁହାଁମୁହିଁ ଧକ୍କା; ନାବାଳକ ସମେତ ୩ ଗୁରୁତର, ଜଣେ ମୃତ

ଚିକିଟି,୧୨।୫(ପ୍ରକାଶଚନ୍ଦ୍ର ସାହୁ): କେ ନୂଆଗାଁ ଥାନା ଅନ୍ତର୍ଗତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ନିକଟରେ ମଙ୍ଗଳବାର ଟ୍ରାକ୍ଟର- ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri