ମା’ ସମଲେଇଙ୍କ ପୀଠରେ ମାଦକ ଦ୍ରବ୍ୟ ଉପରେ ଲାଗିବ କଟକଣା

ସମ୍ବଲପୁର,୩।୧: ଚଳିତ ମାସ ଶେଷ ସୁଦ୍ଧା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମଲେଇଙ୍କ ପ୍ରକଳ୍ପର ଉଦ୍‌ଘାଟନ କରିବେ। ଏ ନେଇ ସମଲେଇ ମନ୍ଦିର ଟ୍ରଷ୍ଟ ବୋର୍ଡ ସଭାପତି ସଞ୍ଜୟ ବାବୁ ସୂଚନା ଦେଇଛନ୍ତି । ଏ ନେଇ ରାଜ୍ୟର ବିଭିନ୍ନ ଦେବାଳୟକୁ ନିମନ୍ତ୍ରଣ କରାଯିବା ସହ ରାଜ୍ୟ ବାହାରେ ମଧ୍ୟ ନିମନ୍ତ୍ରଣ ଦିଆଯିବ ବୋଲି ସେ ସୂଚନା ଦେଇଛନ୍ତି ।
ଆଗକୁ ସମ୍ବଲପୁର ମା’ ସମଲେଇଙ୍କ ପୀଠରେ ମଧ୍ୟ ମାଦକ ଦ୍ରବ୍ୟକୁ ନିଷେଧ କରାଯିବ ବୋଲି ଟ୍ରଷ୍ଟବୋର୍ଡ ସଭାପତି କହିଛନ୍ତି । ଖୁବଶୀଘ୍ର ନିୟମ ଅଣାଯିବ ବୋଲି  ସେ କହିଛନ୍ତି ।ପୁରୀ ଜଗନ୍ନାଥ ଓ ଭୁବନେଶ୍ୱର ଲିଙ୍ଗରାଜଙ୍କ ମନ୍ଦିରରେ ଯେମିତି ମାଦକ ଦ୍ରବ୍ୟ ନିଶେଧ କରାଯାଇଛି । ଠିକ ସେହିପରି ମା’ ସମଲେଇଙ୍କ ପୀଠରେ ନିୟମ ଲାଗୁହେବ

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?