ଉପରାଷ୍ଟ୍ରପତିଙ୍କୁ ଭେଟିଲେ ସସ୍ମିତ

ଭୁବନେଶ୍ୱର,୩୧ା୮(ବ୍ୟୁରୋ):ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର ଉପରାଷ୍ଟ୍ରପତି ତଥା ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ୍‌ ଧନକରଙ୍କୁ ଭେଟିଛନ୍ତି। ରାଜ୍ୟ ସଭାରେ ବିଜେଡିର ଆଭିମୁଖ୍ୟ ନେଇ ସେ ଉପରାଷ୍ଟ୍ରପତିଙ୍କୁ ଅବଗତ କରିଛନ୍ତି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବିଜେଡି ସବୁ ସମୟରେ ସଂସଦରେ ଏକ ଶୃଙ୍ଖଳିତ ଦଳ ଭାବେ କାର୍ଯ୍ୟ କରୁଛି।
ଉପରାଷ୍ଟ୍ରପତି ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କରିବା ସହ ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳର ଆଚରଣକୁ ନେଇ ଖୁସି ବ୍ୟକ୍ତ କରିଥିଲେ। ଏହି ଅବସରରେ ସସ୍ମିତ ପାତ୍ର ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଉପରାଷ୍ଟ୍ରପତିଙ୍କୁ ଆଶ୍ବାସନା ଦେଇଥିଲେ ଯେ ରାଜ୍ୟ ସଭାରେ ବିଜେଡି ଶୃଙ୍ଖଳିତ ଗୃହ ପରିଚାଳନାରେ ସହଯୋଗ କରିବ।
ସଂସଦରେ ଓଡ଼ିଶା ସ୍ବାର୍ଥ ସମ୍ପର୍କିତ ପ୍ରସଙ୍ଗରେ ଦଳ ଆଲୋଚନା ଓ ବିତର୍କକୁ ଗୁରୁତ୍ୱ ଦେବ ବୋଲି ସେ କହିଛନ୍ତି। ସସ୍ମିତ ସାଢ଼େ ଚାରି କୋଟି ଓଡ଼ିଆଙ୍କ ଜନନାୟକ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜୀବନୀ ଏବଂ କାର୍ଯ୍ୟ ଉପରେ ଆଧାରିତ ପୁସ୍ତକ ‘ଦି ଟଲ୍‌ ମ୍ୟାନ୍‌’ ଉପରାଷ୍ଟ୍ରପତିଙ୍କୁ ଉପହାର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri