୨୦୨୩ ନୂଆବର୍ଷକୁ ପ୍ରଥମେ ସ୍ବାଗତ କଲେ ସାମୋଆ-ଟୋଙ୍ଗା-କିରିବାତିି…

ଓ୍ବାଶିଂଟନ,୩୧।୧୨ : ଭାରତରେ ନୂଆ ବର୍ଷ ୨୦୨୩ ଉତ୍ସବ ଆରମ୍ଭ ହେବାକୁ କିଛି ଘଣ୍ଟା ବାକି ଅଛି। କିନ୍ତୁ ଦୁନିଆରେ ଏପରି ଅନେକ ଦେଶ ଅଛନ୍ତି ଯେଉଁଠାରେ ସମସ୍ତେ ଏବେ ଭାରତୀୟ ସମୟ ସନ୍ଧ୍ୟା ୫ଟାରେ ନୂଆ ବର୍ଷକୁ ସ୍ବାଗ କରିବା ଉତ୍ସବରେ ବ୍ୟସ୍ତ ଅଛନ୍ତି। ପ୍ରଶାନ୍ତ ସାମଗରୀୟ ଦ୍ୱୀପପୁଞ୍ଜ ଦେଶ ସାମୋଆ, ଟୋଙ୍ଗା, କିରିବାତିି ସେହି ଦେଶମାନଙ୍କ ମଧ୍ୟରେ ଅଛନ୍ତି ଯେଉଁଠାରେ ପ୍ରଥମ ନୂତନ ବର୍ଷକୁ ବିଶ୍ୱରେ ସ୍ବାଗତ କରାଯାଇଥାଏ। ଏହା ପରେ ଅନ୍ୟ ଦେଶମାନେ ଏହାର ପାଳନ କରିଥାନ୍ତି।

ଏହି ଦେଶଗୁଡିକ ପରେ ୨୦୨୩ ନୂଆବର୍ଷକୁ ସ୍ବାଗତ କରିବାର ଦ୍ୱିତୀୟ ସ୍ଥାନରେ ରହିଛି ହେଉଛି ନ୍ୟୁଜିଲାଣ୍ଡ। ଯେଉଁଠାରେ ଭାରତୀୟ ସମୟ ପ୍ରାୟ ସନ୍ଧ୍ୟା ୬ ଟାରେ ନୂତନ ବର୍ଷକୁ ସ୍ବାଗତ କରଛନ୍ତି। ଭାରତରେ ଶନିବାର ସନ୍ଧ୍ୟା ଥିବାବେଳେ ନ୍ୟୁଜିଲାଣ୍ଡ ଲୋକମାନେ ନୂଆ ବର୍ଷକୁ ବହୁତ ଉତ୍ସାହର ସହିତ ସ୍ବାଗତ କରିଛନ୍ତି। ଲୋକେ ବାଣ ଫୁଟାଇ ପରସ୍ପରକୁ ଅଭିନନ୍ଦନ ଜଣାଇଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇରେ ଦିଗପହଣ୍ଡି ଦାଦନ ଶ୍ରମିକଙ୍କ ମୃତ୍ୟୁ; ବିଧାୟକ ଙ୍କ ହସ୍ତକ୍ଷେପ ପରେ ଅଣାଯାଉଛି ମୃତଦେହ, ଗାଁରେ ଶୋକାକୁଳ ପରିବେଶ 

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି…

ଭାଜପାକୁ ଶକ୍ତ ଝଟ୍‌କା: ଶୋଚନୀୟ ଭାବେ ପରାସ୍ତ କଲା କଂଗ୍ରେସ

ଭୋପାଳ,୩।୮: ମଧ୍ୟପ୍ରଦେଶର ଦତିଆ ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନର ଫଳାଫଳ ସୋମବାର ଘୋଷଣା କରାଯାଇଛି। ଏହି ଉପନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)କୁ ଏକ…

ଛାତିଥରା ଘଟଣା…ସ୍କୁଲରେ ପଶି ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କଲେ ଦୁର୍ବୃତ୍ତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୮: ହରିୟାଣାର ଫରିଦାବାଦ ଜିଲାର ସିକରୌନା ଗାଁରେ ଥିବା ଏକ ସ୍କୁଲରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ଜଣେ ମୁଖା ପିନ୍ଧିଥିବା ଯୁବକ ସ୍କୁଲ ପରିସରକୁ…

ଜବରଦସ୍ତ ବିଜୟ ପରେ ଭାଜପାକୁ ଏମିତି ଅନୁରୋଧ କଲେ ପ୍ରଶାନ୍ତ କିଶୋର: ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ…

ପାଟନା,୩।୮: ଜନ ସୂରଜ ପାର୍ଟି (JSP)ର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ବାଙ୍କିପୁର ଉପନିର୍ବାଚନରେ ବିଜୟ ହାସଲ କରିଛନ୍ତି। ସେ ଭାଜପା ପ୍ରାର୍ଥୀ ନୀରଜ କୁମାରଙ୍କୁ ପରାସ୍ତ କରିଛନ୍ତି।…

ଜିତିଲେ ପ୍ରଶାନ୍ତ କିଶୋର, ଭାଙ୍ଗିଲା ଭାଜପାର ୩୫ ବର୍ଷର ଗଡ଼, ଏତିକି ଭୋଟ ବ୍ୟବଧାନରେ ବଡ଼ ବିଜୟ

ପାଟନା,୩।୮: ବାଙ୍କିପୁର ବିଧାନସଭା ଉପନିର୍ବାଚନର ବଡ଼ ବିଜୟ ହାସଲ କଲେ ଜନ ସୁରାଜର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର। ବଡ଼ ବ୍ୟବଧାନରେ ସେ ଭାଜପା ପ୍ରାର୍ଥୀ ନୀରଜ ସିହ୍ନାଙ୍କୁ…

ଲୁଗା ବ୍ୟବସାୟୀଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ: ସୁନା ଗହଣା ସବୁ ଲୁଟିନେେଲେ

ଦାରିଙ୍ଗବାଡ଼ି, ୩।୮(ଅରୁଣ ସାହୁ ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ର ଲୁଗା ବ୍ୟବସାୟୀ ଅଶୋକ ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ…

ବନ ନିଗମର ବିଭିନ୍ନ ସମସ୍ୟା ସମାଧାନ ଦାବି: ଖାଲି ପଦବୀ ପୂରଣ ଉପରେ ଗୁରୁତ୍ୱ

ଭଞ୍ଜନଗର, ୩।୮(ବାବୁଲା ପ୍ରଧାନ): ନିଖିଳ ଉତ୍କଳ ବନ ନିଗମ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସମ୍ପାଦକ ସମ୍ମିଳନୀ ସୋମବାର ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ସଂଘର ସଭାପତି ପ୍ରିୟଦର୍ଶୀ ମିଶ୍ରଙ୍କ…

ଶ୍ରାବଣ ସୋମବାରରେ ପାଟଣା ଅଞ୍ଚଳରେ ଭକ୍ତିମୟ ପରିବେଶ, ହରହର ମହାଦେବ ଧ୍ବନୀରେ ପ୍ରକମ୍ପିତ ମନ୍ଦିର

ପାଟଣା,୩ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଅଞ୍ଚଳର ଶୈବ ପୀଠ ଗୁଡ଼ିକରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥିଲା । ଶ୍ରାବଣ ମାସ ପ୍ରଥମ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri