ଘରୋଇ ଶିକ୍ଷାନୁଷ୍ଠାନରେ ୧୭ କର୍ମଚାରୀ ପଜିଟିଭ ଘଟଣା: ଷ୍ଟ୍ରେନ ଜାଣିବାକୁ ସାମ୍ପୁଲ ସଂଗ୍ରହ କରାଯାଉ

କଟକ ଅଫିସ, ୨୦।୩: କଟକର ଏକ ଘରୋଇ ଶିକ୍ଷାନୁଷ୍ଠାନର ୧୭ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ଶିକ୍ଷାନୁଷ୍ଠାନକୁ ବାହାର ରାଜ୍ୟରୁ ଲୋକ ଆସୁଥିବାରୁ ନୂଆ ଷ୍ଟ୍ରେନ ଆଶଙ୍କା କରାଯାଉଛି । ଷ୍ଟ୍ରେନ ସମ୍ପର୍କରେ ଜାଣିବାକୁ ୧୭ ଜଣଙ୍କ ମଧ୍ୟରୁ ୯ ଜଣଙ୍କ ସାମ୍ପୁଲ ସଂଗ୍ରହ କରାଯାଇଛି । ଏସ୍‌ସିବି ମାଇକ୍ରୋ ବାୟୋଲୋଜି ବିଭାଗ ଦ୍ୱାରା ସାମ୍ପୁଲ ସଂଗ୍ରହ କରାଯାଇଛି । ସଂଗୃହୀତ ସାମ୍ପଲକୁ ଭୁବନେଶ୍ୱରସ୍ଥିତ ଆରଏମ୍‌ଆରସିକୁ ପଠାଯିବ । ଆକ୍ରାନ୍ତଙ୍କ ଷ୍ଟ୍ରେନ ଜାଣିବା ଲାଗି ଆର୍‌ଏମ୍‌ଆରସିକୁ ସାମ୍ପୁଲ ପଠାଯିବ । ଏ ନେଇ ସିଏମ୍‌ସିର ସ୍ବାସ୍ଥ୍ୟ ଅଧିକାରୀ ସତ୍ୟବ୍ରତ ମହାପାତ୍ର ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri