Posted inଖେଳ

କୋହଲିଙ୍କ ରେକର୍ଡ ଭାଙ୍ଗିଲେ ସାମସନ

କୋଲକାତା,୨।୩: ଭାରତୀୟ ଓପନର ସଞ୍ଜୁ ସାମସନ ଓ୍ୱେଷ୍ଟଇଣ୍ଡିଜ୍‌ ବିପକ୍ଷ ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ୫୦ ବଲରେ ଅପରାଜିତ ୯୭ ରନର ବିସ୍ଫୋରକ ଇନିଂସ ଖେଳିଥିଲେ। ଟି୨୦ ବିଶ୍ୱକପ୍‌ ଇତିହାସରେ ଟାର୍ଗେଟର ପିଛା କରି ବିଜୟ ହାସଲ କରିବା କ୍ଷେତ୍ରରେ ଏହା ଭାରତୀୟ ବ୍ୟାଟରଙ୍କ ମଧ୍ୟରେ ସର୍ୱାଧିକ ବ୍ୟକ୍ତିଗତ ସ୍କୋର।

ଏଥିପୂର୍ୱରୁ ଏହି ରେକର୍ଡ ପୂର୍ୱତନ ଅଧିନାୟକ ବିରାଟ କୋହଲିଙ୍କ ନାମରେ ରହିଥିଲା। କୋହଲି ୨୦୨୨ ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନ ବିପକ୍ଷ ଗ୍ରୁପ୍‌ ମ୍ୟାଚ୍‌ ଓ ୨୦୧୬ ଟି୨୦ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆ ବିପକ୍ଷରେ ମୋହାଲିଠାରେ ଅପରାଜିତ ୮୨ ରନର ପାଳି ଖେଳିଥିଲେ। ଏହି ତାଲିକାରେ ରୋହିତ ଶର୍ମା ଚତୁର୍ଥ ସ୍ଥାନରେ ରହିଛନ୍ତି। ସେ ୨୦୧୦ ଟି୨୦ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ରେ ଅପରାଜିତ ୭୯ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତିଥରା….ଦିଲ୍ଲୀ ଅଗ୍ନିକାଣ୍ଡରେ ୨୧ ମୃତ, ଜୀବନ ବଞ୍ଚାଇବା ପାଇଁ ଛୁଆଙ୍କୁ ଧରି ତୃତୀୟ ମହଲାରୁ ଡ଼େଇଁଲେ ମହିଳା

ନୂଆଦିଲ୍ଲୀ,୩ା୬: ବୁଧବାର ସକାଳେ ଦକ୍ଷିଣ ଦିଲ୍ଲୀର ମାଲବ୍ୟ ନଗରରେ ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ନିଆଁ ଆଁରେ ୨୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ରୁ…

ଟିଏମସିରେ ବିଦ୍ରୋହ ଭିତରେ ମମତାଙ୍କ ବଡ଼ ଚାଲ! ଭାଙ୍ଗିଦେଲେ ଦଳର…

କୋଲକାତା,୩।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ (TMC) ଭିତରେ ସୃଷ୍ଟି ହୋଇଥିବା ତୀବ୍ର ବିଦ୍ରୋହକୁ ଦବାଇବା ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ…

କ୍ୟାବିନେଟ ବୈଠକ ପରେ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ୧୦ହଜାର କୋଟି….

ନୂଆଦିଲ୍ଲୀ, ୩।୬: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦ ମଧ୍ୟରେ, କେନ୍ଦ୍ର ସରକାର ବିମାନ ଚଳାଚଳ କ୍ଷେତ୍ରକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ସରକାର ୧୦,୦୦୦ କୋଟିର…

ପୋଖରୀରେ ଭାସୁଥିଲା ମହିଳାଙ୍କ ମୃତଦେହ, ଲୋକେ ଗାଧୋଇବାକୁ ଯିବାବେଳେ…

ବୈଶିଙ୍ଗା,୩ା୬(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ନିକଟସ୍ଥ ନୂଆସାହି ଗ୍ରାମ ପୋଖରୀରୁ ବୁଧବାର ଜଣେ ଅଜଣା ମହିଳାଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ପେଟ୍ରୋଲ ପମ୍ପରେ କେତେ ଭିଡ଼ ଅଛି ଘରେ ବସି ଜାଣନ୍ତୁ, ମୋବାଇଲରେ ସର୍ଚ୍ଚ କରନ୍ତୁ ଏମିତି…

ନୂଆଦିଲ୍‌ଲୀ,୩।୬: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନରେ ସମୟ ବଞ୍ଚାଇବା ସମସ୍ତଙ୍କ ପାଇଁ ସବୁଠାରୁ ବଡ଼ ଚ୍ୟାଲେଞ୍ଜ। ଅନେକ ସମୟରେ ଗାଡ଼ିରେ ତେଲ ପକାଇବା ପାଇଁ ପେଟ୍ରୋଲ ପମ୍ପକୁ ଗଲା…

ବଡ଼ଭାଇଙ୍କ ଶେଷକୃତ୍ୟ ପାଇଁ ନିଜ ଗାଁରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଅଶ୍ରୁଳ ଆଖିରେ ଭାଇଙ୍କୁ ବିଦାୟ ଦେଇ…

କେନ୍ଦୁଝର,୩ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ବାପାଙ୍କ ପୁଅ ଭାଇ ଦୀନବନ୍ଧୁ ମାଝୀଙ୍କ ଆକସ୍ମିକ ମୃତ୍ୟୁ ଘଟିବା ପରେ ତାଙ୍କ ନିଜ ଗାଁ କେନ୍ଦୁଝର ଜିଲାର ରାଇକଳାକୁ…

ମଞ୍ଚ ଉପରେ ଖାଲି ପାଦ…ହାତରେ ସମ୍ବିଧାନର କପି, ଏପରି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶିବକୁମାର

ବେଙ୍ଗାଲୁରୁ,୩ା୬: କର୍ନାଟକର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାର ଏବେ ରାଜ୍ୟର ମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିଛନ୍ତି । ବୁଧବାର ଦିନ ସେ କର୍ଣ୍ଣାଟକର ୨୫ତମ ମୁଖ୍ୟମନ୍ତ୍ରୀ ଭାବରେ…

ଅଢ଼େଇ ମାସ ପୂର୍ବରୁ ହୋଇଥିଲା ୧୨ ବର୍ଷ ପୁଅର ମୃତ୍ୟୁ; ମାଟିତଳୁ ଶବ ବାହାରକଲା ପୋଲିସ, କାରଣ ଜାଣିଲେ..

ମୁମ୍ବାଇ,୩ା୬: ମହାରାଷ୍ଟ୍ରର ଜଳଗାଁର ଧାରାଙ୍ଗାଓଁ ତହସିଲ ଅନ୍ତର୍ଗତ ରେଲ୍ ଗ୍ରାମରେ କ୍ରିକେଟ୍ ଖେଳୁଥିବା ସମୟରେ ୧୨ ବର୍ଷୀୟ ଗଣେଶ ନାଭାଲ୍ ପାଟିଲଙ୍କ ମୃତ୍ୟୁ ହୋଇଥିଲା । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri