ସାମ୍‌ସନଙ୍କ ବିସ୍ଫୋରକ ଅର୍ଦ୍ଧଶତକ; ଚେନ୍ନାଇ ସାମ୍ନାରେ ୨୧୭ ଟାର୍ଗେଟ୍‌ ରଖିଲା ରାଜସ୍ଥାନ

ଶାରଜା, ୨୨।୯: ଆଇପିଏଲ୍‌-୧୩ର ୪ର୍ଥ ମୁକାବିଲାରେ ମଙ୍ଗଳାବର ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର୍‌ କିଙ୍ଗ୍ସ ଓ ରାଜସ୍ଥାନ ରୟାଲ୍ସ ସାମ୍ନାସାମ୍ନି ହୋଇଛନ୍ତି। ଏଥିରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ରାଜସ୍ଥାନ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ୍‌ ହରାଇ ୨୧୬ ରନ୍‌ ସଂଗ୍ରହ କରିଛି। ଫଳରେ ଚେନ୍ନାଇ ସାମ୍ନାରେ ବିଜୟ ଲାଗି ୨୧୭ ରନର ଟାର୍ଗେଟ୍‌ ଧାର୍ଯ୍ୟ କରିଛି ରାଜସ୍ଥାନ। ରୟାଲ୍ସ ପକ୍ଷରୁ ଅଧିନାୟକ ଷ୍ଟିଭ ସ୍ମିଥ୍‌ (୬୯ ରନ, ୪୭ ବଲ) ଓ ଉଇକେଟ୍‌କିପର ସଞ୍ଜୁ ସାମ୍‌ସନ (୭୪ ରନ୍‌ ୩୨ ବଲ୍‌) ଦମ୍‌ଦାର ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ସଞ୍ଜୁ ତାଙ୍କ ୩୨ ବଲର ଇନିଂସ ମଧ୍ୟରେ ୯ ଛକା ଓ ଗୋଟିଏ ଚୌକା ମାରିଥିଲେ। ଏହି ଉଦୀୟମାନ ଉଇକେଟ୍‌କିପର ବ୍ୟାଟ୍ସମ୍ୟାନ ମାତ୍ର ୧୯ ବଲରେ ଅର୍ଦ୍ଧଶତକ ହାସଲ କରିଥିଲେ। ଶେଷ ଭାଗରେ ଜୋଫ୍ରା ଆର୍ଚର (୮ ବଲ୍‌, ୨୭ ରନ୍‌, ୪ ଛକା) ମଧ୍ୟ ବିସ୍ଫୋରକ ବ୍ୟାଟିଂ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଡେଭିଡ୍‌ ମିଲର (୦), ରବିନ ଉଥପ୍ପା (୫) ନିରାଶ କରିଥିଲେ। ଚେନ୍ନାଇ ପକ୍ଷରୁ ସାମ୍‌ କୁରାନ (୪-୦-୩୩-୩) ସଫଳ ବୋଲର ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାମ୍ପିଅନ୍ସ ଟ୍ରଫି: ଲାହୋରରେ ଭାରତର ସମସ୍ତ ମ୍ୟାଚ୍ ଆୟୋଜନ କରିବାକୁ ପ୍ରସ୍ତାବ ଦେଲା ପାକିସ୍ତାନ

ଭବାନୀପାଟଣା,୧।୫: ପାକିସ୍ତାନ କ୍ରିକେଟ୍ ବୋର୍ଡ (ପିସିବି) ଆସନ୍ତା ବର୍ଷ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତର ସମସ୍ତ ମ୍ୟାଚ୍କୁ ଗୋଟିଏ ସ୍ଥାନରେ ଆୟୋଜନ କରିବାକୁ...

ମୟଙ୍କ ଯାଦବଙ୍କୁ ବଡ ଉପହାର ଦେଲା ବିସିସିଆଇ, କିନ୍ତୁ ରହିଛି ଖରାପ ଖବର

ମୁମ୍ବାଇ,୧ା୫: ପେସ୍‌ ବୋଲିଂ ସେନ୍‌ସେସନ୍‌ ମୟଙ୍କ ଯାଦବ ଅବଶିଷ୍ଟ ଆଇପିଏଲ୍‌ ମ୍ୟାଚ୍‌ରେ ଅଂଶଗ୍ରହଣ କରିବା ନେଇ ସନ୍ଦେହ ଉପୁଜିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍‌ ସମୟରେ...

ସେଲିବ୍ରେସନ୍‌ ପାଇଁ ବାଣ, ମିଠା କିଣି ଘରକୁ ଆଣିଥିଲେ ରିଙ୍କୁ ସିଂ’ଙ୍କ ବାପା, ପୁଅର ହେଲାଣି ସିଲେକ୍‌ସନ୍‌

ନୂଆଦିଲ୍ଲୀ,୧ା୫: ମଙ୍ଗଳବାର ପୁରୁଷ ଟି୨୦ ବିଶ୍ୱକପ ପାଇଁ ୧୫ ଜଣ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ନିମ୍ନକ୍ରମର ଦୁର୍ଦଶ ବ୍ୟାଟର ରିଙ୍କୁ ସିଂଙ୍କୁ ଦଳରେ...

ଲକ୍ଷ୍ନୌ ଜିତିବା ପରେ ପଏଣ୍ଟ ଟେବୁଲ୍‌ରେ ହେଲା ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛି

ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୪ର ୪୮ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ମୁମ୍ବାଇ ଇଣ୍ଡିଆନ୍ସକୁ ୪ ଉଇକେଟରେ ପରାସ୍ତ କରିଛି। ଲକ୍ଷ୍ନୌର ଘରୋଇ ଗ୍ରାଉଣ୍ଡରେ ଖେଳାଯାଇଥିବା ମ୍ୟାଚରେ...

ପାଣ୍ଡ୍ୟାଙ୍କ ଏହି ଭୁଲ ଯୋଗୁ ମୁମ୍ବାଇକୁ ପଡ଼ିଲା ଭାରି, ଅଧିନାୟକ ସମେତ ଖେଳାଳିଙ୍କ ଉପରେ ଲାଗିଲା ମୋଟା ଅଙ୍କର ଫାଇନ୍‌

ନୂଆଦିଲ୍ଲୀ,୧।୫: ଆଇପିଏଲ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସକୁ ଡବଲ ଝଟକା ଲାଗିଛି। ଟୁର୍ନାମେଣ୍ଟର ୪୮ତମ ମ୍ୟାଚରେ ମୁମ୍ବାଇକୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ୪ ଉଇକେଟ୍‌ରେ ହରାଇଛି। ଏହି...

ବିରାଟ କୋହଲି ଆମର ଜ୍ୱାଇଁ…କାହିଁକି ଏମିତି କହିଲେ ଶାହରୁଖ

କୋଲକାତା,୧।୫: ଆଇପିଏଲ ଦଳ କୋଲକାତା ନାଇଟ ରାଇଡର୍ସ ମାଲିକ ତଥା ବଲିଉଡ ଅଭିନେତା ଶାହାରୁଖ ଖାନ ବିରାଟ କୋହଲିଙ୍କ ଉପରେ ନିଜର ମତ ରଖିଛନ୍ତି। କୋହଲିଙ୍କୁ...

ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲ୍‌ରୁ ବିଦା! ଜାଣନ୍ତୁ କ’ଣ ରହିଛି ସମୀକରଣ

ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୪ର ୪୮ତମ ମ୍ୟାଚ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ସୁପର ଜଏଣ୍ଟସ ଏହି ମ୍ୟାଚ ସହଜରେ ଜିତିଲା।...

ଟି-୨୦ ବିଶ୍ୱକପ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷଣା: ଜାଣନ୍ତୁ ଦଳରେ କାହାକୁ ମିଳିଲା ସ୍ଥାନ

ସିଡନୀ,୧।୫: ଅଷ୍ଟ୍ରେଲିଆ ମଧ୍ୟ ଟି-୨୦ ବିଶ୍ୱକପ ୨୦୨୪ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ବିଶ୍ୱକପ୍‌ରେ ଦଳ ଅନ୍ତର୍ଜାତୀୟ ଟି-୨୦ ଅଧିନାୟକ ମିଚେଲ ମାର୍ଶଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri