ସାମ୍‌ସଙ୍ଗ୍‌ର ଷ୍ଟାର ସ୍କଲାରଶିପ ଘୋଷଣା

ଭୁବନେଶ୍ୱର : ସାମ୍‌ସଙ୍ଗ୍‌ ଷ୍ଟାର ସ୍କଲାର କାର୍ଯ୍ୟକ୍ରମ ଅନ୍ତର୍ଗତ ସାମ୍‌ସଙ୍ଗ୍‌ ପକ୍ଷରୁ ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜି ଓ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜିର ୫୧୭ ଜଣ ବିଦ୍ୟାର୍ଥୀଙ୍କୁ ସ୍କଲାରଶିପ ପ୍ରଦାନ କରାଯାଇଛି। ଜବାହର ନବୋଦୟ ବିଦ୍ୟାଳୟର ଆର୍ଥିକ ଦୁର୍ବଳ ବର୍ଗର ଛାତ୍ରୀଛାତ୍ରମାନଙ୍କୁ ପ୍ରତିବର୍ଷ ଏହି ସ୍କଲାରଶିପ ପ୍ରଦାନ କରାଯାଇଥାଏ। ଇଞ୍ଜିନିୟରିଂ ଶିକ୍ଷା ପାଇଁ ଯୋଗ୍ୟ ବିବେଚିତ ଛାତ୍ରୀଛାତ୍ରଙ୍କୁ ଏହି ସ୍କଲାରଶିପ ପ୍ରଦାନ କରାଯାଉଛି। ସାମ୍‌ସଙ୍ଗ୍‌ ଷ୍ଟାର ସ୍କଲାର କାର୍ଯ୍ୟକ୍ରମ ବର୍ତ୍ତମାନ ୫ମ ବର୍ଷରେ ପହଞ୍ଚଛି। ଚଳିତ ବର୍ଷ ଯୁବ ପ୍ରତିଭାଙ୍କୁ ପ୍ରୋସତ୍ାହିତ କରିବା ଲାଗି ସାମ୍‌ସଙ୍ଗ ଇଣ୍ଡିଆ ଜେଏନ୍‌ଭିର ୧୫୦ଟି ସ୍କଲାରଶିପକୁ ଅନୁମୋଦନ କରିଛି। ଏହି ସ୍କଲାରଶିପ ବିଷୟରେ ଅଧିକ ତଥ୍ୟ ସାମ୍‌ସଙ୍ଗ ଓ୍ବେବ୍‌ସାଇଟରେ ମିଳିପାରିବ। ଏ ସମ୍ପର୍କରେ ସାମ୍‌ସଙ୍ଗ ଇଣ୍ଡିଆର କର୍ପୋରେଟ ଉପାଧ୍ୟକ୍ଷ ଓ ଡେପୁଟି ମ୍ୟାନେଜିଂ ଡାଇରେକ୍ଟର ପିଟର ରି କହିଛନ୍ତି ଯେ, ଆମେ ବହୁତ ଖୁସି ଯେ ଚଳିତ ବର୍ଷ ଅନେକ ଆହ୍ବାନ ସତ୍ତ୍ୱେ ଏହି ସବୁ ପ୍ରତିଭାବାନ ପିଲାଙ୍କ ନିକଟରେ ପହଞ୍ଚିପାରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ବଢିଲା ପ୍ରତିରକ୍ଷା ବଜେଟ

ନୂଆଦିଲ୍ଲୀ,୧।୨: ଗତବର୍ଷ ତୁଳନାରେ ଚଳିତ ବର୍ଷ ପ୍ରତିରକ୍ଷା ବଜେଟର ପରିମାଣକୁ ବୃଦ୍ଧି କରାଯାଇଛି। ଶନିବାର ଲୋକସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଦ୍ୱାରା ଉପସ୍ଥାପନ କରାଯାଇଥିବା ବଜେଟରେ...

ମହଙ୍ଗା ହେବ ପେଟ୍ରୋଲ, ଡିଜେଲ ଗାଡ଼ି କ୍ରୟ;ପଞ୍ଜୀକରଣ, ନବୀକରଣ ବହୁଗୁଣା ବୃଦ୍ଧି

ନୂଆଦିଲ୍ଲୀ,୨୮-୭: କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ ଗାଡ଼ି କିଣାକୁ ନିରୁତ୍ସାହିତ କରିବା ତଥା ପୁରୁଣା ଗାଡ଼ିଗୁଡ଼ିକୁ ପର୍ଯ୍ୟାୟକ୍ରମେ ସଡ଼କରୁ ହଟାଇବାକୁ ଚାହୁଁଛନ୍ତି। ଏହାକୁ ଦୃଷ୍ଟିରେ...

ପ୍ରତ୍ୟକ୍ଷ ଟିକସ କୋଡ୍‌;ସୀତାରାମନ୍‌ଙ୍କୁ ରିପୋର୍ଟ ଦେଲା ଟାସ୍କଫୋର୍ସ

ନୂଆଦିଲ୍ଲୀ,୨୦-୮: ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଡାଇରେକ୍ଟ ଟ୍ୟାକ୍ସେସ(ସିବିଡିଟି) ସଦସ୍ୟ ଅଖିଳେଶ ରଞ୍ଜନଙ୍କ ଅଧ୍ୟକ୍ଷତାରେ ଗଠିତ ଟାସ୍କଫୋର୍ସ ସୋମବାର ନୂଆ ପ୍ରତ୍ୟକ୍ଷ ଟିକସ କୋଡ୍‌ ଉପରେ ନିଜର...

ସୌଦି ଆରବର ଆରାମ୍‌କୋ ତୈଳ ଭଣ୍ଡାରରେ ଡ୍ରୋନ ଆକ୍ରମଣ; ମହଙ୍ଗା ହୋଇପାରେ ଅଶୋଧିତ ତେଲ ଦର

ନୂଆଦିଲ୍ଲୀ,୧୬।୯: ସୌଦି ଆରବର ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀ ଆରାମ୍‌କୋର ଅବକିକ୍‌ ଓ ଖୁରେସରେ ଥିବା ଦୁଇଟି ତୈଳ ଭଣ୍ଡାର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଫଳରେ ସେଠାରେ...

ନଅ ଦିନ ହେଲା ଲଗାତର ବୃଦ୍ଧି ପାଉଛି ତେଲ ଦର

ନୂଆଦିଲ୍ଲୀ,୧୫।୬: ଦେଶରେ ତେଲ ଦର ଗତ ୯ ଦିନ ହେଲା ଲଗାତର ବୃଦ୍ଧି ପାଉଛି। ବର୍ତ୍ତମାନ ଦେଶର ପରିସ୍ଥିତି ଭଲ ନଥିବା ବେଳେ ତେଲ ଦର...

୧୧ରୁ ଭୁବନେଶ୍ୱର ଇଣ୍ଟରନ୍ୟାଶନାଲ ଟ୍ରେଡ୍‌ ଫେୟାର

ଭୁବନେଶ୍ୱର,୫-୧୦: ଭୁବନେଶ୍ୱର ଇଣ୍ଟରନ୍ୟାଶନାଲ ଟ୍ରେଡ୍‌ ଫେୟାର ଚଳିତ ମାସ ୧୧ରୁ ୨୧ ଯାଏ ସ୍ଥାନୀୟ ଜନତା ମଇଦାନଠାରେ ଅନୁଷ୍ଠିତ ହେବ। ୨୫ ରାଜ୍ୟ ଏବଂ ୧୦...

ଅକ୍ଟୋବରରେ ଯାନ ବିକ୍ରି କମିଲା

ନୂଆଦିଲ୍ଲୀ,୨-୧୧: ମାନ୍ଦାବସ୍ଥା ଯୋଗୁ ଦେଶର ଅଟୋମୋବାଇଲ କମ୍ପାନୀଙ୍କ ବିକ୍ରି ଅକ୍ଟୋବରରେ ବିଶେଷ ହ୍ରାସ ହୋଇଥିବା ଦେଖାଯାଇଛି। ଏହି ସମୟରେ ପ୍ରମୁଖ ଯାନ ନିର୍ମାତା ଅଶୋକ ଲେଲାଣ୍ଡର...

କମାଲ କରିବେ ଅମ୍ବାନୀ-ଜୁକରବର୍ଗ

ମୁମ୍ବାଇ,୨୩।୪: ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ଜିଓ ସେବା ଆରମ୍ଭ କରିବା ପରଠାରୁ ଆଗକୁ ବଢ଼ିଚାଲିଛି। ଏପଟେ ମାର୍କ ଜୁକରବର୍ଗଙ୍କ ଫେସ୍‌ବୁକ୍‌ର ଲୋକପ୍ରିୟତା ମଧ୍ୟ ଭାରତ ବଜାରରେ...

Advertisement
Archives

Model This Week