ଶସ୍ତା ହେଲା ସାମ୍‌ସଙ୍ଗର ଏହି ଫୋନ, କମ୍‌ ମୂଲ୍ୟରେ ଜବରଦସ୍ତ ଫିଚର୍ସ

ଦକ୍ଷିଣ କୋରିଆର ଟେକ କମ୍ପାନୀ ସାମସଙ୍ଗ ଭାରତରେ ସ୍ମାର୍ଟଫୋନ ବଜାରକୁ ଅଧିକ ବୃଦ୍ଧି କରିବାକୁ ଚେଷ୍ଟା କରୁଛି। ଲୋକଙ୍କୁ ସୁହାଇବା ଭଳି କମ୍ପାନୀ ଗୋଟିଏ ପରେ ଗୋଟିଏ ଫୋନ ଶସ୍ତା କରିବାରେ ଲାଗିଛି। ଅତୀତରେ ଗାଲାକ୍ସି ଏ୫୧ର ମୂଲ୍ୟ ହ୍ରାସ କରିବା ପରେ, ଏବେ ସାମସଙ୍ଗ ଏହାର ଏ-ସିରିଜ ଲୋକପ୍ରିୟ ଫୋନ୍‌କୁ ଶସ୍ତା କରିଛି। ଗ୍ରାହକମାନେ ପୂର୍ବ ଅପେକ୍ଷା କମ ମୂଲ୍ୟରେ ଗାଲାକ୍ସି ଏ୨୧ କିଣିବାକୁ ସକ୍ଷମ ହେବେ ଏବଂ ଏହାର ମୂଲ୍ୟ ୧୦୦୦ଟଙ୍କା ହ୍ରାସ ପାଇଛି।

କମ୍ପାନୀ ଚଳିତ ବର୍ଷ ପ୍ରାରମ୍ଭରେ ମିଡ୍ରେଞ୍ଜ ସେଗମେଣ୍ଟରେ ଗାଲାକ୍ସି ଏ୨୧ ଲଞ୍ଚ କରିଥିଲା ଏବଂ ଫୋନର ଟପ ଏଣ୍ଡ ଭାରିଆଣ୍ଟ ମୂଲ୍ୟ ଧାର୍ଯ୍ୟ କରାଯାଇଛି। ୬ଜିବି ରାମ୍‌ ଏବଂ ୬୪ ଜିବି ଇଣ୍ଟରନାଲ ଷ୍ଟୋରେଜ ସହିତ ଏହି ଫୋନର ମୂଲ୍ୟ ୧୮,୪୯୯ ଟଙ୍କା ଥିଲା କିନ୍ତୁ ମୂଲ୍ୟ ହ୍ରାସ ପରେ ଏହାକୁ ୧୭,୪୯୯ ଟଙ୍କାରେ କିଣାଯାଇପାରିବ। ଆମାଜନ ଏବଂ ଫ୍ଲିପକାର୍ଟ ବ୍ୟତୀତ ଫୋନ କମ୍ପାନୀର ଅଫିସିଆଲ ସାଇଟରେ ଉପଲବ୍ଧ ହେଉଛି। ମାଇକ୍ରୋ ଏସ୍‌ଡି କାର୍ଡ ସାହାଯ୍ୟରେ ଫୋନର ଷ୍ଟୋରେଜ ୫୧୨ ଜିବିକୁ ବୃଦ୍ଧି କରାଯାଇପାରିବ। ସେଲଫି ପାଇଁ ଫୋନରେ ୧୩ ମେଗାପିକ୍ସେଲର ଫ୍ରଣ୍ଟ କ୍ୟାମେରା ଅଛି। ଏଥି ସହିତ ପଛ ପ୍ୟାନେଲରେ ଥିବା କ୍ୱାଡ ସେଟଅପରେ ୪୮ ମେଗାପିକ୍ସେଲ ପ୍ରାଥମିକ, ୮ ମେଗାପିକ୍ସେଲ ଅଲଟ୍ରା ୱାଇଡ ଆଙ୍ଗଲ, ୨ ମେଗାପିକ୍ସେଲ ଗଭୀରତା ଏବଂ ୨ ମେଗାପିକ୍ସେଲ ମାକ୍ରୋ କ୍ୟାମେରା ସେନସର ଦିଆଯାଇଛି। ଏହାର ଏକ ବଡ଼ ୫୦୦୦ଏମ୍‌ଏଏଚ୍‌ ବ୍ୟାଟେରୀ ଅଛି, ଯାହା ଫାଷ୍ଟ ଚାର୍ଜିଂ ସପୋର୍ଟ ସହିତ ଆସିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟ୍‌ପାଥରୁ ବି ବିଦା

ଭାରତୀୟ ଅର୍ଥନୀତି ୮ ନଭେମ୍ବର ୨୦୧୬ରେ ବିମୁଦ୍ରୀକରଣ ପରେ ଏପରି ତଳକୁ ଖସିଯାଇଛି ଯେ, ତାହା ଆଜିଯାଏ ସଳଖି ଠିଆ ହୋଇପାରୁନାହିଁ। ସେତେବେଳେ ସୂକ୍ଷ୍ମ, କ୍ଷୁଦ୍ର ଓ…

ବାତିଲ ହେବ ଭାରତ-ଜାପାନ T20 ମ୍ୟାଚ? ପାଣିପାଗକୁ ନେଇ ବଢିଲା ଚିନ୍ତା

ନୂଆଦିଲ୍ଲୀ,୨୨।୯: ଭାରତ ଏବଂ ଜାପାନ ମଧ୍ୟରେ ଏକମାତ୍ର ଟି-୨୦ ମ୍ୟାଚ ମଙ୍ଗଳବାର (ସେପ୍ଟେମ୍ବର ୨୨) ଦିନ ଜାପାନର ସାନୋ ସ୍ଥିତ ସାନୋ ଇଣ୍ଟରନେସନାଲ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାର…

ଓଡ଼ିଶାରେ SIR ପରେ ୨୦.୫୭ ଲକ୍ଷ ଭୋଟରଙ୍କ ନାଁ ବାଦ୍‌, ପ୍ରକାଶ ପାଇଲା ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାରେ ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଶେଷ ହେବା ପରେ ଭୋଟର ତାଲିକାରୁ ମୋଟ ୨୦ ଲକ୍ଷ ୫୭ ହଜାର ୩୩୪ ଭୋଟରଙ୍କ…

ବୈଜ୍ଞାନିକଙ୍କ ବଡ଼ ଆବିଷ୍କାର, ଦୁଇ ସ୍ୱାଧୀନ ଅଙ୍ଗ ଭାବେ ବିକଶିତ ହୋଇଛି ମଣିଷର ମସ୍ତିଷ୍କ!

ନୂଆଦିଲ୍ଲୀ,୨୨।୯(ପି.ଟି.): ମନୁଷ୍ୟ ମସ୍ତିଷ୍କକୁ ସାଧାରଣତଃ ଏକ ଏକକ ଅଙ୍ଗ ବୋଲି ବିବେଚନା କରାଯାଉଥିବା ବେଳେ ଏହା ଲକ୍ଷ ଲକ୍ଷ ବର୍ଷ ମଧ୍ୟରେ ଦୁଇଟି ସ୍ବାଧୀନ ଅଙ୍ଗ ଭାବରେ…

Asian Games 2026: ପାକିସ୍ତାନକୁ ଦୁଇଥର ହରାଇବା ସହ ବାଂଲାଦେଶକୁ ଶୋଚନୀୟ ଭାବେ ପରାସ୍ତ କରି ୪ ପଦକ ଜିତିଲା ଭାରତ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ତୃତୀୟ ଦିନ, ଅର୍ଥାତ ସୋମବାର (ସେପ୍ଟେମ୍ବର ୨୧), ଭାରତୀୟ ଦଳ ପାଇଁ ଅତ୍ୟନ୍ତ ସଫଳ ରହିଥିଲା ଏବଂ ଦଳ ମୋଟ ଚାରୋଟି…

ପାଠ୍ୟ ପୁସ୍ତକରେ ତ୍ରୁଟି ପ୍ରସଙ୍ଗ; ଭୁବନେଶ୍ବର ଆସି ବଡ଼ ଘୋଷଣା କଲା CJP, ଓଡ଼ିଶା ସରକାରଙ୍କୁ….

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂଆ ପାଠ୍ୟପୁସ୍ତକରେ ଯେଉଁ ତ୍ରୁଟି କରାଯାଇଛି ତାହାର ଜବାବ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଶିକ୍ଷା…

ମମତାଙ୍କ ଟିଏମ୍‌ସିର ନୂଆ ଲୋଗୋ ଉନ୍ମୋଚିତ

କୋଲକାତା, ୨୨।୯: ନିର୍ବାଚନ ଆୟୋଗଙ୍କ ଦ୍ୱାରା ପୁରୁଣା ନାମ ଏବଂ ଘାସ-ଫୁଲ ପ୍ରତୀକ ଜବତ ହେବା ପରେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀ ଏହାର ନୂତନ…

ଟ୍ରମ୍ପ୍‌ଙ୍କ କାର୍ଯ୍ୟକ୍ରମ ପ୍ରସାରଣ ବନ୍ଦ କଲେ ଆମେରିକାର ପ୍ରମୁଖ ଟିଭି ନେଟ୍‌ଓ୍ବର୍କ

ଓ୍ବାଶିଂଟନ୍‌,୨୨ା୯: ହ୍ବାଇଟ୍‌ ହାଉସ୍‌ରେ ସିଏନ୍‌ଏନ୍‌ର ପ୍ରବେଶକୁ ନିଷେଧ କରାଯିବାର ପ୍ରତିବାଦରେ ଆମେରିକାର ପ୍ରମୁଖ ଟେଲିଭିଜନ ନେଟ୍‌ଓ୍ବର୍କଗୁଡ଼ିକ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କାର୍ଯ୍ୟକ୍ରମଗୁଡ଼ିକର ଖବର ପ୍ରସାରଣ କରିବା ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?