ସାମ୍‌ସଙ୍ଗ ଏସ୍‌୨୨ ସିରିଜ୍‌ର ଶୁଭାରମ୍ଭ

ଭୁବନେଶ୍ୱର,୧୯।୨: ଦେଶର ପ୍ରମୁଖ ସ୍ମାର୍ଟଫୋନ ବ୍ରାଣ୍ଡ ସାମ୍‌ସଙ୍ଗ୍‌ ପକ୍ଷରୁ ଭାରତରେ ଏହାର ପ୍ରିମିୟମ ଫ୍ଲାଗ୍‌ଶିପ ‘ଗ୍ୟାଲାକ୍ସି ଏସ୍‌୨୨ ଅଲ୍‌ଟ୍ରା, ଗ୍ୟାଲାକ୍ସି ଏସ୍‌୨୨+ ଏବଂ ଗ୍ୟାଲାକ୍ସି ଏସ୍‌୨୨’ ସିରିଜ୍‌ର ଶୁଭାରମ୍ଭ କରାଯାଇଛି। ଏହି ପ୍ରିମିୟମ ସ୍ମାର୍ଟଫୋନ ପାଇଁ ନୂତନ ମାନକ ସ୍ଥିର କରିବା ଲାଗି ଗ୍ୟାଲାକ୍ସି ଏସ୍‌୨୨ ଅଲ୍‌ଟ୍ରା ଏସ୍‌ ସିରିଜର ପ୍ରୋ-ଗ୍ରେଡ୍‌ କ୍ୟାମେରା ଓ କାର୍ଯ୍ୟଦକ୍ଷତା ସହିତ ନୋଟ୍‌ ସିରିଜର ଅତୁଳନୀୟ ଶକ୍ତି ଏବଂ ଆଇକନିକ ଏସ୍‌-ପେନ୍‌କୁ ଏକତ୍ର କରିଛି। ଏକ ବୋଲ୍ଡ ତଥା ସ୍ଥାୟୀ ଡିଜାଇନ ସହ ନିର୍ମିତ ଗ୍ୟାଲାକ୍ସି ଏସ୍‌୨୨ ଏବଂ ଏସ୍‌୨୨+ ରେ ଅତ୍ୟାଧୁନିକ ବୁଦ୍ଧିମାନ ଇମେଜ ପ୍ରୋସେସିଂ ସହିତ ଡାଇନାମିକ କ୍ୟାମେରା ଆଦି ରହିଛି। ଏ ସମ୍ପର୍କରେ ସାମ୍‌ସଙ୍ଗ୍‌ ଇଣ୍ଡିଆର ହେଡ୍‌ ଅଫ୍‌ ପ୍ରଡକ୍ଟ ମାର୍କେଟିଂ ଆଦିତ୍ୟ ବାବର କହିଛନ୍ତି, ଗ୍ୟାଲାକ୍ସି ଏସ୍‌୨୨ ସିରିଜର ଶୁଭାରମ୍ଭ ସହିତ ଗ୍ରାହକଙ୍କ ଆବଶ୍ୟକତା ପୂରଣ ଦିଗରେ କାର୍ଯ୍ୟ କରିବୁ। ସେହିଭଳି ଏହାର ପ୍ରି-ବୁକିଂ ୨୩ ଫେବୃୟାରୀରୁ ଭାରତରେ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ସୋମବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ବଢିଗଲା ଦାମ୍‌! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?

ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri