ସାମ୍‌ସଙ୍ଗ୍‌ର ଗ୍ୟାଲାକ୍ସି ‘ଏ’ ସିରିଜ୍‌ ଶୁଭାରମ୍ଭ

ନୂଆଦିଲ୍ଲୀ,୩।୨: ଦେଶର ସର୍ବବୃହତ୍‌ ଉପଭୋକ୍ତା ଇଲେକ୍‌ଟ୍ରୋନିକ୍ସ ବ୍ରାଣ୍ଡ୍‌ ସାମ୍‌ସଙ୍ଗ୍‌ର ନୂଆ ଗ୍ୟାଲାକ୍ସି ଏ୧୪ ୫ଜି ଓ ଗ୍ୟାଲାକ୍ସି ଏ୨୩ ୫ଜି’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବ୍ରାଣ୍ଡ୍‌ର ଲୋକପ୍ରିୟ ‘ଏ’ ସିରିଜ୍‌ରେ ଏହି ନୂତନ ଯୋଗ ଏକ ସୁଲଭ ମୂଲ୍ୟରେ ନୂତନ ଗ୍ୟାଲାକ୍ସି ଉଦ୍ଭାବନର ସମ୍ପୂର୍ଣ୍ଣ ପ୍ୟାକେଜ୍‌ ପ୍ରଦାନ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏ ସମ୍ପର୍କରେ ସାମ୍‌ସଙ୍ଗ ଇଣ୍ଡିଆର ମୋବାଇଲ ବିଜ୍‌ନେସ୍‌ ବିଭାଗର ବରିଷ୍ଠ ନିର୍ଦ୍ଦେଶକ ଆଦିତ୍ୟ ବାବର କହିଛନ୍ତି, କମ୍ପାନୀ ତା’ର ୫ଜି ଡିଭାଇସ୍‌ଗୁଡ଼ିକର ବିସ୍ତୃତ ପୋର୍ଟଫୋଲିଓ ସହ ଭାରତରେ ୫ଜି ଗ୍ରହଣୀୟତାକୁ ପରିଚାଳନା କରୁଛି। ଏପରିକି ଗ୍ୟାଲାକ୍ସି ଏ୧୪ ୫ଜି ଓ ଏ୨୩ ୫ଜିର ଶୁଭାରମ୍ଭ ସହ ସାମ୍‌ସଙ୍ଗ ବର୍ତ୍ତମାନ ଦେଶରେ ୫ଜି ଡିଭାଇସ୍‌ଗୁଡ଼ିକର ବିସ୍ତୃତ ବିତରଣ କରିବ ବୋଲି ସେ ମତପ୍ରକାଶ କରିଛନ୍ତି। ଉଲ୍ଲେଖଯୋଗ୍ୟ, ଉକ୍ତ ସିରିଜରେ ଅନେକ ବେଶିଷ୍ଟ୍ୟ ସହ ଅତ୍ୟାଧୁନିକ ଡିଜାଇନ, ରଟେନମେ, କ୍ୟାମେରା, ସିକ୍ୟୁରିଟି, ବ୍ୟାଟେରି ଏବଂ ପାଓ୍ବାର ଭଳି ଅନେକ ସ୍ମାର୍ଟ ଓ ବିକଶିତ ଫିଚର ଉକ୍ତ ମଡେଲରେ ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri